ଅଧିକ ରାଜସ୍ବ, ତଥାପି ସରୁନି ସରକାରୀ ଅବହେଳା: ପଙ୍ଗୁ ଅବସ୍ଥାରେ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ
ତାଳଚେର,୨୧ା୧୨(ନି.ପ୍ର.) – ତାଳଚେରସ୍ଥିତ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି। ୧୮ ମାସ ହେଲା ଏଠାରେ କୌଣସି ଅଧିକାରୀ ନାହାନ୍ତି କି ଅଫିସ କାର୍ଯ୍ୟ ମଧ୍ୟ ହେଉନାହିଁ। ଅଫିସର ସମସ୍ତ କାଗଜପତ୍ର ବନ୍ଧା ହୋଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ…
ଗୁରୁତର ଭାବେ ହ୍ରାସପାଉଛି ଭୂତଳ ଜଳସ୍ତର: ସଙ୍କଟ ଟାଳିବ ବର୍ଷାଜଳ ସଂରକ୍ଷଣ
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟରେ ଭୂତଳ ଜଳ ସ୍ତର ଗୁରୁତର ଭାବେ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଜଳ ସଙ୍କଟ ସଙ୍ଗିନ ହେବ ବୋଲି ଆକଳନ କରାଯାଇଛି। ଜଳସମ୍ପଦ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୫ଟି ବ୍ଲକରେ ଭୂତଳ ଜଳସ୍ତର…
ଆଜିଠାରୁ ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା: ଯୋଗଦେବେ ୧୮୦ କୁନି ବୈଜ୍ଞାନିକ
ଅନୁଗୋଳ ଅଫିସ, ୨୧।୧୨- ଅନୁଗୋଳ ହାଇସ୍କୁଲରେ ଶନିବାର ଠାରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ୪୬ ତମ ବିଜ୍ଞାନମେଳା। ୩ ଦିନ ଧରି ହେବାକୁ ଥିବା ଏହି ବିଜ୍ଞାନମେଳାରେ ୧୮୦ ଜଣ କୁନି ବୈଜ୍ଞାନିକ ଯୋଗଦେବେ। ସେମାନଙ୍କୁ ଆଣିବାକୁ ବସ୍ ସୁବିଧା ହୋଇଥିବା…
ମୋ ସରକାର କକ୍ଷ ଉଦ୍ଘାଟିତ
ଜି.ଉଦୟଗିରି,୨୧ା୧୨(ଡି.ଏନ.ଏ.)-ଜି.ଉଦୟଗିରି ଏନ୍ଏସି କାର୍ଯ୍ୟାଳୟ ପରିସରରେ ବୁଧବାର ମୋ ସରକାର କକ୍ଷ ଉଦ୍ଘାଟିତ ହୋଇଯାଇଛି। ଏହାକୁ ଜି.ଉଦୟଗିରି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର ଉଦ୍ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବ୍ୟବସାୟିକ ଅନୁମତି ପତ୍ର, ପାନୀୟ ଜଳ…
ଶିକ୍ଷକ ଅଭାବ, ପାଠ ପଢ଼ାଇଲେ ମଙ୍ଗଳ ଅଧିକାରୀ: ୧୫ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପ୍ରତିଶ୍ରୁତି
ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା ସେବାଶ୍ରମରେ ଦେଖିବାକୁ ମିଳିଛି ଏପରି ଘଟଣା। ଅନେକ ଦିନ ଧରି ଶିକ୍ଷକ ଅଭାବ…
୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା : ଗୁହାରି ଶୁଣୁନାହାନ୍ତି ଡିଇଓ, ଧାରଣା ୩ ଦିନରେ
ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ବୁଧବାରଠାରୁ ଧାରଣାରେ ବସିଛନ୍ତି। ଶୁକ୍ରବାର ଧାରଣା ତୃତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…
ଆକର୍ଷଣ ଥାଇ ବି ଅବହେଳିତ
କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର ବିକାଶ ହୋଇ ପାରୁ ନ ଥିବାରୁ ବହିରାଗତ ପର୍ଯ୍ୟଟକ ଆସି ହଇରାଣ ହୋଇ…
ଅଙ୍ଗଦାନ କରିବେ ୭୦ କିନ୍ନର
ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍ଲାଇଟ ପରିସରରେ ଶୁକ୍ରବାର ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଅର୍ଦ୍ଧନାରୀଶ୍ୱର କିନ୍ନର ମହାସଂଘର ୭୦ ଜଣ ସଦସ୍ୟ ଏ…
ବାରିପଦାରେ ଶୀତ ବଢ଼ୁଛି
ବାରିପଦା ଅଫିସ,୨୧ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ ଗତ ୨ ଦିନ ହେବ ଶୀତ ପ୍ରକୋପ ବଢ଼ିଛି। ପାଣି ପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ଏଠାରେ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ଥିବା ବେଳେ ଗୁରୁବାର ଏହା ୧୧ ଡିଗ୍ରୀକୁ ଖସିଥିଲା।…
ଶୂନ୍ୟ ହେଉଛି କୁପାରୀ ପୁଣ୍ୟଭୂମି: ଏବେ ମାଙ୍କଡ଼ା ଖଣି ଉପରେ ଲୋଲୁପ ଦୃଷ୍ଟି
ଖଇରା, ୨୧।୧୨ – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଶୂନ୍ୟ ମଣ୍ଡପ, ନୃସିଂହ ମଠ, ଅମ୍ବିକା ମନ୍ଦିର, ବୌଦ୍ଧ ଓ ଜୈନ କୀର୍ତ୍ତି…
୨୬ରେ ମହିପୁରକୁ ଗଡ଼ିବ ଟ୍ରେନ୍
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଷ୍ଟେଶନକୁ ଆସନ୍ତା ୨୬ ତାରିଖରେ ଟ୍ରେନ୍ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ରୋଡ଼ଠାରୁ ନୟାଗଡ଼ ଟାଉନ ଷ୍ଟେଶନକୁ ଆସୁଥିବା…
ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ…

