ବିଦ୍ୟାଳୟ ପରିସରରେ ପାଣି: ଗେଟରେ ତାଲା ପକାଇଲେ ଅଭିଭାବକ
ସୋର, ୨୮ା୯(ଡି.ଏନ୍.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ବର୍ଷା ଜଳରେ ଉବୁଟୁବୁ ହେଉଛି। ନର୍ଦ୍ଦମା ପାଣି ଶ୍ରେଣୀଗୃହକୁ ପଶିବା ସହ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟ ଗେଟ୍ ସାମ୍ନାରେ ଏକ…
ଏମ୍ଏସ୍ଏମ୍ଇଙ୍କୁ ମିଳିଗଲା ୪୦ହଜାର କୋଟି ବକେୟା
ନୂଆଦିଲ୍ଲୀ,୨୮-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ସମସ୍ତ ମନ୍ତ୍ରଣାଳୟ ଠାରୁ ଆସନ୍ତା ୪ ତ୍ରୈମାସ ବା ଏକ ବର୍ଷର ପୁଞ୍ଜିଗତ ବ୍ୟୟର ବିସ୍ତୃତ ଯୋଜନା ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଖର୍ଚ୍ଚ ବୃଦ୍ଧିକୁ ପ୍ରୋତ୍ସାହିତ କରିହେବ ବୋଲି କୁହାଯାଉଛି। କେତେକ…
ଅକ୍ଟୋବରରେ ୮ ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ,୨୮-୯: ଆସନ୍ତା ମାସରେ ବ୍ୟାଙ୍କରେ ଜରୁରୀ କାମ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ପୂର୍ବରୁ ସାମାନ୍ୟ ଭାବିବା ଉଚିତ୍ ହେବ। କାରଣ ଅକ୍ଟୋବରରେ ଦଶହରା, ଦୀପାବଳୀ ଭଳି ବଡ଼ ପର୍ବ ସହ ଅନ୍ୟାନ୍ୟ କାରଣରୁ ୮ ଦିନ ବ୍ୟାଙ୍କ ବନ୍ଦ…
ଗ୍ରାହକଙ୍କ ବିଶ୍ୱାସ ଭରଷାର ଅନ୍ୟନାମ;ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ
ଯେକୌଣସି ବାଣିଜ୍ୟ ଲାଗି ଗ୍ରାହକଙ୍କ ରେସ୍ପନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଗ୍ରାହକ ଆଦୃତି ଲାଭ ଦ୍ୱାରା ବ୍ରାଣ୍ଡ ଆଗକୁ ଅଗ୍ରସର ହେବାରେ କୌଣସି ଅସୁବିଧା ହୁଏ ନାହିଁ। ସେହିଭଳି ସ୍ବତନ୍ତ୍ର ସେବା ଯୋଗାଣ ଦ୍ୱାରା ଗ୍ରାହକଙ୍କ ନିକଟତର ହେବା ନେଇ ସହଜ…
ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା ସହ ସଙ୍କଳ୍ପବଦ୍ଧ ହୋଇ କାମ କରିବାକୁ ରାଜ୍ୟ ଜଳ ସମ୍ପଦ, ସୂଚନା ଓ…
ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୨୮।୯ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ ବିଭାଗୀୟ…
ଜିଲା ମୁଖ୍ୟ ଚିକିତ୍ସାଳୟ, ଆରଟିଓରେ ଚଢ଼ାଉ:୭ ଜଣଙ୍କୁ ଗିରଫ କଲା ପୋଲିିସ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆରଟିଓ କାର୍ଯ୍ୟାଳୟରେ ଦଲାଲି ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୪ ଜଣଙ୍କୁ ଗିରଫ କରାଯାଇ ନଂ. ୭୬୨/୧୯ରେ କୋର୍ଟଚାଲାଣ କରାଯାଇଛି।…
