ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ
ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…
ମା’ ଆଇଏଏସ୍, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ
ମା’ ଜଣେ ଆଇଏଏସ୍ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ ପୁନ୍ହାନା…
ସ୍କୁଲରେ ପଢ଼ୁଥିବା ବେଳେ ଶିକ୍ଷକଙ୍କ କଥା ଶୁଣୁ ନ ଥିଲେ ଦୀପିକା, ଭାଇରାଲ ହେଉଛି ରିପୋର୍ଟ କାର୍ଡ
ମୁମ୍ବାଇ: ଅଭିନେତ୍ରୀ ଦୀପିକା ପାଦୁକୋନ ବଲିଉଡ୍ ସିନେମା ଜଗତର ଜଣେ ଆଗଧାଡ଼ିର ଅଭିନେତ୍ରୀ ତାହା ସମସ୍ତେ ଜାଣନ୍ତି। ହେଲେ ସେ ସ୍କୁଲ ସମୟରେ ବଡ଼ ଦୁଷ୍ଟ ଥିଲେ। ସେ କ୍ଲାସ ଚାଲିଥିବା ବେଳେ ସାଙ୍ଗମାନଙ୍କ ସହ କଥା ହୋଇ ସମୟ ନଷ୍ଟ…
ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା
ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ ଯୋଜନା କରାଯାଇଛି। ୧୮୬୯ ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରଠାରେ ମୋହନଦାସ କରମଚାନ୍ଦ ଗାନ୍ଧୀ…
ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…
ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି ପୂଜା ପାଉଛନ୍ତି।…
ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ
ଫୁଲବାଣୀ ଅଫିସ/ଦାରିଙ୍ଗବାଡି,୧ା୧୦- କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟାପଦ ମଙ୍ଗଳବାର ରଦ୍ଦ ହୋଇଛି। ୨ରୁ ଅଧିକ ସନ୍ତାନ ଥିବା ଆଗତ ଏକ ମାମଲାର ବିଚାର କରି ଜିଲା ଦୌରାଜଜ୍ ଗୌତମ ଶର୍ମା ଏହି ରାୟ ଶୁଣାଇଛନ୍ତି। ସଭ୍ୟାପଦ…
ପ୍ରଥମ କାର୍ଯ୍ୟକୁ ନେଇ ‘ବିଗ୍ବସ୍-୧୩’ ଟ୍ରୋଲ, ନିରାଶ ପ୍ରଶଂସକ କହିଲେ ‘ଫ୍ଲପ୍ ଶୋ’
ମୁମ୍ବାଇ: ଆରମ୍ଭରୁ ବିବାଦରେ ଲୋକପ୍ରିୟ ଟେଲିଭିଜନ ଶୋ’ ‘ବିଗ୍ ବସ୍ ୧୩’। ଶୋ’ ଆରମ୍ଭ ହେବାର ଦୁଇ ଦିନ ନ ପୁରୁଣୁ ଏହା ବିରୋଧରେ ପ୍ରଶଂସକମାନେ କଟୁ ମନ୍ତବ୍ୟ ରଖୁଛନ୍ତି। ସୋମବାର ଦେଖାଯାଇଥିବା ଏପିସୋଡରେଘରେ ଥିବା ସେଲିବ୍ରିଟିମାନଙ୍କୁ ଖାଦ୍ୟସାମଗ୍ରୀ ବଣ୍ଟା ଯାଇଥିଲା।…
ଗେଣ୍ଡୁଫୁଲର ଉପକାରିତା
ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ ଚର୍ମ ରୋଗ ଜଟିଳ ରୂପ ଧାରଣ କରିଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ ଯାଦୁ,…
ସୋସିଆଲ ମିଡିଆରୁ ସମ୍ପର୍କ: ଡେଟ୍ରେ ଯାଉଥିଲେ ଏହି ୪ ଦିଗ ଉପରେ ଦିଅନ୍ତୁ ଧ୍ୟାନ
ବର୍ତ୍ତମାନ ଇଣ୍ଟରନେଟ୍ ଯୁଗରେ ଯୁବପିଢ଼ୀ ନୂଆ ନୂଆ ଟେକ୍ନିକ୍ ସହିତ ବେଶ୍ ଜଡିତ। ଅନେକ ସମୟରେ ସେମାନେ ସୋସିଆଲ ମିଡିଆରେ ବନ୍ଧୁ ତିଆରି କରି ତାଙ୍କ ସହ ସମ୍ପର୍କକୁ ଆଗକୁ ନେବାକୁ ଚାହାନ୍ତି । ବନ୍ଧୁଙ୍କ ସହ କିଛି କଥାବାର୍ତ୍ତା ପରେ…
କମିଲା ସୁନା ଦର
ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ କିନ୍ତୁ ଗତ କିଛି ସପ୍ତାହ ହେବ ଉଭୟ ସୁନା ଓ ରୂପା ଦର…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା
ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରମଞ୍ଚା ଗ୍ରାମର ହୃଷିକେଶ ନାୟକ (୬୫)। ସୂଚନାନୁଯାୟୀ, ହୃଷିକେଶ ଅପରାହ୍ନରେ ଘରେ ଥିବା…
ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ
ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍ ନାଳରୁ ଉଦ୍ଧାର କରାଯାଇଛି। ପାକିସତାନ ରେଞ୍ଜର୍ସ ପକ୍ଷରୁ ଏହି ସୂଚନା ବିଏସଏଫ ଜମ୍ମୁ ୟୁନିଟକୁ…
Archives


