Home Left

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ ବାଲେଶ୍ୱର କଚେରୀ ନିକଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ କାର୍ଯ୍ୟ କରନ୍ତି। ସେ ବଡ଼କିଆ…

ପାକିସ୍ତାନକୁ ଦୋହଲାଇ ଦେଇଥିଲେ ଏହି ଭାରତୀୟ କ୍ରିକେଟର୍‌

ଆଜି ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ଲକ୍ଷ୍ମୀପତି ବାଲାଜୀଙ୍କ ୩୮ତମ ଜନ୍ମଦିନ। ୧୯୮୧ ସେପ୍ଟେମ୍ବର ୨୭ରେ ସେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ସେ ବେଶୀ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ନ ଥିଲେ କିନ୍ତୁ ୨୦୦୪ରେ ପାକିସ୍ତାନରେ ଗସ୍ତରେ ସେ ଏଭଳି…

‘ସୀମାନ୍ତରେ ଥିବା ବିଦ୍ୟାଳୟକୁ ବନ୍ଦ କରା ନ ଯାଉ’

ଭୋଗରାଇ, ୨୭।୯(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ଓ ରାଜ୍ୟ ବାହାରେ ଓଡ଼ିଆ ଭାଷା ସାହିତ୍ୟକୁ ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ଗାଇଡ଼ଲାଇନ୍‌ ଅନୁଯାୟୀ ସୀମାନ୍ତରେ ଥିବା କେତେକ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିଦେବାକୁ ଚିନ୍ତା…

୧୫ ଅଫିସରଙ୍କୁ ଜବରଦସ୍ତି ଅବସର ଦେଲା ସିବିଡିଟି

ନୂଆଦିଲ୍ଲୀ,୨୭।୯: ଭ୍ରଷ୍ଟ ଓ ଦୁର୍ନୀତି ଅଭିଯୋଗରେ କର୍ମଚାରୀଙ୍କ ଉପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯାଇଛି। କେନ୍ଦ୍ରୀୟ ପ୍ରତ୍ୟେକ୍ଷ କର ବୋର୍ଡ(ସିବିଡିଟି) ନିଜର ୧୫ ଜଣ ଅଧିକାରୀଙ୍କୁ ଜବରଦସ୍ତି ଅବସର ଦେଇଥିବା ଜଣାପଡ଼ିଛି। ଏହି ସମସ୍ତ ଅଧିକାରୀ ପ୍ରିନ୍ସିପଲ କମିଶନର,…

ବୋନସ ଦାବିରେ ଟାଟା ଖଣିକୁ ଘେରିଲେ ଶ୍ରମିକ: ସ୍ଥିତି ନିୟନ୍ତ୍ରଣ କଲା ପୋଲିସ

ଯୋଡ଼ା ୨୭।୯ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଟାଟା କମ୍ପାନୀର ମାଙ୍ଗାନିଜ ଖଣିକୁ ଶତାଧିକ ଶ୍ରମିକ ବୋନସ ଦାବିରେ ଘେରାଉ କରିଛନ୍ତି। ଏହା ସହିତ ଟାଟା କମ୍ପାନୀ ଦ୍ୱାରା ନିଯୁକ୍ତ ଠିକାସଂସ୍ଥା ଶ୍ରମିକମାନଙ୍କୁ ଶୋଷଣ କରୁଛି…

ବିଜେପୁର ଉପନିର୍ବାଚନ: ୫ଜଣ ନେଲେ ନାମାଙ୍କନ ପତ୍ର

ପଦ୍ମପୁର,୨୭।୯(ଡି.ଏନ.ଏ): ବରଗଡ଼ ଜିଲା ବିଜେପୁରରେ ଆସନ୍ତା ଅକ୍ଟୋବର ୨୧ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆଉ ୩ଦିନ ପରେ ଅର୍ଥାତ୍‌ ଚଳିତ ମାସ ସେପ୍ଟେମ୍ବର ୩୦ରେ ପ୍ରାର୍ଥୀ ନାମାଙ୍କନ ଦାଖଲର ଶେଷଦିନ ରହିଛି। ତେବେ ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ…

ମେସିଙ୍କୁ କଦାପି ଭୋଟ ଦେଇ ନାହନ୍ତି ରୋନାଲ୍ଡୋ

ମାଡ୍ରିଡ୍‌,୨୭।୯: ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଲିଭରପୁଲ ଡିଫେଣ୍ଡର ଭିର୍ଗିଲ ଭାନ ଡିଜିକ ଓ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ପଛରେ ପକାଇ ଶ୍ରେଷ୍ଠ ପୁରୁଷ ଫିଫା ଖେଳାଳି ପୁରସ୍କାର ହାତେଇଛନ୍ତି। ଏହି ସମ୍ମାନକୁ ଅନ୍ତର୍ଜାତୀୟ ସ୍ତରରେ ବାଲୋନ ଡି’ଅର ବିବେଚନ କରାଯାଏ। ଜାତୀୟ…

ଫସଲ ଉଜାଡୁଛି ହାତୀପଲ: କ୍ଷତିପୂରଣ ନ ମିଳିବାରୁ ଜିଲାପାଳଙ୍କୁ ଫେରାଦ

ଖୋର୍ଦ୍ଧା ଅଫିସ,୨୭ା୯: ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜର ଗୋଳବାଇଶାସନରେ ହାତୀପଲ ପ୍ରତିବର୍ଷ ଧାନ ଫସଲ ସମେତ ଅନ୍ୟ ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ହେଲେ କ୍ଷତିପୂରଣ ମିଳୁ ନ ଥିବା ଶୁକ୍ରବାର ଜିଲାପାଳଙ୍କ ନିକଟରେ ଚାଷୀମାନେ ଫେରାଦ ହୋଇଛନ୍ତି। ଚାଷୀଙ୍କ…

ଲଗାଣ ବର୍ଷା: ଭାଙ୍ଗିଲା ଘରର କାନ୍ଥ, ପରିବାର ବାସହରା

ରଘୁନାଥପୁର, ୨୭। ୯ (ଡି.ଏନ.ଏ.):  ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗିଗଲା ଚାଳ ଛପର ମାଟି ଘରର କାନ୍ଥ। ପରିବାର ଲୋକେ ଭୋଗୁଛନ୍ତି ହୀନସ୍ତା। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ରଘୁନାଥପୁର ତହସିଲ ରାଢଙ୍ଗ ଗଁ।ର ଦିନ ମଜୁରିଆ ଅଭିମନ୍ୟୁ ସ୍ବାଇଁଙ୍କ…

ହମିରପୁର ଉପନିର୍ବାଚନରେ ଆସନ ହାତେଇଲା ଭାଜପା

ହମିରପୁର,୨୭।୯: ଉତ୍ତର ପ୍ରଦେଶର ହମୀରପୁର ବିଧାନସଭା ଉପନିର୍ବାଚନରେ ଆସନ ହାତେଇଛି ଭାଜପା। ଭାଜପା ପ୍ରାର୍ଥୀ ଯୁବରାଜ ସିଂହ ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରାର୍ଥୀ ମନୋଜ ପ୍ରଜାପତିଙ୍କଠାରୁ ୧୭୭୦୦ ଭୋଟରେ ଜିତି ବିଜୟୀ ହୋଇଛନ୍ତି। ଏହି ବିଜୟ ପରେ ଭାଜପା କାର୍ଯ୍ୟାଳୟରେ ଖୁସୀର ଲହରୀ…

୧୪ ଗ୍ରାମ ବ୍ରାଉନସୁଗାର ଜବତ: ଗିରଫ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖୋର୍ଦ୍ଧା ଅଫିସ,୨୭ା୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସ୍ବପ୍ନେଶ୍ୱର ମନ୍ଦିର ନିକଟରୁ ଗୁରୁବାର ଗିରଫ କରିଥିବା କୋରାପୁଟ ଜିଲା ଜୟପୁରର ଟି. ରାଜେଶ କୁମାର ପାତ୍ର ଓ ଖୋର୍ଦ୍ଧା ସଦର ଥାନା ଛତିପୁର ଟାଙ୍ଗିସାହିର ମହେଶ୍ୱର ସାହୁଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କାଟୁ କରୁନି: ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲଙ୍କ ରାଜ

ଖୋର୍ଦ୍ଧା ଅଫିସ,୨୭ା୯: ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ବେଆଇନ ଭାବେ କାର୍ଯ୍ୟ କରୁଥିବା ମଧ୍ୟସ୍ଥ ଓ ଦଲାଲଙ୍କୁ ହଟାଇବାକୁ ଏସ୍‌ପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି। ତେବେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କାଟୁ କରୁନି। ବିଭିନ୍ନ ଘରୋଇ ମେଡିକାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri