ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍ ଜିଣି ପ୍ରଥମେ ଭାରତର ବ୍ୟାଟିଂ ନିଷ୍ପତ୍ତି
ବିଶାଖାପାଟଣା,୨।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ବୁଧବାରଠାରୁ ଆରମ୍ଭ ହୋଇଛି। ସିରିଜର ପ୍ରଥମ ମ୍ୟାଚରେ ଭାରତ ପ୍ରଥମେ ଟସ୍ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ ପାଇଁ ଭାରତ ପାଇଁ ଚୂଡାନ୍ତ ଏକାଦଶ…
ନମସ୍ତେ ବାପୁ କହି ଗାନ୍ଧୀଙ୍କ ଛାତିରେ ୩ଟି ଗୁଳି ଚଳାଇଥିଲେ ଗଡସେ
ନୂଆଦିଲ୍ଲୀ,୨।୧୦:ଅକ୍ଟୋବର ୨ ତାରିଖ। ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ଜନ୍ମଦିନ। ଏବର୍ଷ ସାରା ଦେଶ ପାଳନ କରୁଛି ମହାତ୍ମାଙ୍କ ୧୫୦ ତମ ପୁଣ୍ୟତିଥି। ଏହି ପରିପ୍ରେକ୍ଷୀରେ ସବୁଠି ଚାଲିଛି ଗାନ୍ଧିସ୍ମୃତିର ରୋମନ୍ଥନ। ଏଇ ପରିପ୍ରେକ୍ଷୀରେ ମନେ ପଡେ ସେଦିନର କଥା ଯେଉଁଦିନ…
ବଳାତ୍କାର ଅଭିଯୋଗ:ନେପାଳ ବାଚସ୍ପତିଙ୍କ ଇସ୍ତଫା
କାଠମାଣ୍ଡୁ,୨ା୧୦(ପି.ଟି.): ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନେପାଳ ପାର୍ଲାମେଣ୍ଟର ବାଚସ୍ପତି କ୍ରିଷ୍ଣ ବାହାଦୁର ମହାରା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତି ଶିବମୟ ତୁମ୍ବହାମ୍ଫେଙ୍କୁ ପ୍ରଦାନ କରିଛନ୍ତି। ଅଭିଯୋଗର ସତ୍ୟତା ନାହିଁ ଓ…
ରାଜୀବ କୁମାରଙ୍କୁ ଆଗୁଆ ଜାମିନ
କୋଲକାତା, ୨ା୧୦(ପି.ଟି.): ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ବରିଷ୍ଠ ପୋଲିସ ଅଧିକାରୀ ରାଜୀବ କୁମାରଙ୍କୁ ମଙ୍ଗଳବାର କୋଲକାତା ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବିଚାରପତି ଜଷ୍ଟିସ ଏସ୍. ମୁନ୍ସିି ଓ ଜଷ୍ଟିସ ଏସ୍. ଦାସଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି…
ପଶ୍ଚିମବଙ୍ଗରେ ଲାଗୁହେବ ଏନ୍ଆର୍ସି
କୋଲକାତା, ୨ା୧୦(ପି.ଟି.): ପଶ୍ଚିମବଙ୍ଗରେ ଏନ୍ଆର୍ସି( ଜାତୀୟ ନାଗରିକ ପଞ୍ଜିକା) ଲାଗୁ କରାଯିବ। ଏହା ପୂର୍ବରୁ ନାଗରିକତ୍ୱ ସଂଶୋଧନ ବିଲ୍ ପାସ୍ କରାଯାଇ ସମସ୍ତ ହିନ୍ଦୁ, ଶିଖ୍, ଜୈନ୍ ଓ ବାୈଦ୍ଧ ଧର୍ମାବଲମ୍ବୀଙ୍କୁ ଏନ୍ଆର୍ସିରେ ସାମିଲ କରାଯିବ ବୋଲି ମଙ୍ଗଳବାର ଏକ ସେମିନାର୍ରେ…
ପୂଜାରେ ଟ୍ବିନ୍ ସିଟି ଜଗିବେ ୬୩ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର,୨-୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକ ଓ ଭୁବନେଶ୍ୱରରେ ୬୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଏହାସହ ରାପିଡ୍ ଆକ୍ସନ ଫୋର୍ସ ଓ ସ୍ବତନ୍ତ୍ର କମାଣ୍ଡୋ ୟୁନିଟ୍ ମଧ୍ୟ ନିୟୋଜିତ ହେବେ।…
ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆରମ୍ଭ କରାଯାଇଥିବା ଜନସମ୍ପର୍କ ଓ ଜନ ଜାଗରଣ ଯାତ୍ରା ଶେଷ ହୋଇଛି…
ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ
କଟକ ଅଫିସ,୨-୯: ଦୁର୍ଗାପୂଜା ପାଇଁ ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ ଆରମ୍ଭ ହେଉଛି। ଏହି ଅବଧି ମଧ୍ୟରେ ଦୁଇ ଦିନ ଅର୍ଥାତ୍ ଅକ୍ଟୋବର ୪ ଓ ୧୧ରେ ହାଇକୋର୍ଟରେ ଅବକାଶକାଳୀନ ଖଣ୍ଡପୀଠ ବସିବ। ସେହିପରି ଏହି ଅବକାଶ ସମୟରେ ଅକ୍ଟୋବର ୩,…
ଓଏସଆରଟିସିର ଟୋଲ ଫ୍ରି ନମ୍ବର
ଭୁବନେଶ୍ୱର, ୨-୯(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ୨୪ ଘଣ୍ଟିଆ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ଲକ୍ଷ୍ୟ ହାସଲ ଓ ଓଏସଆରଟିସିରେ ସ୍ବଚ୍ଛତା ଆଣିବା ପାଇଁ ଏହି ଟୋଲ…
ସରକାରଙ୍କୁ ବରିଷ୍ଠ ନାଗରିକଙ୍କ ଚିନ୍ତା:ପ୍ରତି ବ୍ଲକ୍ରେ ହେବ ଡେ’ କେୟାର ସେଣ୍ଟର
ଭୁବନେଶ୍ୱର, ୨-୯(ବ୍ୟୁରୋ):ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳୀ, ସ୍ବାସ୍ଥ୍ୟସେବା, ସୁରକ୍ଷା ସାଙ୍ଗକୁ ନିଃସଙ୍ଗତା ଦୂର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଆଗାମୀ ଦିନରେ ପ୍ରତି ଜିଲାରେ ଜରାନିବାସ ଓ ପୁନର୍ବାସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହ ପ୍ରତି ବ୍ଳକ୍ରେ…
ଆଜିଠୁ ସବୁ ଦଳର ପଦଯାତ୍ରା
ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି।…
ସବୁ ସହରରେ ପଲିଥିନ ନିଷେଧ
ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ ନାହିଁ।…
Archives


