୫୨୦ ଜାତୀୟ ରାଜପଥ ଟ୍ରାଫିକ୍ ଜାମ୍ରେ ଫସିଲା ଆମ୍ବୁଲାନ୍ସ, ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ
ଯୋଡ଼ା,୧।୧୦ (ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡାଠାରେ ମଙ୍ଗଳବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍ ଜାମ ହୋଇଥିବାରୁ ଏକ ଆମ୍ବୁଲାନ୍ସ ଫସିଯାଇଥିଲା। ଫଳରେ ସେଥିରେ…
ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର
ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ ହୋଇଥିଲେ।…
ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା
କାକଟପୁର, ୧।୧୦(ଡି.ଏନ୍.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର ସହିତ…
ଚାଇନାର ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପ୍ରଦର୍ଶନ
ବେଜିଂ,୧।୧୦: ଚାଇନାରେ କମ୍ୟୁନିଷ୍ଟ ଶାସନକୁ ଅକ୍ଟୋବର ୧କୁ ୭୦ବର୍ଷ ପୂରିଛି। ଏନେଇ ମଙ୍ଗଳବାର ବେଜିଂରେ ବହୁ ଧୁମ୍ଧାମ୍ରେ ଉତ୍ସବ ପାଳନ କରାଯାଉଛି। ନ୍ୟାଶନାଲ ଡେ ପରେଡରେ ଚାଇନା ପକ୍ଷରୁ ସବୁଠାରୁ ବଡ ସାମରିକ ପରେଡ ଏବଂ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି।…
ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍ ବ୍ୟବହାରକାରୀ, ମୁମ୍ବାଇ ଆଗରେ
ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍ ବ୍ୟବହାର କରୁଥିବା ପ୍ରତି ତିନିଜଣ ବ୍ୟକ୍ତିଙ୍କ ମଧ୍ୟରେ ୨ଜଣଙ୍କ ବୟସ ୧୨ରୁ ୨୯ ବର୍ଷ ବୋଲି…
ସମାଜବାଦୀ ପାର୍ଟିକୁ ଲାଗିପାରେ ବଡ଼ ଝଟ୍କା: ଭାଜପାରେ ସାମିଲ ହୋଇପାରନ୍ତି ଅଖିଳେଶଙ୍କ ବନ୍ଧୁ
ଲକ୍ଷ୍ନୌ,୧।୧୦: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍ପି)କୁ ଲାଗିପାରେ ବଡ଼ ଝଟ୍କା। ଏସ୍ପିର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ନିକଟତମ ବନ୍ଧୁ ତଥା ଗତ ସରକାରରେ ମନ୍ତ୍ରୀ ଥିବା ଅଭିଷେକ ମିଶ୍ରା ଖୁବ୍ଶୀଘ୍ର ଭାଜପାରେ ଯୋଗଦେଇପାରନ୍ତି। ବର୍ତ୍ତମାନ ଦିଲ୍ଲୀର ଭାଜପା ପ୍ରଦେଶ…
ଘରୋଇ କଳି ହେଲା କାଳ: ପୁଅ ସହ ଯୁକ୍ତିକରି ମା’ଙ୍କ ଆତ୍ମହତ୍ୟା
ଢେଙ୍କିକୋଟ,୧।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ପାଣୁପଶି ଗ୍ରାମ ଗିଧିବସା ସାହିରେ ସୋମବାର ରାତିରେ ଘରୋଇ କଳିକୁ କେନ୍ଦ୍ରକରି ଜଣେ ବୃଦ୍ଧା ବେକରେ ରଶିଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁରେନ୍ଦ୍ର ମୁଣ୍ଡାଙ୍କ ସ୍ତ୍ରୀ ଚୁଳୁପା ମୁଣ୍ଡା।…
ହାତୀର ସ୍ବାସ୍ଥ୍ୟବସ୍ଥାରେ ସୁଧାର ନାହିଁ, ଜାରି ରହିଛି ଚିକିତ୍ସା
କେନ୍ଦୁଝର, ୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଉପରସୁମଠ ଗ୍ରାମ ଜଙ୍ଗଲରେ ଗତ ୪ ଦିନ ହେବ ଅସୁସ୍ଥ ହୋଇ ପଡ଼ିରହିଥିବା ମାଈ ହାତୀର ଚିକିତ୍ସା ଜାରିରହିଛି। ତେବେ ତା’ର ସ୍ବାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସି…
ପ୍ଲାଷ୍ଟିକ ବୋତଲର ସ୍ଥାନ ନେବ ବାଉଁଶ ପାଣି ବୋତଲ, ଜାଣନ୍ତୁ ଦାମ୍ କେତେ
ନୂଆଦିଲ୍ଲୀ,୧।୧୦: ଅକ୍ଟୋବର ୨ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏମଏସଏମଇ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ଖଦି ଗ୍ରାମୋଦ୍ୟୋଗ ଆୟୋଗ ବାଉଁଶର ପାଣି ବୋତଲ ନିର୍ମାଣ କରିଛନ୍ତି। ଏହା ପ୍ଲାଷ୍ଟିକ୍ ବୋତଲର ସ୍ଥାନ ନେବ…
ତୁର୍କୀରୁ ୪ ଯୁଦ୍ଧପୋତ କିଣିବ ପାକିସ୍ତାନ
ଇସଲାମାବାଦ୍,୧।୧୦: ପାକିସ୍ତାନ ତୁର୍କୀରୁ ୪ଯୁଦ୍ଧପୋତ କିଣିବ। ଇତିମଧ୍ୟରେ ଯୁଦ୍ଧପୋତର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। କଶ୍ମୀର ପ୍ରସଙ୍ଗରେ ତୁର୍କୀ ପାକିସ୍ତାନକୁ ସମର୍ଥନ କରିଛି। ତୁର୍କୀ ରାଷ୍ଟ୍ରପତି ରେସେପ୍ ତୈୟପ୍ ୨ ଦିନ ତଳେ ଯୁଦ୍ଧପୋତ ନିର୍ମାଣ କାର୍ଯ୍ୟର ତଦାରଖ ମଧ୍ୟ…
ରାଜୀବ କୁମାରଙ୍କୁ ଆଶ୍ୱସ୍ତି: ମିଳିଲା ଆଗୁଆ ଜାମିନ
କୋଲକାତା,୧।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ କୋଲକାତା ପୋଲିସ କମିଶନର ରାଜୀବ କୁମାରଙ୍କୁ ଆଶ୍ୱସ୍ତି ମିଳିଛି। ଶାରଦା ଚିଟଫଣ୍ଡ ମାମଲାରେ ତାଙ୍କୁ ଆଗୁଆ ଜାମିନ ଦେଇଛନ୍ତି କୋଲକାତା ହାଇକୋର୍ଟ। ଏହି ମାମଲାରେ ତାଙ୍କୁ ସିବିଆଇ ଗିରଫ…
ଏସ୍.ଜୟଶଙ୍କରଙ୍କୁ ଧନ୍ୟବାଦ ଦେଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଧନ୍ୟବାଦ ଦେଇଛନ୍ତି। ଏକ ଟୁଇଟରେ ସେ କହିଛନ୍ତି, ଏସ. ଜୟଶଙ୍କରଙ୍କୁ ଧନ୍ୟବାଦ, ଯିଏ କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅକ୍ଷମତାକୁ ଲୁଚାଇଦେଲେ। ମୋର ଆଶା ଅଛି ଯେ…
Archives


