କାଠ ଫାଳିଆରେ ପିଟି ବାପାଙ୍କୁ ହତ୍ୟା
ବାରିପଦା,୧୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ସାରସକଣା ବ୍ଲକ ଯୋକା ଗ୍ରାମରେ ଜଣେ ଯୁବକ ବାପାଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ ଯୁବକ ହେଲେ ଚନ୍ଦନ…
ଓଲଟିଲା ହିଟାଚି ବୋଝେଇ ଗାଡ଼ି
ବ୍ରାହ୍ମଣୀଗାଁ,୧୪ା୬ (ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କଡମ୍ବା ଛକ ନିକଟ ବାଡୁନୁ ଘାଟି ବୁଲାଣିରେ ଭାରସାମ୍ୟ ହରାଇ ହିଟାଚି ବୋଝେଇ ଗାଡ଼ି ଓଲଟି ପଡ଼ିଛି। ଦୁର୍ଘଟଣାରୁ ଗାଡ଼ି ଚାଳକ ଓ ୩ ଯାତ୍ରୀ ଅଳ୍ପକେ…
ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ
ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର ମାତ୍ର କିଛି ସମୟ ମଧ୍ୟରେ ସୁଲୁମାହା ଗ୍ରାମ ନିକଟ ଜଙ୍ଗଲରେ କେହି ଅଜଣା ଦୁର୍ବୁତ୍ତ…
ସରକାରଙ୍କ ଯୋଜନା ବଖାଣୁଛି ବିକାଶ ରଥ
ରିଷିଡ଼ା,୧୪।୬(ସୁଶାନ୍ତ ମଲ୍ଲିକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥ ଶନିବାର ରିଷିଡ଼ାରେ ପହଞ୍ଚି ଥିଲା। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରଥକୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଏଲ୍ଇଡି ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ…
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ଟଲିପଡ଼ିଲେ ୪ ମାଓବାଦୀ
ଭୋପାଳ,୧୪।୬: ମଧ୍ୟପ୍ରଦେଶ ବାଲାଘାଟ ପଚମା ଦାଦର ଜଙ୍ଗଲରେ ଶନିବାର ଏକ ବଡ଼ ଧରଣର ଏନ୍କାଉଣ୍ଟର ହୋଇଛି। କୋମ୍ବିଂ ଅପରେଶନ ବେଳେ ମୁହାଁମୁହିଁ ହୋଇଛନ୍ତି ଯବାନ ଏବଂ ମାଓବାଦୀ। ଯବାନଙ୍କ ଏନକାଉଣ୍ଟରରେ ୪ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରୁ ହ୍ୟାଣ୍ଡ ଗ୍ରେନେଡ,…
ଏୟାର ଇଣ୍ଡିଆ ଦୁର୍ଘଟଣା ପଛରେ ଅଛି ତୁର୍କି କନେକ୍ସନ! ବାବା ରାମଦେବ କଲେ ବଡ଼ ଦାବି,Video
ନୂଆଦିଲ୍ଲୀ,୧୪।୬: ଯୋଗଗୁରୁ ବାବା ରାମଦେବ ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ବୟାନ ଦେଇଛନ୍ତି। ଏହା ଏକ ସମ୍ଭାବ୍ୟ ବିଦେଶୀ ଷଡ଼ଯନ୍ତ୍ର ବୋଲି ସେ ଅଭିଯୋଗ କରିଛନ୍ତି। ଏପରିକି ସେ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ବିଦେଶୀ ସମ୍ପୃକ୍ତି ଉପରେ ମଧ୍ୟ…
ବରଗଡ଼ ଜିଲାରେ ବ୍ୟାପିଲା ଝାଡ଼ାବାନ୍ତି: ୧୭ ଗୁରୁତରଙ୍କୁ ହସ୍ପିଟାଲ ସ୍ଥାନାନ୍ତର
ପାଇକମାଳ,୧୪।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ କୁଆପାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ପ୍ରାୟ ୭୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଝାଡାବାନ୍ତି ଅଣାୟତ୍ତ ହେବାରୁ ୧୭ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଯୋଗ୍ୟ, ଶୁକ୍ରବାର ଅପରାହ୍ନରେ…
ଅଙ୍ଗନଓ୍ବାଡି କେନ୍ଦ୍ର ଯିବାକୁ ରାସ୍ତା ନିର୍ମାଣ ଦାବି ତେଜିଲା
କେସିଙ୍ଗା,୧୪।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅନ୍ତର୍ଗତ ଜୋଲକୋ ଗ୍ରାମ ସ୍ଥିତ ଆମ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପକ୍କା ରାସ୍ତା ନ ଥିବାରୁ କୋମଳ ମତି ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାମାନେ କେନ୍ଦ୍ରକୁ ଯିବାକୁ ଅସୁବିଧାର…
ଏହି ଦିନ ଆସିବ PM Kisan ୨୦ତମ କିସ୍ତିର ୨୦୦୦ ଟଙ୍କା! ଜାଣନ୍ତୁ ଜରୁରୀ ସୂଚନା
ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୦ତମ କିସ୍ତି ଜୁନ ମାସରେ ଅର୍ଥାତ ଚଳିତ ମାସରେ ଜାରି ହୋଇପାରେ। ଏହାଦ୍ୱାରା କୋଟି କୋଟି ଚାଷୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିବ। ଯଦି ଆପଣ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ, ତେବେ…
WTC Final: ୩୩ ବର୍ଷ ଅପେକ୍ଷାର ଅନ୍ତ: ଅଷ୍ଟ୍ରେଲିଆକୁ ହରାଇ ବିଶ୍ୱ ଚାମ୍ପିଅନ ହେଲା ଦକ୍ଷିଣ ଆଫ୍ରିକା
ଲର୍ଡସ,୧୪।୬: ଟେମ୍ବା ବାଭୁମାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ଟିମ୍ ଇତିହାସ ରଚିିଛି। ଲର୍ଡସରେ ଶନିବାର ଖେଳାଯାଇଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ୨୦୨୫ର ଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନ ଅଷ୍ଟ୍ରେଲିଆକୁ ୫ ଉଇକେଟରେ ପରାସ୍ତ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ବିଶ୍ୱକପ ପାଇଁ ୩୩…
ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍ ହେଲା…
ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ…
ଯାଜପୁରରେ ଭୋଜି ଉପରେ ଲାଗିଲା କଟକଣା: ରଜରେ ଭୋଜି ମନା…
ଯାଜପୁର,୧୪।୬: ଯାଜପୁରରେ କଲେରା ବ୍ୟାପୀଥିବାରୁ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ କରିବାକୁ ପରାମର୍ଶ ଦିଆଯାଇଛି। ଗରମ ଖାଦ୍ୟ, ଫୁଟା ଏବଂ ଫିଲଟର୍ କରାଯାଇଥିବା ପାଣି ପିଇବାକୁ ନିର୍ଦ୍ଦେଶ ଦେବା ସହ ଯାଜପୁରରେ କଲେରା…
Archives


