Home Left

ପାକିସ୍ତାନ ମିଡିଆରେ ଭାରତୀୟ କଣ୍ଟେଣ୍ଟ୍‌ ପ୍ରସାରଣ ଉପରେ ଲାଗିଲା କଟକଣା

ଇସଲାମାବାଦ୍‌,୨୯।୯:ପାକିସ୍ତାନ ମିଡିଆରେ ସବୁ ପ୍ରକାର ଭାରତୀୟ କଣ୍ଟେଣ୍ଟ୍‌ ପ୍ରସାରଣ ଉପରେ ରୋକ ଲଗାଯାଇଛି। ପାକିସ୍ତାନ ଇଲେକ୍‌ଟ୍ରୋନିକ୍ସ ମିଡିଆ ନିୟାମକ ଅଧିକରଣ(ପିଇଏମ୍‌ଆର୍‌ଏ) ନୋଟିସ ଜାରି କରି ଏହି ଘୋଷଣା କରିଛି। ସବୁ ଭାରତୀୟ ଟିଭି ଚ୍ୟାନେଲ୍‌ ପ୍ରସାରଣ ଉପରେ କଟକଣା ଲାଗିଛି। ଏଥିରେ…

ହାମିଲ୍‌ଟନ ଜିତିଲେ ରୁଷିଆନ ଗ୍ରାଁ ପ୍ରି

ସୋଚି, ୨୯।୯-ମର୍ସିଡିଜ୍‌ ଡ୍ରାଇଭର ବ୍ରିଟେନର ଲୁଇସ ହାମିଲ୍‌ଟନ ରବିବାର ଅନୁଷ୍ଠିତ ରୁଷିଆନ ଗ୍ରାଁ ପ୍ରି ଫର୍ମୁଲା ଓ୍ବାନ୍‌ ମୋଟର ରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ରୁଷିଆରେ ଏହା ହାମିଲ୍‌ଟନଙ୍କ ୪ର୍ଥ ଏବଂ ଓଭରଅଲ୍‌ ୮୨ତମ ଗ୍ରାଁ ପ୍ରି ବିଜୟ। ୨…

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସରେ ପ୍ରମୋଦ ଚାମ୍ପିୟନ

ଭୁବନେଶ୍ୱର, ୨୯।୯(କ୍ରୀଡ଼ା ପ୍ରତିନିଧି)-ଚାଇନାର ୟୁହାଙ୍ଗ ହାଙ୍ଗ୍‌ଝୋଉଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଚାମ୍ପିୟନ ହୋଇଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଇଂଲଣ୍ଡର ଡାନିଏଲ ବେଥେଲଙ୍କୁ ୧୯-୨୧, ୨୧-୧୩, ୨୧-୧୪…

ସାପ କାମୁଡାରେ ଯୁବକଙ୍କ ପ୍ରାଣଗଲା

ସୋର, ୨୯।୯(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ମାଣିପୁର ପଞ୍ଚାୟତ ରାଧାବଲ୍ଲଭପୁର ଗ୍ରାମର ଅର୍ଜୁନ ସାହୁ (୩୬)ଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ଯୁବକ ଜଣକ ଶନିବାର ଅପରାହ୍ନରେ ଘାସ କାଟିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ଏକ ବିଷଧର ସାପ କାମୁଡ଼ି…

ରାଇଜିନ୍‌ ଟେକ୍‌ ସଫ୍ଟୱେୟାର କମ୍ପାନୀରୁ ୮ ଲକ୍ଷ ଠକେଇ: ନୀଳଗିରିରେ ପହଞ୍ଚିଲେ କମ୍ପାନୀ ଅଧିକାରୀ

ସଜନାଗଡ଼, ୨୯।୯(ଡି.ଏନ.ଏ.)-ନୀଳଗିରି ବ୍ଲକ ଅଞ୍ଚଳର ୫ଜଣ ଯୁବକ ଦିଲ୍ଲୀର ଏକ ସଫ୍ଟୱେୟାର କମ୍ପାନୀରୁ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡପ କରି ପଳାଇ ଆସିଥିବା ଶୁଣିବାକୁ ମିଳିଛି। କମ୍ପାନୀ ପକ୍ଷରୁ ଅଧିକାରୀମାନେ ରବିବାର ନୀଳଗିରି ଆସି ବରହମପୁର ପୋଲିସ ସହାୟତାରେ ମାଟିଆଳି ଗ୍ରାମକୁ…

ଇମ୍ରାନଙ୍କ ଗସ୍ତ ପ୍ରଭାବହୀନ: ଭାରତରେ ୧୦ ହଜାର କୋଟି ଡଲାର ନିବେଶ କରିବ ସୌଦି

ନୂଆଦିଲ୍ଲୀ,୨୯।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବିଚଳିତ ହୋଇପଡିଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବେ ଭାରତ ବିରୋଧରେ ସମର୍ଥନ ଯୋଗାଡ ପାଇଁ ଲାଗିପଡିଛନ୍ତି। ଏହି କ୍ରମରେ ସେ ଗତ ସପ୍ତାହରେ ସୌଦି ଗସ୍ତ କରିଥିଲେ। କିନ୍ତୁ ତାଙ୍କର ଏହି…

ସୁହାନାଙ୍କ ଡେବ୍ୟୁ ଫିଲ୍ମର ଟିଜର୍‌ ରିଲିଜ୍‌

ପ୍ରତୀକ୍ଷାର ଅନ୍ତ ଘଟିଛି। ଆଉ ଜଣେ ଷ୍ଟାର୍‌ କିଡ୍ସ ବଲିଉଡରେ ପାଦ ଥାପିବାକୁ ଯାଉଛନ୍ତି। ବଲିଉଡ୍‌ ବାଦଶାହ ଶାହରୁଖ ଖାନ୍‌ଙ୍କ ଝିଅ ସୁହାନା ଶେଷରେ ବଲିଉଡ୍‌ରେ ଏଣ୍ଟ୍ରି ମାରିଛନ୍ତି। ତାଙ୍କ ଡେବ୍ୟୁ ଫିଲ୍ମ ‘ଦ ଗ୍ରେ ପାର୍ଟ ଅଫ୍‌ ବ୍ଲୁ’ର ଟ୍ରେଲର…

ବିଧାନସଭା ଉପନିର୍ବାଚନ: ୩୨ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ନୂଆଦିଲ୍ଲୀ, ୨୯।୯:୧୭ ରାଜ୍ୟର ୬୪ଟି ବିଧାନସଭା ଆସନ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଜଳରେ ହେବାକୁ ଥିବା ବିଧାନସଭା ଉପର୍ନିବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାଜପା। ପ୍ରଥମ ପର୍ଯ୍ୟାୟରେ ମୋଟ ୩୨ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇଛି।…

ବନ୍ୟା ପାଣିରେ ଫଶିଗଲେ ରିକ୍ସା ଚାଳକ, ଭୋ ଭୋ ହୋଇ କାନ୍ଦି ଜୀବନ ବଦଳରେ ବଞ୍ଚାଉଛନ୍ତି ରିକ୍ସା

ପାଟନା, ୨୯।୯: ବିହାରରେ ଗତ ଦୁଇଦିନ ହେବ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଘରେ ବନ୍ୟା ପାଣି ପଶିଯିବାରୁ ଲୋକଙ୍କ ଆସବାବପତ୍ର ସବୁ ଭାସି…

ଏବେ ଦୃଷ୍ଟିହୀନ ବି ଦେଖିପାରିବେ ଦୁନିଆ….

ଏବେ ଅନ୍ଧତ୍ୱରୁ ସହଜରେ ମୁକ୍ତି ମିଳି ପାରିବ। ଦୀର୍ଘ ଦିନ ଗବେଷଣା କରିବା ପରେ ଭର୍ଜିନିଆ ବିଶ୍ୱବିଦ୍ୟାଳୟର ମେଡିସିନ୍‌ ସ୍କୁଲର ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପୃଥିବୀରେ ବାର୍ଷିକ ୨୦୦ ନିୟୁତ ଲୋକ ଦୃଷ୍ଟିହୀନତାର ଶିକାର ହୋଇଥାନ୍ତି। ତେବେ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଡି. ରାଜା

କଟକ ଅଫିସ୍‌,୨୯।୯: ସିପିଆଇ ସାଧାରଣ ସଂପାଦକ ଡି. ରାଜା ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀ ଯାହା କହୁଥିଲେ ପରେ ତାହା ବିପରୀତ କରୁଛନ୍ତି। କେନ୍ଦ୍ର ସରକାରଙ୍କ କଥାରେ ଓଡ଼ିଶା ସରକାର ସହମତି ପ୍ରକାଶ କରୁଛନ୍ତି। ବିଜେଡିର…

ଆରମ୍ଭ ହେଲା ନବରାତ୍ରି: ଜାଣନ୍ତୁ ଏହି ଦିନଗୁଡ଼ିକରେ କ’ଣ ଖାଇବା ଉଚିତ; କେଉଁଟି ନୁହେଁ

ରବିବାରଠାରୁ ଆରମ୍ଭ ହୋଇଛି ନବରାତ୍ରି। ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଏହି ନବ ଦିନାତ୍ମକ ଯାତ୍ରା ଅବସରରେ ଭକ୍ତମାନେ ଉପବାସ କରିଥା’ନ୍ତି। ତେବେ ବ୍ରତ ରଖୁଥିବା ସମୟରେ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦିଅନ୍ତୁ। କାରଣ ଏଥିରେ ଅନେକ ବାରଣ ରହିଥାଏ। ଜାଣନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri