ଋଷଭ ପନ୍ତଙ୍କ ସଫଳ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ୍ କହିଲେ ଏମିତି…
ଚେନ୍ନାଇ, ୧୭।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟ ଚାଲିଥିବା ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚରେ ଯଦିଓ ଭାରତ ଭ୍ରମଣକାରୀ ଦଳଠାରୁ ପରାସ୍ତ ହୋଇଥିଲା, କିନ୍ତୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କ ବ୍ୟାଟିଂ ଚର୍ଚ୍ଚାରେ ଥିଲା। ଗତ କିଛି ମ୍ୟାଚ୍ରେ ଖରାପ ଫର୍ମ…
ଆମ୍ଲା ମୁରବା
ଆବଶ୍ୟକ ସାମଗ୍ରୀ: ଅଁଳା ୧ କିଗ୍ରା,ଫିଟିକିରି- ୫ଗ୍ରାମ୍, ଚିନି ୧ କିଗ୍ରା, ପାଣି। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅଁଳାକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏକ ଫର୍କ ବା କଣ୍ଟା ଚାମଚ ସାହାଯ୍ୟରେ ଅଁଳାଗୁଡିକ ଉପରୁ କଣା କରିଦିଅନ୍ତୁ। ଏକ ବଡ…
ଷ୍ଟ୍ରେଚ୍ମାର୍କରୁ ମୁକ୍ତି
ଶିଶୁ ଜନ୍ମ ପରେ ଅଧିକାଂଶ ମା’ଙ୍କ ପେଟ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଷ୍ଟ୍ରେଚ୍ମାର୍କ ହୋଇଯାଏ, ଯାହା ସୌନ୍ଦର୍ଯ୍ୟ ନଷ୍ଟ କରିଦିଏ ବୋଲି ଅନେକେ ବ୍ୟସ୍ତ ହୋଇଥାନ୍ତି। ହେଲେ ଏଥିପାଇଁ ବ୍ୟସ୍ତ ନ ହୋଇ କେତୋଟି ସହଜ ଉପାୟ ଆପଣାଇଲେ ଧୀରେ…
ଶୀତଦିନେ ଶିଶୁର ଯତ୍ନ
ଯେଉଁ ଶିଶୁ ଜନ୍ମବେଳେ ଠିକ୍ ଓଜନର ହେବା ସହ ଭଲ ଭାବେ କାନ୍ଦିଥାଏ ଆମେ ତାକୁ ସୁସ୍ଥ ଶିଶୁ ବୋଲି କହିଥାଉ। ତଥାପି ଜନ୍ମପରେ ପରେ ଶିଶୁର ଚିକିତ୍ସା ଆବଶ୍ୟକ। ଏହା ମଧ୍ୟ ବାହାର ଉତ୍ତାପ ଉପରେ ନିର୍ଭର କରିଥାଏ। ଗ୍ରୀଷ୍ମ…
ଓଡ଼ିଶା ଫେରିବ ଡାକୋଟା ବିମାନ
ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ ଫେରାଇବା ଲାଗି ଶ୍ରୀଜଗନ୍ନାଥ ସେନା ଗତ ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ବେସାମରିକ ବିମାନ ଚଳାଚଳ…
ଚାନ୍ଦିପୁରରୁ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ୍, ୧୭।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ଘାଟିରୁ ମଙ୍ଗଳବାର ସକାଳେ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ସକାଳ ୮.୪୫ରେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ଏହି ମଧ୍ୟମ ଦୂରଗାମୀ ସୁପରସୋନିକ କ୍ରୁଜ୍ ମିଶାଇଲ୍ ବ୍ରହ୍ମୋସ ପରୀକ୍ଷଣ କରାଯାଇଛି। ଏଥିରେ…
ପାଟନାରେ ଲାଗିଲା ବିହାର ମୁଖ୍ୟମନ୍ତ୍ରୀଙ୍କ ‘ନିଖୋଜ’ ପୋଷ୍ଟର
