ନୂଆଗାଁ ବ୍ଲକରେ ସାମାଜିକ ସମୀକ୍ଷା ପ୍ରହସନ: ସହଯୋଗ କରୁନାହାନ୍ତି କର୍ମଚାରୀ
ନୂଆଗାଁ,୧ା୧୦(ଡି.ଏନ.ଏ.): ପ୍ରତି ଆର୍ଥତ୍କ ବର୍ଷରେ ପଞ୍ଚାୟତ ସମିତି, ଗ୍ରାମ ପଞ୍ଚାୟତ ଓ ଅନ୍ୟାନ୍ୟ ବିଭାଗ ଦ୍ୱାରା ବିଭିନ୍ନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ସାମାଜିକ ସମୀକ୍ଷା ମାଧ୍ୟମରେ ଲୋକାଭିମୁଖୀ କରାଇବା ବ୍ୟବସ୍ଥା ରହିଛି। ହେଲେ ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ…
ହସ୍ପିଟାଲ, ଆର୍ଟିଓରେ ଚଢ଼ାଉ: ପଞ୍ଚମ ଦିନରେ ୨୬ ଦଲାଲ ଗିରଫ
କଟକ ଅଫିସ/ ଭୁବନେଶ୍ୱର,୧।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ପୋଲିସ ଦଲାଲ ଧରପଗଡ଼ ଅଭିଯାନକୁ ଜୋର୍ଦାର କରିଛି। ସ୍ପେଶାଲ ଡ୍ରାଇଭ୍ର ୫ମ ଦିନ ସୋମବାରରେ ରାଜ୍ୟର ବିଭିନ୍ନ ହସ୍ପିଟାଲରୁ ୮ ଓ ଆର୍ଟିଓରୁ ୧୮ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଭୁବନେଶ୍ୱର ଆର୍ଟିଓରୁ…
ଶୌଚ ପାଇଁ ଯାଇ ହାତୀ ଆକ୍ରମଣର ଶିକାର, ବୃଦ୍ଧ ମୃତ
ବେତନଟୀ, ୧।୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଜାମୁଗଧା ଗ୍ରାମର ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗଜେନ୍ଦ୍ର ମହାନ୍ତ(୭୦)। ପ୍ରକାଶ ଯେ, ଗଜେନ୍ଦ୍ର ଜଣେ ପଡ଼ୋଶୀଙ୍କ ସହ ଶୌଚ ପାଇଁ ଗାଁ ନିକଟ…
ତେଜିଲା ଅନୁଭବ, ମଞ୍ଜିତ ତିକ୍ତତା
ଭୁବନେଶ୍ୱର,୧।୧୦(ବ୍ୟୁରୋ): ପୁଣି ଚର୍ଚ୍ଚାରେ ଅଭିନେତା ତଥା କେନ୍ଦ୍ରାପଡା ଏମ୍ପି ଅନୁଭବ ମହାନ୍ତି। ପଡୋଶୀ ତଥା ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସ ଓ ଅନୁଭବଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ଏବେ ପଦାକୁ ଆସିଛି। ସୋମବାର ଏହା ଆହୁରି ତେଜିଥିବାବେଳେ ମଝିରେ…
ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି
କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ ସେତିକି ତତ୍ପରତା ଦେଖିବାକୁ ମିଳିଛି। ପୂଜାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତେ ଲାଗିପଡିଛନ୍ତି।…
ଆତଙ୍କବାଦ ଆକ୍ରମଣ ମାମଲାର ତଦନ୍ତକୁ ନେଇ ହେବ କର୍ମଶାଳା: ୩ରେ ଓଡ଼ିଶା ଆସିବେ ଏନ୍ଆଇଏ ଡିଜି
ଭୁବନେଶ୍ୱର,୧।୧୦(ବ୍ୟୁରୋ): ଆତଙ୍କବାଦ ମାମଲାର ତଦନ୍ତ କିଭଳି କରାଯିବ ତାହାକୁ ନେଇ ପାଠ ପଢିବେ ଓଡ଼ିଶା ପୋଲିସ। ପୋଲିସ ଭବନରେ ଅନୁଷ୍ଠିତ ହେବ ଦିନିକିଆ କର୍ମଶାଳା। ଏନେଇ ଆସନ୍ତା ୩ ତାରିଖରେ ଓଡିଶା ଆସିବେ ନ୍ୟାଶନାଲ ଇନ୍ଭେଷ୍ଟିକେଶନ ଏଜେନ୍ସି (ଏନ୍ଆଇଏ) ଡିଜି ଯୋଗେଶ…
ଚଳନ୍ତା ଟ୍ରେନ୍ରୁ ଅଲଗା ହୋଇଗଲା ବଗି: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ପୁରୀ ଅଫିସ, ୧।୧୦: ପୁରୀ ଜିଲା ଡେଲାଙ୍ଗର ରେଞ୍ଚ ଲେଭଲ କ୍ରସିଂଠାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ଚଳନ୍ତା ଟ୍ରେନ୍ର ଗୋଟିଏ ବଗି ଅନ୍ୟ ବଗିଠାରୁ ଅଲଗା ହୋଇଯାଇଥିଲା। ଫଳରେ ଉକ୍ତ ବଗିରେ ବସିଥିବା ଯାତ୍ରୀମାନେ ଟ୍ରେନ୍ ଭିତରେ…
ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହ ପାଇଁ ଚୂଡ଼ାନ୍ତ…
ରାଜ୍ୟରେ ଦୈନିକ ନିର୍ଯାତନାର ଶିକାର ହେଉଛନ୍ତି ୨୮% ବୟୋଜ୍ୟେଷ୍ଠ
ଭୁବନେଶ୍ୱର, ୧।୧୦(ବ୍ୟୁରୋ): ବୟସ ବଢ଼ିଲେ ଅଲୋଡ଼ା ହୋଇପଡ଼ୁଛନ୍ତି ବୟୋଜ୍ୟେଷ୍ଠ। ନା ପିଲାମାନେ ପଚାରୁଛନ୍ତି, ନା ସମାଜ ସେମାନଙ୍କୁ ଆଦର୍ଶ ନାଗରିକଭାବେ ଗ୍ରହଣ କରୁଛି। ତେଣୁ ପ୍ରତି ୪ଜଣରେ ଜଣେ ବରିଷ୍ଠ ନାଗରିକ ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହେଉଛନ୍ତି। ଜୀବନର…
ବେଆଇନ ନର୍ସିଂ ହୋମ୍ ମାମଲା: ହାଇକୋର୍ଟରେ ହାଜର ହେଲେ ସ୍ବାସ୍ଥ୍ୟ ସଚିବ
କଟକ ଅଫିସ,୧।୧୦: ବେଆଇନ ନର୍ସିଂହୋମ୍କୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ରାଜ୍ୟ ସରକାରଙ୍କ ପ୍ରମୁଖ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା ସୋମବାର ବ୍ୟକ୍ତିଗତ ହାଜର ହୋଇଛନ୍ତି। ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିଶ୍ମେଣ୍ଟ ଆକ୍ଟ ଲାଗୁ ପାଇଁ ପ୍ରତି ଜିଲାର ଜିଲାପାଳଙ୍କୁ ଏହାର…
ରାଉରକେଲା ନିର୍ବାଚନକୁ ନେଇ ମାମଲା: ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍
କଟକ ଅଫିସ, ୧।୧୦: ରାଉରକେଲା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍ ଜାରି କରାଯାଇଛି। ଭାଜପାର ପରାଜିତ ପ୍ରାର୍ଥୀ ନିହାର ରାୟଙ୍କ ପକ୍ଷରୁ ହାଇକୋର୍ଟରେ ରୁଜୁ ହୋଇଥିବା ଏହି ମାମଲାର ଶୁଣାଣି…
୨ରୁ ୪ ଆଭ୍ୟନ୍ତରୀଣ, ୭ରୁ ଉପକୂଳରେ ବର୍ଷା
ଭୁବନେଶ୍ୱର,୧।୧୦(ବ୍ୟୁରୋ) : ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଗୁଜରାଟ ଉପରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨ ତାରିଖରେ ଓଡ଼ିଶା ଆଡକୁ ଆସିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨ରୁ ୪ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା…
Archives


