ଅଭିନନ୍ଦନଙ୍କ ବିମାନ ଦୁର୍ଘଟଣା ଭଳି ଘଟଣାକୁ ରୋକାଯିବ: ଏବେ ଡିଆର୍ଡିଓ ତିଆରି କରିବ ନୂଆ ସଫ୍ଟଓ୍ବେର
ନୂଆଦିଲ୍ଲୀ, ୨୬।୯: ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ଯୁଦ୍ଧ ବିମାନର ରେଡ଼ିଓ ଫ୍ରିକ୍ୱେନ୍ସି କାମ କରିବା ବନ୍ଦ କରିବାରୁ ଏହା ନିୟନ୍ତ୍ରଣ ହରାଇ ତଳେ ପଡ଼ିଯାଇଥିଲା। ରେଡ଼ିଓ ଫ୍ରିକ୍ୱେନ୍ସି ସଫ୍ଟଓ୍ବେର ଜାମ୍ ହେବାରୁ କଣ୍ଟ୍ରୋଲ ରୁମ୍ ସହିତ ଯୋଗାଯୋଗ ସମ୍ଭବ…
୩୬ବର୍ଷ ପରେ ବୃଦ୍ଧାଶ୍ରମରେ ହେଲା ମିଳନ
ଥିରୁଭାନନ୍ତପୁରମ୍,୨୬।୯:କେରଳର ବୃଦ୍ଧାଶ୍ରମରେ ଏକ ନିଆରା ମିଳନ ଘଟିଛି। ୩୬ ବର୍ଷ ପରେ ଜଣେ ବୃଦ୍ଧ ଦମ୍ପତିଙ୍କ ବୃଦ୍ଧାଶ୍ରମରେ ପରସ୍ପରକୁ ଅଚାନକ ଭେଟିଛନ୍ତି। ୬୫ ବର୍ଷ ପୂର୍ବେ ବିବାହ କରିଥିବା ସ୍ୟାଦୁ(୯୦) ଏବଂ ସୁଭଦ୍ରା(୮୨) ତ୍ରିଶୁର ଜିଲାରେ ଥିବା ଏକ ବୃଦ୍ଧାଶ୍ରମରେ ରହିବାକୁ…
ମାରିଟାଇମ ଜଗତରେ ମହିଳା ସଶକ୍ତୀକରଣ
ଜାତିସଂଘ:୨୦୧୯ସେପ୍ଟେମ୍ବର ୨୬, ଗୁରୁବାର ପାଳନ କରାଯାଉଛି ବିଶ୍ୱ ମାରିିଟାଇମ ଦିବସ। ‘ସାମୁଦ୍ରିକ ଜଗତ ସମ୍ପର୍କରେ ମହିଳାମାନଙ୍କୁ ସଶକ୍ତୀକରଣ କରିବା’ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଉଛି। ଏହା ଜାତିସଂଘ ଦ୍ୱାରା ଇଣ୍ଟରନ୍ୟାଶ୍ନାଲ ମାରିଟାଇମ ଅର୍ଗାନାଇଜେଶନ(ଆଇଏମ୍ଓ) ବା ଆନ୍ତର୍ଜାତିକ ସାମୁଦ୍ରିକ ସଂଘ…
ଇଦ୍ରେ ଆସିବ ‘ରାଧେ’
ମୁମ୍ବାଇ: ସୁପରଷ୍ଟାର ସଲମାନ୍ ଖାନ୍ଙ୍କ ଅପ୍କମିଂ ଫିଲ୍ମ ‘ରାଧେ’ ୨୦୨୦ ଇଦ୍ରେ ମୁକ୍ତିଲାଭ କରିବ ବୋଲି କୁହାଯାଉଛି। ଏନେଇ ସଲମାନ୍ଙ୍କ ଫ୍ୟାନ୍ମାନେ ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଆରମ୍ଭ କରିଦେଲେଣି। ସଲମାନ୍ଙ୍କ ଫିଲ୍ମ ଦେଖିବା ଲାଗି ସେମାନଙ୍କ ମନରେ ଉତ୍କଣ୍ଠା ଭରି…
ଭିଜିଲାନ୍ସ ଜାଲରେ ଫରେଷ୍ଟର : ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ
ବୌଦ୍ଧ,୨୬।୯(ସ୍ବ.ପ୍ର.): ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ବୌଦ୍ଧର କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଗୁରୁବାର ସକାଳୁ ଭିଜିଲାନ୍ସ କର୍ମଚାରୀମାନେ ଜଗବନ୍ଧୁଙ୍କ ରଇଠାଣିସ୍ଥିତ ଘର, ଗ୍ରାମରେ ଥିବା ଘର, ଭଡ଼ା ଦେଇଥିବା ଘର ଏବଂ…
ଆଜିର ଆହ୍ବାନ ଜନସଂଖ୍ୟା ନିୟନ୍ତ୍ରଣ
ଭାରତ ସମେତ ବିଶ୍ୱର ଅନେକ ଦେଶରେ ଗର୍ଭନିରୋଧ ପ୍ରତି ଲୋକମାନଙ୍କୁ ସଚେତନ କରିବା ଲକ୍ଷ୍ୟ ନେଇ ପାଳନ କରାଯାଉଛି ଗର୍ଭ ନିରୋଧକ ଦିବସ। ପ୍ରତିବର୍ଷ ସେପ୍ଟେମ୍ବର ୨୬ରେ ଏହି ଦିବସ ପାଳନ କରାଯାଉଛି। ଯୁବପିଢ଼ିଙ୍କୁ ଗର୍ଭ ନିରୋଧ ସମ୍ପର୍କରେ ଉଚିତ ସୂଚନା…
ମଝି ରାସ୍ତାରେ କାର୍ରେ ନିଆଁ ଲଗାଇ ଫାଇରିଙ୍ଗ୍ କଲେ ଯୁବକ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ମଥୁରା,୨୬।୯: ଉତ୍ତରପ୍ରଦେଶ ମଥୁରାରେ ଜଣେ ଯୁବକ ମଝିରାସ୍ତାରେ ନିଜ କାର୍କୁ ନିଆଁ ଲଗାଇ ଜଳାଇ ଦେଇଛନ୍ତି। ଏହା ସହିତ ସେ ଫାଇରିଙ୍ଗ୍ ମଧ୍ୟ କରିଛନ୍ତି। ଯୁବକ ଜଣଙ୍କ ସ୍ଥାନୀୟ ଦାମୋଦରପୁରାର ଶୁଭମ୍ ଚୌଧୁରୀ। ସେ ତାଙ୍କ କମ୍ପାନୀ ପାର୍ଟନର ଅଞ୍ଜନା ଶର୍ମା…
ଲଭ୍ ୟୁ ପ୍ରିୟା
ଭଲ ପାଇବାରେ ଆବିଳତା ନ ଥିଲେ ସେଥିରେ ସକ୍ସେସ ହେବାର ଚାନ୍ସ ଅଧିକ। ଗଁାରୁ ସହର ଯାଇଥିବା ପୁଅଟି ସେଠାରେ ଜଣେ ସୁନ୍ଦରୀ ପ୍ରେମରେ ପଡ଼ିଯାଏ। ହେଲେ ସେହି ଝିଅ ମନରେ ତା’ ପୂର୍ବରୁ ଆଉ ଜଣେ ବସା ବାନ୍ଧି ସାରିଥାଏ।…
ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା: ଦୁଇ ବିଭାଗରେ ଓଡ଼ିଶା ଶ୍ରେଷ୍ଠ
ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା(ଅଲ୍ ଇଣ୍ଡିଆ ସ୍କିଲ୍ କମ୍ପିଟିଶନ୍ ଫର୍ କ୍ରାଫ୍ଟସମେନ୍)ରେ ଓଡିଶାକୁ ମିଳିଛି ଦୁଇ-ଦୁଇଟି ସଫଳତା। ଦୁଇ ଓଡ଼ିଆ ବିକାଶ ଚନ୍ଦ୍ର ନାୟକ ଏବଂ ସଦାଶିବ ସାମନ୍ତରାୟ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ…
ଡାକ୍ତରଖାନାରେ ଦଲାଲରାଜ ନେଇ ମୁଖ୍ୟମନ୍ତ୍ରୀ ଖପ୍ପା
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ସରକାରୀ ହସ୍ପିଟାଲରେ ଦଲାଲ ଏବଂ ମଧ୍ୟସ୍ଥଙ୍କ ପାଦୁର୍ଭାବ ବୃଦ୍ଧିକୁ ନେଇ ଗଭୀର ଉଦ୍ବେଗ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟସ୍ଥଙ୍କ କବଳରୁ ମୁକ୍ତ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାର ଏସ୍ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର…
ଆଶାରେ ଅଂଶୁମାନ
ଅଂଶୁମାନ ସାମନ୍ତରାୟ। ଦେଖୁ ଦେଖୁ ୟା ଭିତରେ ୮ଟି ଓଡ଼ିଆ ସିନେମାରେ ଅଭିନୟ କରିସାରିଲେଣି। ଏବେ ସେ ହିନ୍ଦୀ ସିନେମାରେ ନିଜ କ୍ୟାରିୟରକୁ ଆଗେଇ ନେବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଖୁବ୍ ଶୀଘ୍ର ତାଙ୍କ ଅଭିନୀତ ‘ମାରିୟା’ ଏବଂ ‘ଏହେସାସ’ ରିଲିଜ…
ଗଁ। ପ୍ରେମରେ ଜଗା
ଜଲିଉଡ୍ ଅଭିନେତା ଜଗା ଏବେ ଗଁ। ପ୍ରେମରେ ପଡ଼ିଯାଇଛନ୍ତି। କାରଣ ଗଁ। ପରିବେଶରେ ସେ ବଢ଼ିଛନ୍ତି। ତେଣୁ ଜନ୍ମ ମାଟିର ବାସ୍ନାକୁ ସେ ବା କେମିତି ଭୁଲିଯିବେ ? ଏହାର ଅର୍ଥ ନୁହେଁ ଯେ ଜଗା ଅଭିନୟକୁ ଗୁଡବାୟ କହି ଗଁ।ରେ…
Archives


