Home Left

ପରପାରିରେ ‘ଶୋଲେ’ର କାଲିଆ

ମୁମ୍ବାଇ,୩୦।୯: ‘ଶୋଲେ’ ଫିଲ୍ମରେ କାଲିଆ ଭୂମିକାରେ ଅଭିନୟ କରି ଖ୍ୟାତି ହାସଲ କରିଥିବା ଅଭିନେତା ବିଜୁ ଖୋଟେଙ୍କର ସୋମବାର ୭୮ ବର୍ଷରେ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ସେ ରୋଗଗ୍ରସ୍ତ ଥିଲେ। ସେ ୧୯୪୧ ଡିସେମ୍ବର ୧୭ରେ ମୁମ୍ବାଇଠାରେ ଜନ୍ମଗ୍ରହଣ…

ନିଆରା ବ୍ୟକ୍ତିତ୍ୱ ଉଜ୍ଜ୍ୱଳ କୁମାର: ବାଣ୍ଟି ଚାଲିଛନ୍ତି ସମାଜସେବାର ବାର୍ତ୍ତା

କେନ୍ଦୁଝର, ୩୦।୯ – ସେବା କାର୍ଯ୍ୟରୁ ଯେଉଁ ଆନନ୍ଦ ମିଳେ, ତାହା ଅବର୍ଣ୍ଣନୀୟ । ଯୁବପିଢ଼ି ସେବା କାର୍ଯ୍ୟ ଲାଗି ଆଗଭର ହେଲେ ସମାଜରେ ପରିବର୍ତ୍ତନ ଆସିବ ବୋଲି କହନ୍ତି ଡ.ଉଜ୍ଜ୍ୱଳ କୁମାର ସାହୁ। ଦୁଃଖୀ, ଦରିଦ୍ର, ନିଃସହାୟଙ୍କ ସେବାରେ ଶେଷ…

ନର୍ସ ନୀହାରିକା ହତ୍ୟା ଘଟଣା : ହତ୍ୟାକାଣ୍ଡ ଘଟିଥିବା କୋଠରି ସିଲ୍‌

କଟକ ଅଫିସ,୩୦ା୯: ନର୍ସ ନୀହାରିକା ପାତ୍ର ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରେମିକ ରାଜା ଓରଫ କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ଗିରଫ କରିଛି। ହେଲେ ଏହି ହତ୍ୟା ଘଟଣା ଉପରୁ ସମ୍ପୂର୍ଣ୍ଣ ପରଦା ଉଠାଇ ପାରିନାହିଁ। ଅଧିକ ତଦନ୍ତ ପାଇଁ ରବିବାର…

୫୨ କି.ମି. ଦୂରତାରେ ପାଣିକୋଇଲି-ମଙ୍ଗୁଳି ଟୋଲଗେଟ୍‌ : ବେଆଇନ ଭାବେ କୋଟି କୋଟି ଟଙ୍କା ଆଦାୟ

ଯାଜପୁର ଅଫିସ,୩୦ା୯: ସମ୍ପ୍ରତି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପାଳନ କରିବାକୁ ଯାଇ ରାଜ୍ୟ ସରକାର ନୂଆ ପରିବହନ ଆଇନକୁ କଡାକଡ଼ି କରିଛନ୍ତି। ଆରଟିଓରେ ନିୟୋଜିତ ଦଲାଲଙ୍କୁ ଗିରଫ କରାଯାଉଛି। କିନ୍ତୁ ରାଜ୍ୟ ପରିବହନ ବିଭାଗ କମିଶନରଙ୍କ ନିଷ୍ପତ୍ତିକୁ ୩ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ…

ପଣ୍ଡିତ ଯଶରାଜଙ୍କ ନାଁରେ କ୍ଷୁଦ୍ର ଗ୍ରହ

ନୂଆଦିଲ୍ଲୀ,୩୦ା୯ :ମଙ୍ଗଳ ଓ ବୃହସ୍ପତି ମଧ୍ୟରେ ଥିବା ଏକ କ୍ଷୁଦ୍ର ଗ୍ରହକୁ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତକାର ପଣ୍ଡିତ ଯଶରାଜଙ୍କ ନାଁରେ ନାମିତ କରାଯାଇଛି। ଅନ୍ତର୍ଜାତୀୟ ମହାକାଶ ବିଜ୍ଞାନ ସଂଘ (ଆଇଏୟୁ) ଏଭଳି ନାମକରଣ ନିଷ୍ପତ୍ତି ନେଇଛି। ୨୦୦୬ ନଭେମ୍ବର ୧୧ରେ ଏହି…

୨ରୁ ଭାଜପାର ରାଜ୍ୟବ୍ୟାପୀ ପଦଯାତ୍ରା

ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭାଜପା ପକ୍ଷରୁ ଆସନ୍ତା ୨ ତାରିଖରେ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଦେଶବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହେବ। ରାଜ୍ୟରେ ସମସ୍ତ ସଂସଦୀୟ ଓ ବିଧାନସଭା କ୍ଷେତ୍ରରେ ଏହି ପଦଯାତ୍ରା ୧୫ ଦିନ ଧରି ଚାଲିବା ଗାନ୍ଧିଜୀଙ୍କ ବାର୍ତ୍ତାକୁ…

ମହାରାଣୀଙ୍କୁ କ୍ଷମା ମାଗିଲେ ବୋରିସ୍‌

ଲଣ୍ଡନ,୩୦ା୯(ପି.ଟି.): ବ୍ରିଟେନ ପାର୍ଲାମେଣ୍ଟକୁ ୫ ସପ୍ତାହ ପାଇଁ ନିଲମ୍ବନ କରିବା ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେବା ପରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ କ୍ଷମାମାଗିଛନ୍ତି। ସଣ୍ଡେ ଟାଇମ୍ସ ରିପୋର୍ଟ ଅନୁସାରେ ୧୦ ଡାଉନ୍ସିଂ ଷ୍ଟ୍ରିଟ୍‌…

ପୁଣି ହିଂସ୍ର ହେଲା ହଂକଂ

ହଂକଂ,୩୦ା୯(ଏଏଫ୍‌ବି): ଚାଇନାର ୭୦ତମ ପ୍ରତିଷ୍ଠା ଦିବସର ଅବ୍ୟବହିତ ପୂର୍ବରୁ ହଂକଂରେ ପୁଣି ହିଂସା ଦେଖାଦେଇଛି। ସରକାର ବିରୋଧୀ ବିକ୍ଷୋଭକାରୀ ଓ ଦଙ୍ଗା ନିରେଧୀ ପୋଲିସ ମଧ୍ୟରେ ରବିବାର ସଂଘର୍ଷ ଘଟିଛି। ହଜାର ହଜାର ସଂଖ୍ୟାରେ ବିକ୍ଷୋଭକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ ପୋଲିସ…

ମାଲ୍‌ବାହୀ ଟ୍ରେନ୍‌ର ୭ ବଗି ଲାଇନ୍‌ଚ୍ୟୁତ

ତିହିଡି,୩୦।୯(ଡି.ଏନ୍‌.ଏ.) : ଭଦ୍ରକ -ଧାମରା ରେଳପଥରେ ରବିବାର ବିଳମ୍ବିତ ରାତିରେ ଏକ ମାଲ୍‌ବାହୀ ଟ୍ରେନ୍‌ର କୋଇଲା ବୋଝେଇ ୭ ବଗି ଲାଇନ୍‌ଚ୍ୟୁତ ହୋଇଛି। ଧାମରା ବନ୍ଦର କମ୍ପାନୀ (ଆଦାନୀ)କୁ କୋଇଲା ବୋଝେଇ ହୋଇ ଟ୍ରେନ୍‌ଟି ଭଦ୍ରକ ଅଭିମୁଖେ ଯାଉଥିବାବେଳେ ତିହିଡ଼ି ଥାନା…

୧୦୦ ବିଲିୟନ ଡଲାର ନିବେଶ କରିବ ସୌଦି

ନୂଆଦିଲ୍ଲୀ,୩୦ା୯(ପି.ଟି.): ବିଶ୍ୱର ସର୍ବବୃହତ ତୈଳ ରପ୍ତାନିକାରୀ ରାଷ୍ଟ୍ର ସୌଦି ଆରବ ଭାରତର ପେଟ୍ରୋକେମିକାଲ, ଭିତ୍ତିଭୂମି ଓ ଖଣି ସେକ୍ଟରରେ ୧୦୦ ବିଲିୟନ ଡଲାର ପୁଞ୍ଜିନିବେଶ କରିବାକୁ ମନସ୍ଥ କରିଛି। ସୌଦି ପାଇଁ ଭାରତ ପୁଞ୍ଜି ବିନିଯୋଗର ଆକର୍ଷଣୀୟ ସ୍ଥାନ ବୋଲି ସୌଦି…

ଦୁର୍ଗମ ଗାଁର ଦୁଃଖ

ରାଇସୁଆଁ, ୩୦।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ଓ ମହାଦେଇଯୋଡା ପଞ୍ଚାୟତର କେତେକ ଗାଁ ଆଜି ବି ଦୁର୍ଗମ ଇଲାକା ହୋଇ ରହିଛି। ଗୋପୀନାଥପୁର ପଞ୍ଚାୟତର ହର୍ଷପୁର ଗ୍ରାମ ରାସ୍ତା ମରାମତି ବିନା ଶୋଚନୀୟ ହୋଇପଡିଛି। ମହାଦେଇଯୋଡା ପଞ୍ଚାୟତର…

ଭାଜପା ସହ ମେଣ୍ଟ ପରେ ଇସିଙ୍କ ଶୁଭଦୃଷ୍ଟି: ନିର୍ବାଚନ ଲଢ଼ିପାରିବେ ସିକିମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ଉପନିର୍ବାଚନ ପୂର୍ବରୁ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂ ତମାଙ୍ଗ୍‌ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ନିର୍ବାଚନ କମିଶନ (ଇସି) ରବିବାର ତାଙ୍କର ଅଯୋଗ୍ୟତା ଅବଧିକୁ ୫ ବର୍ଷ କମାଇ ଦେଇଛନ୍ତି। ଫଳରେ ସେ ଏବେ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri