ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬
ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା ଲାଗି…
ଫିଟିବ ଖାଶୋଗି ହତ୍ୟା ଗୁମର:ଦୋଷ ମୁଣ୍ଡାଇଲେ କ୍ରାଉନ୍ ପ୍ରିନ୍ସ
ରିୟାଦ,୨୭।୯(ଆଇଏଏନ୍ଏସ୍):ବହୁଚର୍ଚ୍ଚିତ ଜମାଲ ଖାଶୋଗି ହତ୍ୟାକାଣ୍ଡକୁ ବର୍ଷେ ପୂରିବାକୁ ଯାଉଥିବାବେଳେ ପ୍ରଥମଥର ପାଇଁ ନୀରବତା ଭାଙ୍ଗିଛନ୍ତି ସୌଦି କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ (ଏମ୍ବିଏସ୍)। ସୌଦି ଖବରଦାତା ଖାଶୋଗି ହତ୍ୟା ପାଇଁ ସେ ନିଜ ମୁଣ୍ଡକୁ ଦୋଷ ନେଇଛନ୍ତି। ଏହି ହତ୍ୟା…
ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ
ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍ବିଏଫ୍ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଏସ୍ପି କଲେ ଚଢ଼ାଉ
ନୟାଗଡ଼ ଅଫିସ,୨୭।୯- ଆସନ୍ତା ଅକ୍ଟୋବର ୨ ତାରିଖରେ ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ। ଏଥିପାଇଁ ବୁଧବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଆଲୋଚନା କରି ୧୫ ଦିନ ଭିତରେ ହସ୍ପିଟାଲଗୁଡ଼ିକ ଦଲାଲମୁକ୍ତ କରିବା ପାଇଁ କହିଥିଲେ। ଏହାର…
ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ : ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ
ନୟାଗଡ଼ ଅଫିସ/ନୂଆଗାଁ (ଡି.ଏନ.ଏ.)୨୭।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳିସ୍ଥିତ ଜନଶକ୍ତି ନୋଡ଼ାଲ ଉଚ୍ଚବିଦ୍ୟାଳୟରେ କେତେକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ରହିଥିବାବେଳେ ତାହା ଭଙ୍ଗାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ…
ବିଶ୍ୱ ପର୍ଯ୍ୟଟନ ଦିବସ : ଅବ୍ୟବସ୍ଥା ଘେରରେ ପର୍ଯ୍ୟଟନ କ୍ଷେତ୍ର
ନୟାଗଡ଼ ଅଫିସ,୨୭।୯ : ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ପ୍ରତିବର୍ଷ ଭଳି ନୟାଗଡ଼ ଜିଲାରେ ଶୋଭାଯାତ୍ରାରେ ସୀମିତ ରହିବ ଦିବସ ପାଳନ କାର୍ଯ୍ୟକ୍ରମ। ଏଥିନେଇ କୌଣସି କାର୍ଯ୍ୟକ୍ରମ କରାଯାଉ ନାହିଁ କିମ୍ବା ଲୋକମାନଙ୍କୁ କୌଣସି ସୂଚନା ଦିଆଯାଉ ନାହିଁ। ସେହିପରି ଅବହେଳିତ…
ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…
ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି। ମାସେ ପର୍ଯ୍ୟନ୍ତ ପ୍ରତିଦିନ ଗୋଟିଏ ସିଝାଅଣ୍ଡା ସହ ଚାମୁଚେ ଅଦା ରସ ଓ ମହୁ…
କୁତ୍ରିମ ଚିନି ଖାଉଛନ୍ତି କି, ହୋଇପାରେ ଏହିସବୁ ସ୍ବାସ୍ଥ୍ୟ ସମସ୍ୟା
କିଛି ଲୋକ ଅଛନ୍ତି, ଯେଉଁମାନେ ଚିନିଠୁ ବର୍ତ୍ତିବାକୁ ଆର୍ଟିଫିଶିଆଲ୍ ସୁଗାର୍(କୃତ୍ରିମ ଚିନି)ର ଉପଯୋଗ କରିଥାନ୍ତି। ଏହାକୁ ସେମାନେ ଉତ୍ତମ ବିକଳ୍ପ ବୋଲି ଧରିନେଇଥାନ୍ତି। କିନ୍ତୁ ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ଏହି କୃତ୍ରିମ ଚିନି ବା ଆର୍ଟିଫିଶିଆଲ୍ ସୁଗାର୍ର ସେବନ…
ଏହି କାରଣରୁ ସଚିନ ତେନ୍ଦୁଲକରଙ୍କୁ ଦିନେ ହାତଯୋଡିବାକୁ ପଡିଥିଲା
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କୁ କ୍ରିକେଟରେ ସର୍ବଶ୍ରେଷ୍ଠ ହେବା ପାଇଁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏକଦା କ୍ରିକେଟ୍ ଦୁନିଆରେ ରାଜ୍ କରୁଥିବା ସଚିନ ପୂର୍ବରୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ଥିଲେ। ଏଥିରେ ତାଙ୍କୁ ଏତେଟା ସଫଳତା ମିଳି ନ…
ମ୍ୟାଚ୍ ଖେଳିବାବେଳେ ଚିୟର୍ଲିଡର୍ସଙ୍କୁ ପ୍ରେମ କରିବସିଥିଲେ ଏହି ଖେଳାଳି
ଭାରତ ଗସ୍ତରେ ଆସିଛି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ। ଅଧିନାୟକ କ୍ୱିଣ୍ଟନ ଡିକକ୍ଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜକୁ ବରାବର କରିଛି। ଏବେ ଟେଷ୍ଟ ସିରିଜ ପାଇଁ ଉଭୟ ଦଳ ପ୍ରସ୍ତୁତି ଆରମ୍ଭ ଚଳାଇଛନ୍ତି। ଡିକକ୍ ଜଣେ ଭଲ ଅଧିନାୟକ…
ସାପ କାମୁଡାରେ ନାବାଳିକାଙ୍କ ମୃତ୍ୟୁ
କାଲିମେଳା,୨୬।୯(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଗମ୍ଫାକୋଣ୍ଡା ପଞ୍ଚାୟତ ଏମ୍ଭି-୧୦୫ ଗ୍ରାମରେ ଗୁରୁବାର ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ଗାଁର ଅଭିନୟ ବାଇନଙ୍କ ସାନ ଝିଅ ସୁପ୍ରିୟା (୧୬)। ପ୍ରକାଶ ଯେ, ସୁପ୍ରିୟା ଗୁରୁବାର…
ଅକ୍ଟୋବର ୩ ଯାଏ ଗ୍ରହଣ ହେବ ଆପତ୍ତି ଅଭିଯୋଗ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ଖରିଫ୍ ଧାନ ସଂଗ୍ରହ ପାଇଁ ଏକ ନିର୍ଭୁଲ ଚାଷୀମାନଙ୍କ ନାମ ପଞ୍ଜୀକରଣ ତାଲିକା ପ୍ରସ୍ତୁତ କରିବା ଉପରେ ସମବାୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ୱାରୋପ କରିଛନ୍ତି। ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀ ନାମ ପଞ୍ଜୀକରଣ…
Archives


