Home Left

ପାକିସ୍ତାନ ଅନୁରୋଧକୁ ରକ୍ଷା କଲା ଜାତିସଂଘ ସୁରକ୍ଷା ପରିଷଦ:ମାସିକ ଖର୍ଚ୍ଚ ପାଇଁ ଟଙ୍କା ଉଠାଇ ପାରିବେ ହାଫିଜ୍‌ ସଇଦ୍‌

ନୂଆଦିଲ୍ଲୀ,୨୬।୯: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍‌ ସଇଦ୍‌ ନିଜ ଖର୍ଚ୍ଚ ପାଇଁ ଏଣିକି ଦେଢ ଲକ୍ଷ ଟଙ୍କା ମାସିକ ଉଠାଇପାରିବ। ପାକିସ୍ତାନର ଅନୁରୋଧ କ୍ରମେ ଜାତିସଂଘ ସୁରକ୍ଷା ପରିଷଦ ଏହି ଅନୁମତି ଦେଇଛି। ହାଫିଜ୍‌ ସଇଦ୍‌ ଘର ଚଳାଇବା ପାଇଁ…

ଅଯୋଧ୍ୟା ମାମଲା: କ୍ଷମା ମାଗିଲା ମୁସଲିମ୍‌ ପକ୍ଷ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ଜମି ବିବାଦର ଶୁଣାଣିବେଳେ ଗୁରୁବାର ସୁପ୍ରିମକୋର୍ଟରେ କ୍ଷମା ମାଗିଛି ମୁସଲିମ ପକ୍ଷ। ୨୦୦୩ରେ ଏଏସଆଇ ଦେଇଥିବା ରିପୋର୍ଟ ଉପରେ ମୁସଲିମ ପକ୍ଷ ପ୍ରଶ୍ନ ଉଠାଇଥିଲେ। ଏହାପରେ ସୁପ୍ରିମକୋର୍ଟ ରିପୋର୍ଟ ଉପରେ କାହିଁକି ପ୍ରଶ୍ନ ଉଠାଉଛନ୍ତି ବୋଲି କହିବା ସହ…

ଲିଙ୍ଗରାଜ ମନ୍ଦିରରେ ଫାଟ, ଗଳୁଛି ବର୍ଷା ପାଣି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଲିଙ୍ଗରାଜ ଦଧିନଉତିରେ ସୃଷ୍ଟି ହୋଇଛି ଫାଟ। ମୁଖ୍ୟ ମନ୍ଦିରରେ ଫାଟ ହୋଇଥିବାରୁ ବର୍ଷା ପାଣି ଗଳୁଛି। ପାର୍ବତୀ ମନ୍ଦିର, ଜଗମୋହନ, ରୋଷଶାଳା ଓ ଭୋଗ ମଣ୍ଡପରେ ମଧ୍ୟ ଫାଟ ସୃଷ୍ଟି ହୋଇଛି। ରକ୍ଷଣାବେକ୍ଷଣ ଅଭାବରୁ ବେଢ଼ାର ଅନେକ ମନ୍ଦିରରେ ଫାଟ…

ଛାତ୍ରୀଙ୍କୁ ଏକତରଫା ପ୍ରେମ ନିବେଦନ: ବିଫଳ ହେବା ପରେ ଫଟୋ ଭାଇରାଲ କରି ଜେଲଗଲେ ଶିକ୍ଷକ

ବ୍ରହ୍ମପୁର ଅଫିସ,୨୬।୯: ଛାତ୍ରୀଙ୍କୁ ଏକତରଫା ଭଲ ପାଉଥିଲେ ଶିକ୍ଷକ। ପରେ ଛାତ୍ରୀଜଣଙ୍କ ଅଧ୍ୟାପିକା ହେବା ପରେ ତାଙ୍କୁ ବ୍ଲାକମେଲ୍‌ କରିବା ଜଣେ ବିଜ୍ଞାନ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡ଼ିଛି। ଅଭିଯୁକ୍ତ ଶିକ୍ଷକ ହେଲେ ପ୍ରିୟ ରଞ୍ଜନ ମିଶ୍ର। ସୂଚନା ଅନୁଯାୟୀ, ପ୍ରିୟ…