ପାଟନା,୧୭।୧୨: ବିହାରର ରାଜଧାନୀ ପାଟନାରେ ଏମିତି ଏକ ପୋଷ୍ଟର ଲାଗିଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଉକ୍ତ ପୋଷ୍ଟରରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଫଟୋ ସହ ସେ ନିଖୋଜ ହୋଇ ଯାଇଥିବା ଉଲ୍ଲେଖ କରାଯାଇଛି। ପାଟନାର ବିଭିନ୍ନ ସ୍ଥାନରେ…
ନାଲ୍କୋ ଅଧ୍ୟକ୍ଷ ହେଲେ ଶ୍ରୀଧର ପାତ୍ର
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ସୋମବାର ଏକ ଅର୍ଡର ଜାରି ହୋଇଛି। ପାତ୍ର ବର୍ତ୍ତମାନ ନାଲ୍କୋର ବିତ୍ତ ନିର୍ଦ୍ଦେଶକ…
ପେଟ୍ରୋଲ ପମ୍ପରେ ବସି ଝଗଡା କଲେ ଧୋନୀ-ସାକ୍ଷୀ, ଫ୍ୟାନ୍ କଲେ ପ୍ରଶଂସା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିଶ୍ୱକପ୍ ପରେ କିଛି କ୍ରିକେଟରୁ ଦୂରେଇ ରହିଛି। ଏହି ସମୟରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ମାହି। ନିକଟରେ ସେ ଏକ ପ୍ରେଟୋଲ ପମ୍ପ ପାଖରେ ବସିଥିବାର ଭିଡିଓ…
ଭାରତର ଏହି ଖେଲାଳିଙ୍କୁ କ୍ରିକେଟର ଖ୍ରୀଷ୍ଟିଆନୋ ରୋନାଲଡୋ କହିଲେ ବ୍ରାଏନ ଲାରା
ଖୋର୍ଦ୍ଧା ଅଫିସ୍,୧୬।୧୨: ଓ୍ବେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ୍ ବ୍ରାଏନ ଲାରା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଫୁଟବଲ କିମ୍ବଦନ୍ତୀ ଖ୍ରୀଷ୍ଟିଆନୋ ରୋନାଲଡୋଙ୍କ ସହ ତୁଳନା କରିଛନ୍ତି। କୋହଲିଙ୍କ ଖେଳ ପ୍ରତି ଥିବା ସମର୍ପଣ ଭାବକୁ ସେ ପ୍ରଶଂସା କରିଛନ୍ତି। ବିରାଟଙ୍କ…
ରାହୁଲଙ୍କ ଭାଷଣର ପ୍ରତିଲିପି ମାଗିଲେ ଇସି
ନୂଆଦିଲ୍ଲୀ,୧୭ା୧୨(ପି.ଟି.)-ଏକ ନିର୍ବାଚନୀ ସଭାରେ ‘ରେପ୍ ଇନ୍ ଇଣ୍ଡିଆ’ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣର ପ୍ରତିଲିପି ନିର୍ବାଚନ କମିଶନ (ଇସି) ଝାଡ଼ଖଣ୍ଡ ନିର୍ବାଚନ ଅଧିକାରୀଙ୍କୁ ମାଗିଛନ୍ତି। ଦେଶରେ ବଳାତ୍କାର ବଢ଼ିଚାଲିଥିବାରୁ କେନ୍ଦ୍ର ସରକାରଙ୍କ ‘ମେକ୍ ଇନ୍ ଇଣ୍ଡିଆ’କୁ ବ୍ୟଙ୍ଗ…
୩ ମାସରେ ସୂଚନା କମିଶନର ନିଯୁକ୍ତି ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୭ା୧୨(ପି.ଟି.)- ୩ ମାସ ମଧ୍ୟରେ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ଏବଂ ରାଜ୍ୟ ସୂଚନା ଆୟୋଗ (ଏସ୍ଆଇସି)ଗୁଡ଼ିକରେ ସୂଚନା କମିଶନର ନିଯୁକ୍ତି ଲାଗି ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅଧିକାର ଆଇନର ଅପବ୍ୟବହାର ରୋକିବା…

