Home Left

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପୁନେର ବାଲାଜୀ କର୍ପୋରେଶନ ନାମକ କମ୍ପାନୀ କନ୍ଧଚନ୍ଦନପେଡ଼ି ଗ୍ରାମରେ ଜମି କ୍ରୟ କରି ଆମୋନିୟମ୍‌…

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ। ସୂଚନା ପ୍ରକାରେ, ଆର.ଉଦୟଗିରି ଥାନା ମକାପଦା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି ।…

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର ଦଶରଥ ହଂସ(୪୫)। ସେଠାରୁ ତାଙ୍କ ମୃତଦେହ ଘରକୁ ଆସୁଥିବା ପରିବାର ସଦସ୍ୟ ସୂଚନା ଦେଇଛନ୍ତି।…

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସହରର ସମସ୍ତ ସ୍କୁଲ ଓ କଲେଜରୁ ଶତାଧିକ…

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କଙ୍କ ପରିଚୟ ମିଳି ପାରିନାହିଁ। ତେବେ ପାରିପାଶର୍‌ବିକ ସ୍ଥିତିରୁ…

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ କୋର୍ଟ ଉଠାଇଥିବା ଜଣାପଡିଛି। ଜାନୁଆରୀ ୧୦ ତାରିଖରେ ପୀୟୂଷଙ୍କୁ ଭୁବନେଶ୍ବର କୋର୍ଟ ଅର୍ଡର…

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌ ଶୁଭ ହେବାକୁ ଯାଉଛି । ଆଉ ମାତ୍ର ୫ ଘଣ୍ଟା ପରେ ୪ ରାଶିରେ…

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ ତାଙ୍କର ସ୍ମୃତି ଚାରଣ ହୋଇଛି। ପ୍ରକାଶ ଯେ, ସ୍ବର୍ଗତ ମାଳତୀ ଉକ୍ତ ପଞ୍ଚାୟତର ପ୍ରଥମ ମହିଳା…

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ କୋର୍ଟଙ୍କ ମନ୍ତବ୍ୟକୁ ନେଇ ମେନକା ଦେଇଥିବା ପ୍ରତିକ୍ରିୟା ଏବଂ ତାଙ୍କର “ବଡି ଲାଙ୍ଗୁଏଜ୍‌”କୁ ନେଇ…

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି ପରେ ସରକାର ଏବଂ RBI ମିଳିତ ଭାବରେ ବିମୁଦ୍ରାକରଣ 2.0 ପାଇଁ ପ୍ରସ୍ତୁତି କରୁଛନ୍ତି…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା ବେଳେ ନିଆଁ ଲାଗି ପ୍ରଥମେ ପାଳ ଗଦା ଏବଂ ରୋଷେଇ ଘର ପୋଡି…

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ ଘଟଣାସ୍ଥଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା ଏବଂ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?