ବିଜୁ କନ୍ୟାରତ୍ନ ଯୋଜନା ବାଟବଣା; କମୁଛନ୍ତି ଶିଶୁ କନ୍ୟା
ଅନୁଗୋଳ ଅଫିସ, ୩୦।୯: ଗଞ୍ଜାମ, ନୟାଗଡ ସମେତ ଅନୁଗୋଳରେ ଶିଶୁ କନ୍ୟା ହାର କମିବାରୁ ରାଜ୍ୟ ସରକାର ୨୦୧୬ରେ ଏହି ଜିଲାରେ ଆରମ୍ଭ କରିଥିଲେ ବିଜୁ କନ୍ୟା ରତ୍ନ ଯୋଜନାର ପାଇଲଟ ପ୍ରକଳ୍ପ। ଏଥିପାଇଁ ପ୍ରତି ଜିଲାକୁ ବାର୍ଷିକ ୨୦ ଲକ୍ଷ ଲେଖାଏ…
ବିପିସିଏଲ୍ର ଘରୋଇକରଣ ନେଇ ସରକାରଙ୍କ ଯୋଜନା
ନୂଆଦିଲ୍ଲୀ,୩୦-୯: ଦେଶର ଦ୍ୱିତୀୟ ବୃହତ୍ତ ତୈଳ ବିପଣନ କମ୍ପାନୀ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍)ର ଘରୋଇକରଣ ନେଇ ସରକାର ଯୋଜନା ରଖିଛନ୍ତି। ଏହି ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ବିଦେଶୀ ଏବଂ ଘରୋଇ ଫାର୍ମଗୁଡିକୁ ଏହାର ବିକ୍ରି ନେଇ…
‘କଶ୍ମୀରୀଙ୍କୁ ସମର୍ଥନ ଏକ ଜେହାଦ’
ଇସ୍ଲାମାବାଦ,୩୦ା୯(ପି.ଟି.): କଶ୍ମୀର ପ୍ରସଙ୍ଗରେ ବିଶ୍ୱର ସମର୍ଥନ ନ ମିଳିଲେ ନାହିଁ, ପାକିସ୍ତାନ କିନ୍ତୁ ତା’ର ଅଭିଯାନ ଜାରି ରଖିବ। କଶ୍ମୀରୀଙ୍କ ସହ ଛିଡ଼ା ହେବା ଏକ ଜେହାଦ(ଧର୍ମଯୁଦ୍ଧ) ବୋଲି ଆମେରିକାରୁ ଫେରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ କହିଛନ୍ତି। ସାଧାରଣ…
କଶ୍ମୀରକୁ ଦଖଲ କରିଛି ଭାରତ
ନ୍ୟୁୟର୍କ,୩୦ା୯(ଆଇଏଏନ୍ଏସ୍): ଜାତିସଂଘ ସାଧାରଣ ସଭା (ୟୁଏନ୍ଜିଏ)ରେ କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ବିରୋଧୀ ଅଭିଯାନରେ ଚାଇନା ଓ ତୁର୍କୀ ସହ ମାଲେସିଆ ଯୋଗଦେଇଛି। କଶ୍ମୀରକୁ ଭାରତ ଆକ୍ରମଣ ଓ ଦଖଲ କରିଛି ବୋଲି ମାଲେସିଆ ପ୍ରଧାନମନ୍ତ୍ରୀ ମାହାଥିର ମହମ୍ମଦ ଅଭିଯୋଗ ଆଣିଛନ୍ତି।…
ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ
ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା ୨ଟି ସ୍ପାନ୍ର ଜଏଣ୍ଟ ସ୍ଥାନ ଏବେ ପ୍ରାୟ ୨ ଇଞ୍ଚ ଉପର ତଳ ହୋଇ…
ନିଆରା ବ୍ରହ୍ମଚାରୀ ସାଧକ ବିଶ୍ୱମ୍ବର: ‘ସାଧନା କେବେ ବ୍ୟର୍ଥ ଯାଏ ନାହିଁ’
ଭଣ୍ଡାରିପୋଖରୀ, ୩୦।୯-ଛାତ୍ର ଜୀବନରୁ ବେଦ ବେଦାନ୍ତ, ଗୀତା ଭାଗବତର ବୈଜ୍ଞାନିକ କାରଣ ଖୋଜି ବାହାର କରିବା ଲକ୍ଷ୍ୟ ତାଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା। ପିଲାଦିନରୁ ସନ୍ନ୍ୟାସ ମାର୍ଗରେ ଯିବାକୁ ମନ ଥିଲା। ସେଥିଲାଗି ବ୍ରହ୍ମଚାରୀ ଜୀବନ ଆପଣାଇ ସାଧନା ଜାରି…
ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ
ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର ମୁଖ୍ୟ ଉଦ୍ଧବ ଠାକ୍ରେଙ୍କ ପୁଅ ଆଦିତ୍ୟଙ୍କୁ ମୁମ୍ବାଇର ଓ୍ବର୍ଲି ଆସନରୁ ପ୍ରାର୍ଥୀ କରାଯାଇଛି। ଫଳରେ…
ପାରାଦୀପରେ ମତ୍ସ୍ୟଜୀବୀଙ୍କୁ ନିଆଁ ଚେଙ୍କ
ବାସୁଦେବପୁର, ୩୦।୯ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଖରିଦା ବିନାୟକପୁର ଗ୍ରାମର ଅଗଣୀ ମଳିକ ନାମକ ଜଣେ ମତ୍ସ୍ୟଜୀବୀଙ୍କୁ ପାରାଦୀପରେ ଜଣେ ଲଞ୍ଚ ଡ୍ରାଇଭର ନିଆଁ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ଅଗଣୀ ଗୁରୁତର ହୋଇଛନ୍ତି।…
ତୁଳୁ-ମାର୍କଣ୍ଡି ରାସ୍ତାରେ ପାଣି
ଗୋପାଳପୁର,୩୦ା୯-ଗତ କିଛିଦିନ ଧରି ଗଞ୍ଜାମ ଜିଲାରେ ହୋଇଥିବା ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ରାସ୍ତାଘାଟ, ଚାଷଜମି ଏବେଯାଏ ଜଳମଗ୍ନ ହୋଇ ରହିଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେବି କେତେକ ସ୍ଥାନରେ ବର୍ଷା ଲାଗି ରହିଛି। ରଙ୍ଗେଇଲୁଣ୍ଡା…
ଜାତୀୟ ରାଜପଥରେ ଲାଗିବ ସିସି କ୍ୟାମେରା; ଛତ୍ରପୁର, ହଳଦିଆପଦରରେ କଣ୍ଟ୍ରୋଲ ରୁମ୍
ଛତ୍ରପୁର,୩୦ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥର ବିଭିନ୍ନ ଛକରେ ସିସି କ୍ୟାମେରା ଲାଗିବ। ଏହାର ମନିଟରିଂ ପାଇଁ ଛତ୍ରପୁର ଓ ହଳଦିଆପଦରଠାରେ କଣ୍ଟୋ୍ରଲ ରୁମ୍ ରହିବ। ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଜିଲା ସଡ଼କ ପରିବହନ…
ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ଶେଷ ଆଡକୁ ବିଜେଡି ସଭାପତିଙ୍କ ଗସ୍ତ ସ୍ଥିର କରାଯାଇଛି। ରବିବାର…
ନେହେରୁଙ୍କ ଉପରେ ବର୍ଷିଲେ ଅମିତ୍ ଶାହ: କଶ୍ମୀର ପାଇଁ ଜାତିସଂଘ ଯିବା ବଡ଼ ଭୁଲ୍
ନୂଆଦିଲ୍ଲୀ,୩୦ା୯(ପି.ଟି.): ୧୯୪୮ରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ କଶ୍ମୀର ପ୍ରସଙ୍ଗକୁ ନେଇ ଜାତିସଂଘ ଯିବା ହିମାଳୟ ଭଳି ବଡ଼ ଭୁଲ୍ ଥିଲା ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ସମାଲୋଚନା କରିଛନ୍ତି। କଶ୍ମୀର ଉପତ୍ୟକାରେ ଆଉ କଟକଣା ନାହିଁ। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ…
Archives