କ୍ଲୁଜନର ଆଫଗାନିସ୍ତାନ ମୁଖ୍ୟ କୋଚ୍
କାବୁଲ, ୨୮।୯ (ପି.ଟି.)- ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କୁ ଶୁକ୍ରବାର ଆଫଗାନିସ୍ତାନ କ୍ରିକେଟ୍ ଦଳର ମୁଖ୍ୟ କୋଚ୍ ଭାବେ ନିଯୁକ୍ତ କରାଯାଇଛି। ଆଫଗାନିସ୍ତାନ ଦଳର ମୁଖ୍ୟ କୋଚ୍ ରହିଥିବା ଓ୍ବେଷ୍ଟଇଣ୍ଡିଜର ଫିଲ୍ ସିମନ୍ସଙ୍କ କାର୍ଯ୍ୟକାଳ ଗତ ଆଇସିସି ବିଶ୍ୱକପ୍…
୧୮ ବର୍ଷରୁ କମ୍ ସାଫ୍ ଚାମ୍ପିୟନଶିପ୍ :ମାଳଦ୍ୱୀପକୁ ହରାଇ ଫାଇନାଲରେ ଭାରତ
କାଠମାଣ୍ଡୁ, ୨୮।୯ (ପି.ଟି.)- ଏଠାରେ ଚାଲିଥିବା ସାଉଥ୍ ଏସିଆନ୍ ଫୁଟ୍ବଲ ଫେଡେରେଶନ (ସାଫ୍) ୧୮ ବର୍ଷରୁ କମ୍ ଫୁଟ୍ବଲ ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍ରେ ଭାରତ ୪-୦ ଗୋଲରେ ମାଳଦ୍ୱୀପକୁ ହରାଇ ଦେଇଛି। ଭାରତ…
ଏସିଆନ ଏଜ୍ଗ୍ରୁପ ସୁଇମିଂ ଚାମ୍ପିୟନଶିପ୍: ୧୫ ସ୍ବର୍ଣ୍ଣ ସହ ଭାରତକୁ ୫୨ ପଦକ
ବେଙ୍ଗାଲୁରୁ, ୨୮।୯- ଏଠାରେ ଶୁକ୍ରବାର ଶେଷ ହୋଇଥିବା ୧୦ମ ଏସିଆନ ଏଜ୍ଗ୍ରୁପ ସୁଇମିଂ ଚାମ୍ପିୟନଶିପ୍ରେ ଭାରତ ମୋଟ ୫୨ ପଦକ ସହ ପଦକ ତାଲିକାର ୪ର୍ଥ ସ୍ଥାନ ଅଧିକାର କରିଛି। ଏହା ମଧ୍ୟରେ ୧୫ ସ୍ବର୍ଣ୍ଣ, ୧୯ ରୌପ୍ୟ ଓ ୧୮ବ୍ରୋଞ୍ଜ…
ବିଶ୍ୱ ଚାମ୍ପିୟନଶିପ୍ ଉଦ୍ଘାଟିତ
କାତାର,୨୮।୯(ପି.ଟି.)- ସ୍ଥାନୀୟ ଖଲିଫା ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାରଠାରୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ର ୧୭ତମ ସଂସ୍କରଣ ଆରମ୍ଭ ହୋଇଛି। ୧୦ଦିନ ଧରି ଚାଲିବାକୁ ଥିବା ଏହି ମେଗା ଇଭେଣ୍ଟ ଆସନ୍ତା ୬ ତାରିଖରେ ଶେଷ ହେବ। ୨୦୮ଟି ଦେଶର ମୋଟ ୧,୯୭୨ଜଣ ଆଥଲେଟ୍…
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ : ନିରାଶ କଲେ ଲଙ୍ଗ ଜମ୍ପର ଶ୍ରୀଶଙ୍କର
ଦୋହା,୨୮।୯(ପି.ଟି.)- କାତାର ରାଜଧାନୀ ଦୋହାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ବିଶ୍ୱ ଆଥଲେଟିକ ଚାମ୍ପୟିନଶିପ୍। ପ୍ରଥମ ଦିବସରେ ଭାରତ ପାଇଁ ଅଭିଯାନ ଆରମ୍ଭ କରିଥିବା ଲଙ୍ଗ୍ ଜମ୍ପର ମୁରଲୀ ଶ୍ରୀଶଙ୍କର ନିରାଶ କରିଛନ୍ତି। ସେ ପୁରୁଷ ଲଙ୍ଗ ଜମ୍ପର ଫାଇନାଲରେ ପ୍ରବେଶ କରିବାରେ…
Archives