ଖଣ୍ଡଗିରିରେ ହେବ ବସ୍‌ ଡିପୋ ନିର୍ମାଣ: ଖର୍ଚ୍ଚହେବ ୧୬୦.୬୬ କୋଟି, ୨୪ ମାସରେ ପ୍ରକଳ୍ପ ନିର୍ମାଣ ପାଇଁ ଦିନ ଧାର୍ଯ୍ୟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡର ଆଧୁନିକୀକରଣ କରାଯିବ। ଏହାକୁ ଅତ୍ୟାଧୁନିକ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପରିଣତ କରାଯିବ। ଏଥିସହିତ ବରମୁଣ୍ଡାଠାରେ ଥିବା ରାଜ୍ୟ ସଡ଼କ ପରିବହନ ନିଗମର ବସ୍‌ ଡିପୋକୁ ଖଣ୍ଡଗିରିକୁ ସ୍ଥାନାନ୍ତର କରାଯିବ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ…

ପିଓକେରେ ପୁଣି ଭୂକମ୍ପ: ୫୩ ଆହତ

ଇସଲାମାବାଦ,୨୬।୯: ପାକିସ୍ତାନ ଅଧିକୃତ କଶ୍ମୀରରେ ସପ୍ତାହକ ଭିତରେ ଦ୍ୱିତୀୟଥର ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା ବୋଲି ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ମୀରପୁର ହୋଇଥିଲାବେଳେ ଏହା ପାକିସ୍ତାନର ଇସାଲାମାବାଦ, ଲାହୋର ଆଦି ଅଞ୍ଚଳରେ ଅନୁଭୂତ…

କ୍ୟାବିନେଟ୍‌ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା ଟଙ୍କା ମିଳୁଥିଲା। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଏସ୍‌ସିବିରେ ଭର୍ତ୍ତି ହେଲେ ଆଶୀର୍ବାଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍‌ ହାଜତରେ ଥିବା ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଏସ୍‌ସିବିରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କାଜୁଆଲିଟି ବିଭାଗରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଆଶୀର୍ବାଦଙ୍କୁ ସିବିଆଇ…

ଧାରରେ ଗ୍ଲୋଭ୍ସ ନେଇ ପ୍ରାକ୍ଟିସ କରୁଥିଲେ ପଙ୍ଘାଲ

ନୂଆଦିଲ୍ଲୀ,୨୬।୯: ବିଜେନ୍ଦ୍ର କୁମାର, ଅଖିଲ କୁମାର, ବିକାଶ କ୍ରିଷ୍ଣନ ଓ ଶିବ ଥପ୍ପାଙ୍କ ପରେ ଦେଶର ଉଦୀୟମାନ ବକ୍ସର ହେଉଛନ୍ତି ରୋହତକର ଅମିତ ପଙ୍ଘାଲ। ନିକଟରେ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ପଙ୍ଘାଲଙ୍କୁ ବକ୍ସର ହେବା ପାଇଁ ବହୁ ସଂଘର୍ଷ…

ଏଣିକି ମନ୍ଦିର ଆୟବ୍ୟୟର ହେବ ଅଡିଟ୍‌, ଏଜିଙ୍କୁ ଚିଠି ଲେଖିଲେ ଦେବୋତ୍ତର କମିଶନର

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଏଣିକି ମନ୍ଦିର ଆୟବ୍ୟୟର ଅଡିଟ୍‌ କରାଯିବ। ଏନେଇ ଦେବୋତ୍ତର କମିଶନର ଏଜିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟର ୬୧ଟି ମନ୍ଦିରର ଅଡିଟ୍‌ ପାଇଁ ଏଜିଙ୍କୁ ଚିଠି କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱରସ୍ଥ ଲିଙ୍ଗରାଜ, ରାମମନ୍ଦିର ଓ ଶନିମନ୍ଦିର, କଟକର କଟକଚଣ୍ଡି, ପଞ୍ଚମୁଖୀ…

କନ୍ଦାଇଲାଣି ପିଆଜ ଦର: ଯୋଗାଣ ସଚିବ ଯିବେ ଦିଲ୍ଲୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- କନ୍ଦାଇଲାଣି ପିଆଜ। କିଲୋ ପିଛା ଦର ଏବେ ୫୫ ଛୁଇଁଥିବା ବେଳେ ଏହା ଆଗକୁ ଆହୁରୀ ବଢ଼ିପାରେ ବୋଲି କୁହାଯାଉଛି। ଏଣୁ ଉଭୟ ଖାଉଟି ଏବଂ ରାଜ୍ୟ ସରକାର ଚିନ୍ତାରେ। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ପିଆଜ ଅଭାବ ଦୂର…

ମହାତ୍ମାଙ୍କ ୧୫୦ ତମ ଜୟନ୍ତୀ: ଭାଜପା-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୯: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଅକ୍ଟୋବର ୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସ୍ବଚ୍ଛତା ବାର୍ତ୍ତା ଦେବେ। କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ପଦଯାତ୍ରା କରାଯିବ। ଏଥିରେ ଅଧ୍ୟକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri