Home Left

ଟ୍ରୋଲ ହେଉଛନ୍ତି ରଶ୍ମି

ବମ୍ବେ: ବିଗ୍‌ବସରେ ପ୍ରତିଯୋଗୀ ସିଦ୍ଦାର୍ଥ ଶୁକ୍ଳାଙ୍କ ମା’ଙ୍କ ଉପରେ ଟିପ୍ପଣୀ ଦେଇ ଟ୍ରୋଲ ହେଉଛନ୍ତି ରଶ୍ମି ଦେଶାଇ। କଲର୍ସ ଚ୍ୟାନେଲର ସୋସିଆଲ ପେଜ୍‌ରେ ଶେୟାର କରାଯାଇଥିବା ଏକ ପ୍ରମୋ ଭିଡିଓକୁ ନେଇ ରଶ୍ମିଙ୍କୁ ଟ୍ରୋଲ କରାଯାଉଛି। ଶୁକ୍ରବାର ପ୍ରସାରିତ ହେବାକୁ ଥିବା…

କରିନାଙ୍କ ଶୋ’ରେ କାର୍ତ୍ତିକ କହିଲେ ମନ କଥା

ବମ୍ବେ: ଗୋଟିଏ ପରେ ଗୋଟିଏ ହିଟ୍‌ ଚଳଚ୍ଚିତ୍ର ଦେବା ପରେ ବି-ଟାଉନର ମୋଷ୍ଟ ଓ୍ବାଣ୍ଟେଡ୍‌ ହିରୋ ପାଲଟିଛନ୍ତି ଅଭିନେତା କାର୍ତ୍ତିକ ଆର୍ୟନ। ଅନେକ ନାୟିକାଙ୍କ ସହ ତାଙ୍କ ନାମକୁ ଯୋଡ଼ା ମଧ୍ୟ ଯାଉଛି। ପ୍ରଥମେ ସାରା ଅଲ୍ଲୀ ଖାଁଙ୍କୁ ସେ ଡେଟ୍‌…

ଗଡ଼କୁଜଙ୍ଗରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି

ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର କୋଟି ଟଙ୍କାର ଏହି ପ୍ରକଳ୍ପ ପାଇଁ ଚାଲିଥିବା ଏହି ଜନଶୁଣାଣିରେ କେତେକ ଲୋକ ନିଜର…

ଥରିଲା ଦିଲ୍ଲୀ-ଏନ୍‌ସିଆର୍‌

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ-ଏନ୍‌ସିଆର୍‌ ସମେତ ଉତ୍ତର ଭାରତରେ ଶୁକ୍ରବାର ଅପରାହ୍ନରେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଏହାପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିବା କୁହାଯାଉଛି। ଏଥିରେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା…

ଅଭିଯୋଗ ସତ୍ତ୍ୱେ ପୋଲିସ ନୀରବଦ୍ରଷ୍ଟା: ସ୍ବାମୀଙ୍କ ଅତ୍ୟାଚାରରେ ଅତିଷ୍ଠ ହୋଇ ରାସ୍ତାକୁ ଓହ୍ଲାଇଲେ ସ୍ତ୍ରୀ, ଗୁରୁତର ଆହତ ଅବସ୍ଥାରେ ମାଗିଲେ ନ୍ୟାୟ

ଜଗନ୍ନାଥପ୍ରସାଦ,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନl ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ନଂ ରାଜ୍ୟ ରାଜପଥରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନ୍ୟାୟ ପାଇବା ଲାଗି ଦୁଇ ଗୋଡ଼ ବାମ ହାତ ଭାଙ୍ଗିଯାଇଥିବା ଜଣେ ମହିଳା ୬ ବର୍ଷର…

ହୃଦ୍‌ରୋଗରେ ପୀଡ଼ିତ ଶରିଫ

ଲଣ୍ଡନ,୨୦।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଜଟିଳ ହୃଦରୋରେ ପୀଡ଼ିତ ବୋଲି ଜଣାପଡିଛି। ଏବେ ସେ ଲଣ୍ଡନରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଚିକିତ୍ସକ ଡାକ୍ତର ଅଦନାନ ଖାଁ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ପ୍ରଥମରୁ ଶରିଫଙ୍କର ରକ୍ତରେ…

ଏହି ସବୁ ରୋଗରୁ ମୁକ୍ତିଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ, ଜାଣନ୍ତୁ ସେ ସମ୍ପର୍କରେ……

ରକ୍ତଭଣ୍ଡାର କାର୍ଯ୍ୟନିର୍ବାହୀ କମିଟି ପୁନର୍ଗଠନ ନେଇ ଜାରି ହେଲା ମାର୍ଗଦର୍ଶିକା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଥିବା ରକ୍ତଭଣ୍ଡାରଗୁଡ଼ିକର ସୁପରିଚାଳନା ନିମନ୍ତେ ଏହାର ସମସ୍ତ କାର୍ଯ୍ୟନିର୍ବାହୀ କମିଟିର ପୁନର୍ଗଠନ କରାଯିବ। ଏନେଇ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ଗ୍ରହଣ କରି ସମସ୍ତ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା…

ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଛାତ୍ରଙ୍କ ଜୀବନ ଗଲା, ଚାଳକ ଗିରଫ

ଜଳେଶ୍ୱର,୨୦।୧୨(ଡି.ଏନ୍‌.ଏ) : ବାଲେଶ୍ୱର ଜିଲା ଜଳେଶ୍ବର ନୂଆ ବଜାର ରେଳ ଫାଟକରେ ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ ଛାତ୍ର ଜଣଙ୍କ ଜଳେଶ୍ବର ଟାଉନ ହାଇସ୍କୁଲର ସବ୍ୟସାଚୀ ବେହେରା(୧୬) । ସୂଚନା…

ବିହାରରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ନୀତୀଶ

ପାଟନା,୨୦।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବଡ ବୟାନ ଦେଇଛନ୍ତି। ଶୁକ୍ରବାର ସେ କହିଛନ୍ତି ବିହାରରେ ଏନ୍‌ଆର୍‌ସି ଲାଗୁ ହେବନାହିଁ। ନୀତୀଶ ଏକ ସେମିନାରରେ ଯୋଗ ଦେବାକୁ ଯାଇଥିବା ବେଳେ ସେଠାରୁ ଫେରୁଥିବା ସମୟରେ…

ବୟସ ୪୦ ଟପିଲେ ହୋଇଯାଆନ୍ତୁ ସତର୍କ, ନଚେତ୍‌ ହୋଇପାରେ ଏସବୁ ରୋଗ

ଯଦି ବୟସ ୪୦ ଟପିଗଲାଣି ତେବେ ସତର୍କ ହୋଇଯାଆନ୍ତୁ ବୋଲି ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ ଟିମ୍‌ ଗବେଷଣା କରି କହିଛନ୍ତି। ଉକ୍ତ ଟିମ୍‌ କହିଛି, ଏହି ସମୟରେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଜରୁରୀ। ଏହି ବୟସରେ ରୋଗ…

ଉତ୍ତର ପ୍ରଦେଶରେ ପୋଲିସ ଉପରକୁ ପଥରମାଡ଼ କଲେ ବିକ୍ଷୋଭକାରୀ

ଗୋରଖପୁର,୨୦।୧୨: ନାଗରିକତ୍ୱ ସଂଶୋଧନ ଆଇନ୍‌(ସିଏଏ)କୁ ନେଇ ବିଭିନ୍ନ ସ୍ଥାନରେ ହୋଇଥିବା ବିରୋଧ ପ୍ରଦର୍ଶନ ବେଳକୁ ବେଳ ଉଗ୍ରରୂପ ନେବାରେ ଲାଗିଲାଣି। ଶୁକ୍ରବାର କେତେକ ସ୍ଥାନରେ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଥିବା ଜଣାପଡିଛି। ଉତ୍ତର ପ୍ରଦେଶର ଗୋରଖପୁରରେ ସାଧାରଣ ଜନତା ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?