Home Left

ଆର୍‌ବିଆଇ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ; ରେପୋ ରେଟ୍‌ ହ୍ରାସ ସମ୍ଭାବନା

ନୂଆଦିଲ୍ଲୀ,୨-୯: ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବର୍ତ୍ତମାନ ଅର୍ଥନୀତିରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡିପି ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ରେପୋ…

ସାଲୁ ଜିନ୍ଦଲଙ୍କୁ ମହାତ୍ମା ପୁରସ୍କାର

ନୂଆଦିଲ୍ଲୀ,୨-୧୦: ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ସହଅଧ୍ୟକ୍ଷା ସାଲୁ ଜିନ୍ଦଲଙ୍କୁ ମହାତ୍ମା ଆଓ୍ବାର୍ଡ ଫର ଲିଡରଶିପ ଇନ୍‌ କର୍ପୋରେଟ ସୋସିଆଲ ରେସପନ୍ସବିଲିଟି ସମ୍ମାନରେ ସମ୍ମାନୀତ କରାଯାଇଛି। ଗୁରୁଗ୍ରାମଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ପଦ୍ମଭୂଷଣ ରାଜଶ୍ରୀ ବିର୍ଲା ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରିଥିଲେ। ଗ୍ରାମାଞ୍ଚଳ…

ଜିଏସ୍‌ଟି ସଂଗ୍ରହ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ

ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ପରିମାଣ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ ଘଟିଛି। ଜିଏସ୍‌ଟି ସଂଗ୍ରହ ୧୯ ମାସର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଏହା ଅଗଷ୍ଟ ମାସରେ ୯୮,୨୦୨ କୋଟି ଟଙ୍କା ରହିଥିବା ସରକାର ମଙ୍ଗଳବାର…

ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…

ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ…

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ ରୋଗୀଙ୍କ ପାଇଁ ଏକପ୍ରକାର ବରଦାନ କହିଲେ ଅତ୍ୟୁକ୍ତି ହେବ ନାହଁି। ଯଦିଓ ଆମ୍ବ ଖାଇବା…

ଏହି ଖେଳାଳିଙ୍କୁ ହୋଇଛି ବ୍ରେନ୍‌ ଟ୍ୟୁମର୍‌:କହିଲେ, ଯୁବରାଜଙ୍କ ଭଳି ରୋଗ ସହ ଲଢିବି

ଢାକା,୧।୧୦: ବାଲାଂଦେଶର ବାମହାତୀ ସ୍ପିନର୍‌ ମୋଶରଫ ହୁସେନ୍‌ ମାରାତ୍ମକ ରୋଗ ବ୍ରେନ୍‌ ଟ୍ୟୁମର୍‌ ସହ ଲଢୁଛନ୍ତି। ଭାରତର ପୂର୍ବତନ ଖେଳାଳି ଯୁବରାଜ ସିଂଙ୍କ ପରି ରୋଗ ସହ ଲଡିବାକୁ ଚାହିଁଛନ୍ତି ହୁସେନ୍‌। ରୋଗ ପାଇଁ ଖର୍ଚ୍ଚ କରିବାକୁ ପାଖରେ ଟଙ୍କା ନ…

ଇଞ୍ଜୁରି କାରଣରୁ ହାର୍ଦ୍ଦିକ ଦୀର୍ଘ ଦିନ ବାଦ୍‌ ପଡିବା ସମ୍ଭାବନା

ନୂଆଦିଲ୍ଲୀ,୧।୧୦(ପି.ଟି.)- ଭାରତର ପ୍ରଥମ ପସନ୍ଦର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଞ୍ଜୁରି କାରଣରୁ ଦୀର୍ଘ ଦିନଧରି କ୍ରିକେଟରୁ ବାଦ୍‌ ପଡିବା ସମ୍ଭାବନା ସୃଷ୍ଟି ହୋଇଛି। ପିଠିର ନିମ୍ନ ଭାଗରେ ଥିବା ଅଘାତ ସମସ୍ୟା କାରଣରୁ ସେ ଆଗକୁ ଆୟୋଜନ ହେବାକୁ ଥିବା ବାଂଲାଦେଶ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ କାର୍ତ୍ତିକ

ଜୟପୁର, ୧।୧୦ (ପି.ଟି.)- ବିଜୟ ହଜାରେ ଟ୍ରଫିର ୬ଷ୍ଠ ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ କର୍ନାଟକ ୭୪ ରନରେ ବେଙ୍ଗଲକୁ ପରାସ୍ତ କରିଛି। ଜୟପୁର ବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏଲିଟ୍‌ ଗ୍ରୁପ୍‌-ସି’ର ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ତାମିଲନାଡ଼ୁ…

ହ୍ରିତିକ୍‌-ଟାଇଗରଙ୍କ ‘ଓ୍ବାର୍‌’ ହେବ ବ୍ଲକବଷ୍ଟର୍‌ !

ମୁମ୍ବାଇ: ଅକ୍ଟୋବର ୨ରେ ପରଦାକୁ ଆସିବ ସୁପରଷ୍ଟାର ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫଙ୍କ ଅଭିନୀତ ଚଳଚ୍ଚିତ୍ର ‘ଓ୍ବାର’। ଏହା ଏକ ବ୍ଲକବଷ୍ଟର ଫିଲ୍ମ ହେବ ବୋଲି ଚର୍ଚ୍ଚା ହେବାରେ ଲାଗିଛି। ପ୍ରଥମେ ଟ୍ରେଲର ଆଉ ଏବେ ୟୁଏଇରୁ ମିଳିଥିବା ପ୍ରଥମ…

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ ଗରିବ…

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ କରୁଛନ୍ତି।…

ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri