Home Left

ଓଟିଡିସି କରିବ ଡେଷ୍ଟିନେଶନ ଓ୍ବେଡିଂ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଗୋଆ, ମସୌରୀ, ଉଦୟପୁର ଭଳି ଓଡ଼ିଶାରେ ବି ହେବ ଡେଷ୍ଟିନେଶନ ଓ୍ବେଡିଂ। ମେହେନ୍ଦି, ସଙ୍ଗୀତ ସେରିମନିରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ ସବୁକିଛି ମହାଆଡ଼ମ୍ବରରେ ହେବ। ଏପରି କି ଚାହିଁଲେ ଓଲିଉଡ୍‌ ଓ ବଲିଉଡ୍‌ କଳାକାରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ।…

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ଦିଲ୍ଲୀ ସମେତ ଦେଶର ବିଭିନ୍ନ ପ୍ରାନ୍ତରରେ ହିଂସା ଲାଗି ରହିଥିବାବେଳେ ଓଡ଼ିଶାରେ…

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀର…

ଆଉ ଦୁଇଦିନ ହେବ ଥଣ୍ଡା:ଦାରିଙ୍ଗବାଡ଼ିରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଡିସେମ୍ବର ଶେଷ ହେବାକୁ ବସିଲାଣି। ଶୀତର ନାଁଗନ୍ଧ ନ ଥିଲା। ଗୁରୁବାର ହଠାତ୍‌ ପାରଦ ୨ରୁ ୩ ଡିଗ୍ରୀ ତଳକୁ ଖସିଯିବାରୁ ରାଜ୍ୟରେ ଶୀତ ବଢିଯାଇଛି। ଦାରିଙ୍ଗବାଡ଼ିରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଯାଇଛି। ଆସନ୍ତା ୨୩ ତାରିଖ…

ଏପ୍ରିଲରୁ ସବୁ ଯୋଜନା ପାଇଁ ଡିବିଟି

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଏଣିକି ସବୁ ଯୋଜନାରେ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦେବେ। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ଏହି ପେମେଣ୍ଟ ଦିଆଯିବ। ଇଣ୍ଟିଗ୍ରେଟେଡ ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଏଫ୍‌ଏମ୍‌ଏସ୍‌) ଏବଂ ଇ-କୁବେର ଜରିଆରେ…

ସମ୍ବିଧାନ ମୁଖବନ୍ଧରେ ‘ଅହିଂସା’କୁ ସ୍ଥାନ ଦିଆଯାଉ: ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଭାରତୀୟ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ରଖିବା ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଥରେ ଦୋହରାଇଛନ୍ତି। ସେ କହିଛନ୍ତି ଯେ ଅହିଂସା ବିଶ୍ୱକୁ ଭାରତର ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଅହିଂସା ହିଁ ଆମ ସ୍ବାଧୀନତା ସଂଗ୍ରାମକୁ ବିଶ୍ୱର…

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଛି। ପୋଲିସର ଲାଠି ଓ ଗୁଳିମାଡ଼ରେ ୩…

ରାଜ୍ୟର ୧୩ ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ଅନୁମତି

କଟକ ଅଫିସ,୧୯ା୧୨- ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ୧୩ଟି ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ନିମନ୍ତେ ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ(ଡିଏମ୍‌ଇଟି)ଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ଅର୍ଗାନ ହାର୍ଭେଷ୍ଟିଂ ସେଣ୍ଟର ଭାବେ ମାନ୍ୟତା ଦିଆଯାଇଛି। ଏହି…

ପୁରୀ ଗଣବଳାତ୍କାର ଘଟଣା: ହାଇକୋର୍ଟରେ ମିସ୍‌ କେସ୍‌ ଦାଏର

କଟକ ଅଫିସ,୧୯ା୧୨- ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣାରେ ଗୁରୁବାର ହାଇକୋର୍ଟରେ ଏକ ମିସ୍‌ କେସ୍‌ ଦାଏର କରାଯାଇଛି। ଉକ୍ତ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ରାଜେଶ କୁମାର ସେଠୀଙ୍କ ପକ୍ଷରୁ ଏହି କେସ୍‌ ଦାଏର କରାଯାଇଛି। ପିଟିଶନରେ ଆବେଦନକାରୀ ଦର୍ଶାଇଛନ୍ତି,…

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର ବେହାରି ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୭ହଜାର ଟଙ୍କା ଜରିମାନା ଆଦେଶ…

ସାପ ଧରି ଯୁବକଙ୍କ ଉନ୍ମତ୍ତ କାଣ୍ଡ

ଔପଦା,୧୯।୧୨(ଡି.ଏନ.ଏ.)-ଔପଦା ବ୍ଲକ ସଦର ବଜାରରେ ଥିବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ମଧ୍ୟକୁ ଜଣେ ଯୁବକ ହାତରେ ସାପ ଧରି ପଶି ଉନ୍ମତ୍ତ କାଣ୍ଡ ଭିଆଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବିଷୟ ହୋଇଛି। ଉକ୍ତ ଯୁବକ ହେଲେ ପୃଥ୍ବୀରାଜ କର (୨୬)। ଗୁରୁବାର…

ବେଆଇନ ଇଟାଭାଟି ଉଚ୍ଛେଦକୁ ବିରୋଧ: ବିଫଳ ହୋଇ ଫେରିଲେ ଅଧିକାରୀ

ବାଲେଶ୍ୱର ଅଫିସ,୧୯।୧୨-ବାଲେଶ୍ୱର ଜିଲା ସଦର ତହସିଲ ଅନ୍ତର୍ଭୁକ୍ତ ଫୁଲାଡ଼ି ଅଞ୍ଚଳରେ ଥିବା ୪ଟି ବେଆଇନ ଇଟାଭାଟି ଉଚ୍ଛେଦ ଲାଗି ପ୍ରଶାସନ ପ୍ରସ୍ତୁତ ହୋଇ ଗୁରୁବାର ପୂର୍ବାହ୍ନରେ ପହଞ୍ଚତ୍ଥିଲା। ଗ୍ରାମବାସୀ ଏକାଠି ହୋଇ ତହସିଲଦାର ପଞ୍ଚାନନ ପାତ୍ରଙ୍କ ଗାଡ଼ିକୁ ଘେରିଯିବା ସହ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?