ରିଲ୍ରେ ବକ୍ସିଂ କୋଚ୍ଙ୍କ ପୁଅ ଜିତିଲେ ଏସିଆନ ଚାମ୍ପିୟନଶିପ୍ ରୌପ୍ୟ
ମୁମ୍ବାଇ,୨୬।୯: ଟଲିଉଡ୍ ଫିଲ୍ମରେ ବକ୍ସିଂ କୋଚ୍ ଅଭିନୟ କରିଥିବା ଆର. ମାଧବନଙ୍କ ପୁଅ ବେଦାନ୍ତ ଅନ୍ତର୍ଜାତୀୟ ସ୍ତରରେ ଦେଶକୁ ଗର୍ବିତ କରିଛନ୍ତି। ବିଭିନ୍ନ ବୟସ ବର୍ଗରେ ଚାଲିଥିବା ଏସିଆନ ଚାମ୍ପିୟନଶିପରେ ବେଦାନ ରୌପ୍ୟ ପଦକ ଜିତିଛନ୍ତି। ମାଧବନଙ୍କ ପୁଅ ଓ ଅନ୍ୟ…
ମନମୋହନ ସିଂହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି। ସୂଚନାଯୋଗ୍ୟ,…
ଭୁଲ୍ ଲେନ୍ରେ ଥିବା ବସ୍ ଆଗରେ ସ୍କୁଟି ରଖିଲେ ମହିଳା: ସୋସିଆଲ୍ ମିଡ଼ିଆରେ ଭାଇରାଲ
ନୂଆଦିଲ୍ଲୀ,୨୬।୯: ଏବେ ଜଣେ ମହିଳାଙ୍କ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ଲେଡି ଡନ୍ ଷ୍ଟାଇଲ୍ରେ ଭୁଲ୍ ଲେନ୍ରେ ଥିବା ଏକ ବସ୍ ଆଗରେ ନିଜ ସ୍କୁଟିକୁ ଅଟକାଇ ରଖିଛନ୍ତି। ଭିଡ଼ିଓଟି କେରଳର ବୋଲି କୁହାଯାଉଛି। ତେବେ…
ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂଙ୍କୁ ପୃଥକ ପୃଥମ ଭାବେ ଚିଠି…
ପାକିସ୍ତାନରେ ଡେଙ୍ଗୁ ସାଜିଛି ମହାମାରୀ: ୧୦ ହଜାର ଲୋକ ସଂକ୍ରମିତ
ଇସଲାମାବାଦ୍,୨୬।୯: ପାକିସ୍ତାନରେ ସାଧାରଣ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡିଛି। ଏଠାରେ ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ହଜାରରୁ ଅଧିକଙ୍କଠାରେ ରୋଗର ଲକ୍ଷଣ ପ୍ରକାଶ ପାଇଛି। ଇସଲାମାବାଦ୍, ଲାହୋର…
ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ : ଡାକ୍ତରଖାନା ପରିସରରେ ଉତ୍ତେଜନା
ଅନୁଗୋଳ ଅଫିସ,୨୬।୯: ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ଘର ବଅଁରପାଳ ବ୍ଲକ ନୂଆହତା ଅଞ୍ଚଳର ବିରଜା ମୋହନ ପଟ୍ଟନାୟକ(୫୧)। ସେ ବୁଧବାର ବିଷପାନ କରି ଡାକ୍ତରଖାନାରେ ଚିକିତ୍ସିତ…
୫୦ କିଲୋ ସୁନାରେ ନିର୍ମାଣ ଚାଲିଛି ମା’ ଦୁର୍ଗାଙ୍କ ମୂର୍ତ୍ତି
କୋଲକାତା,୨୬।୯:ନବରାତ୍ର ଆରମ୍ଭ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ଏଥିପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗା ପୂଜା ଏକ ସ୍ବତନ୍ତ୍ରତା ବଜାୟ ରଖିଛି। ଏଠାରେ ଭବ୍ୟ ପୂଜା ପେଣ୍ଡାଲକୁ ନେଇ ସାରା ଦେଶରେ ପ୍ରସିଦ୍ଧ। ଇତିମଧ୍ୟରେ କୋଲକାତାରେ…
ପ୍ରବଳ ବର୍ଷା: ବନ୍ୟା ଜଳରେ ଭାସିଗଲା ଗାଡ଼ି
ମୁମ୍ବାଇ,୨୬।୯: ମହାରାଷ୍ଟ୍ର ପୁଣେରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। କେତେକ ଅଞ୍ଚଳରେ ଘର ଭିତରେ ଛାତିଏ ପାଣି ଠିଆ ହୋଇ ରହିଛି। କିଛି ଅଞ୍ଚଳରେ ୨ ମହଲା ଘରେ ମଧ୍ୟ ବନ୍ୟାଜଳ ପଶିଥିବା କୁହାଯାଉଛି। ବନ୍ୟାଜଳରେ ରାସ୍ତାରେ…
ହସ୍ପିଟାଲ, ଆର୍ଟିଓ ଅଫିସରୁ ୧୦ ଦଲାଲ ଅଟକ
ବଲାଙ୍ଗୀର ଅଫିସ,୨୬।୯: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଏବଂ ଆରଟିଓ ଅଫିସରୁ ଗୁରୁବାର ୧୦ ଦଲାଲଙ୍କୁ ପୋଲିସ ଅଟକ ରଖିଛି । ପୂର୍ବାହ୍ନରେ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସ୍ପି ମାଡକର ସନ୍ଦୀପ ସମ୍ପଦ ହଠାତ୍ ପରିଦର୍ଶନରେ ଯାଇଥିଲେ।…
କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ
ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ ଗୁରୁବାର ଭାଜପାର କିଛି କର୍ମକର୍ତ୍ତାମାନେ କେଜରିଓ୍ବାଲଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବୁଧବାର…
ପୋଲିସ କବ୍ଜାରେ ଦୁର୍ଦ୍ଦାନ୍ତ ଅପରାଧୀ ଅମିତ୍
ବରଗଡ଼ ଅଫିସ,୨୬।୯: ରାଜ୍ୟର ବିଭିନ୍ନ ସ୍ଥାନରେ ଡକାୟତି, ଲୁଟ୍ ଭଳି ଅନେକ ଅପରାଧରେ ସମ୍ପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଲାଙ୍ଗୀର ସଦର ଥାନା ଡୁଡୁକାସିରା ନିବାସୀ ଅମିତ୍ ଦାସ ଓରଫ ଚିଣ୍ଟୁଙ୍କୁ ବରଗଡ଼ ଜିଲା ପୋଲିସ ଗିରଫ କରିଛି। ଜିଲାର ଅମ୍ବାଭୋନା ଥାନା…
ହନିଟ୍ରାପ ଜାଲରେ ବଲିଉଡ୍ ଅଭିନେତ୍ରୀ
ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍ଆଇଟି ଟିମ୍ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ହନିଟ୍ରାପରେ ୪୦ଜଣ କଲ୍ ଗର୍ଲ ରହିଥିବା ବେଳେ…
Archives


