ଲକ୍ଷ୍ମଣ ରେଖା ଡେଇଁଲା ଇସ୍ରାଏଲ୍: ରାଗରେ ନିଆଁବାଣ ହୋଇ ଇରାନ ଦେଲା ଧମକ
ତେହରାନ/ତେଲ୍ ଆଭିଭ୍,୧୪ା୬ :ଇସ୍ରାଏଲୀ ସେନା ଶୁକ୍ରବାର ଇରାନ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଆକ୍ରମଣ କରିଛି। ଇରାନ ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି କହିଛନ୍ତି, ଇସ୍ରାଏଲର ବିମାନ ଆକ୍ରମଣ ଇରାନର ସାର୍ବଭୌମତ୍ୱ…
ଛେଳି ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ପିଟିପିଟି ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ
ପାଟଣା,୧୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଶଙ୍ଖୁଆ ଗ୍ରାମରେ ଛେଳି ଚୋରିକୁ ନେଇ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଲୋକେ ଶୁକ୍ରବାର ରାତିରେ ପିଟିପିଟି ମାରି ଦେବା ପରେ ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଛନ୍ତି। ମୃତକ ଜଣକ ହେଉଛନ୍ତି ଶଙ୍ଖୁଆ…
ବୋଲେରୋ-ଟ୍ରକ୍ ମୁହାଁମୁହିଁ, ଜଣେ ମୃତ, ୯ ଆହତ
ହରଭଙ୍ଗା,୧୪ା୬(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍ ସମୟରେ ଏକ ବୋଲେରୋ ସହ ଟ୍ରକ୍ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ସୂଚନା ମୁତାବକ…
ଆମେରିକାକୁ ସିଧା ଚେତାବନୀ ଦେଲା ଇରାନ: କହିଲା, ଆମେ ଛାଡିବୁନି
ତେହରାନ/ତେଲ୍ ଆଭିଭ୍,୧୪ା୬ :ଇସ୍ରାଏଲୀ ସେନା ଶୁକ୍ରବାର ଇରାନ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଆକ୍ରମଣ କରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ଟାର୍ଗେଟ କରାଯାଇ ଏହି ଆକ୍ରମଣ ହୋଇଥିବାବେଳେ ଏଥିରେ ଇରାନ ରିଭଲ୍ୟୁଶନାରି ଗାର୍ଡସ୍ର ସୁପ୍ରିମ କମାଣ୍ଡର ହୋସେଇନ୍ ସଲାମି, ସଶସ୍ତ୍ର…
ଆଜି ପହିଲି ରଜ: ସବୁଠି ପିଠା ମିଠାର ଆସର
ଆଜି ପହିଲି ରଜ। ରଜପର୍ବକୁ ନେଇ ଗାଁରୁ ସହର ସବୁଠି ଉତ୍ସବମୁଖର । ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠା ମିଠାର ଆସର । ବିଶେଷ କରି ରଜ ଅବସରରେ ଭଳି କି ଭଳି ପିଠା ହିଁ ବଡ…
ରଜପର୍ବରେ ଅଘଟଣ: ଶାଶୁ-ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ବ୍ୟକ୍ତି
ଆନନ୍ଦପୁର,୧୪ା୬: କେନ୍ଦୁଝର ଜିଲା ଆନନ୍ଦପୁରରେ ରଜ ପର୍ବରେ ଅଘଟଣ ଘଟିଛି। ଶାଶୁ ଏବଂ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଜଣେ ବ୍ୟକ୍ତି। ସୋସୋ ଥାନା ବାଲିବରେଇ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଉଭୟେ ମହିଳା ଗୁରୁତର ଅବସ୍ଥାରେ ଆନନ୍ଦପୁରରୁ କଟକ…
ଏଇ ଭାରତରେ
ତାମିଲନାଡୁର ୪୧ ବର୍ଷୀୟ ଥୋକାପ୍ପିୟାନ ଶିବରାଜ ଜଣେ କନ୍ଷ୍ଟେବଲ। ଘର ତାମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ଶିବରାଜ ତାଙ୍କ ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି। ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ପରେ ଆଗକୁ ପଢ଼ିବାକୁ ତାଙ୍କର ଇଚ୍ଛା ଥିଲେ ବି ଅର୍ଥାଭାବ…
ଶରୀରକୁ ଫିଟ୍ ରଖେ ଦୋଳି
ରଜପର୍ବ ଭିତରେ ଝିଅ ଆଉ ମହିଳାମାନଙ୍କ ସବୁଠାରୁ ଦୁର୍ବଳତା ହେଉଛି ରଜ ଦୋଳି। ରଜ ଦୋଳି ଏଯାବତ କେବଳ ବିଭିନ୍ନ ଗାଁ ଗଣ୍ଡାରେ ନୁହେଁ ସହରରେ ମଧ୍ୟ ଏହାର ଆକର୍ଷଣ ବଢ଼ୁଛି। ତେବେ ଆମେ ଏହି ରଜ ଦୋଳି ଆଲୋଚନା ସମୟରେ…
ଗାଦି ଛାଡ଼ିବାକୁ ପଡ଼ିବ
ତ୍ୟେକ ମଣିଷ ପ୍ରକାରାନ୍ତରେ ଜଣେ ଜଣେ ଉପଭୋକ୍ତା। ଜଣେ ଉପଭୋକ୍ତା ହିସାବରେ ସେ ଚାହେଁ ବଜାରରୁ ଜିନିଷଟିଏ ବାଛିଲା ବେଳେ ବା କିଣିଲା ସମୟରେ ଜମା ଠକାମିରେ ନ ପଡୁ। ଯଦି ଆମେ କିଛି କିଣୁ ଓ ଭୁଲ୍ରେ ଖରାପ ଜିନିଷଟିଏ…
ଲୋହାନିଙ୍କୁ ଦାୟିତ୍ୱ
ଅଶ୍ୱିନୀ ଲୋହାନିଙ୍କୁ ପ୍ରଧାନମନ୍ତ୍ରୀଙ୍କ ସଂଗ୍ରହାଳୟ ଓ ପୁସ୍ତକାଳୟର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ନିଯୁକ୍ତି କେବଳ କ୍ୟାରିୟରର ଏକ ମୋଡ଼ ନୁହେଁ, ବରଂ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ଅଭିଜ୍ଞତା ସାଉଁଟିବା ପରେ ଏବେ ସେ ପୂର୍ବ ଦାୟିତ୍ୱକୁ ଫେରିଛନ୍ତି।…
ଆଜି ବିଶ୍ୱ ରକ୍ତଦାତା ଦିବସ: ସମ୍ମିଳିତ ଉଦ୍ୟମର ଆବଶ୍ୟକତା ରହିଛି
ମନୁଷ୍ୟ ଶରୀରରେ ରକ୍ତର ଆବଶ୍ୟକତା କେତେ ରହିଛି ତାହା କହିବା ଅନାବଶ୍ୟକ। ବିଶେଷଭାବରେ ଗୁରୁତର ଦୁର୍ଘଟଣାର ଶିକାର ହୋଇଥିବା କିମ୍ବା ଅପରେଶନ ସମୟ ବ୍ୟତୀତ ଆହୁରି କେତେକ ସ୍ଥଳରେ ଆକ୍ରାନ୍ତ ବ୍ୟକ୍ତି ପାଇଁ ରକ୍ତର ଆବଶ୍ୟକତା ପଡ଼ିଥାଏ। ବ୍ଲଡ ଗ୍ରୁପ୍ ଅନୁସାରେ…
ଆସିଲା ବି.ଏଡ୍ ପ୍ରବେଶିକା ପରୀକ୍ଷା ଫଳ, ୨୬ରୁ ନାମଲେଖା;ଜାଣନ୍ତୁ ସବିଶେଷ…
ଭୁବନେଶ୍ୱର,୧୩ା୬(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍, ବି.ଏଚ୍.ଏଡ୍ ଓ ଏମ୍.ଏଡ୍ରେ ନାମଲେଖାଇବା ଲାଗି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତବର୍ଷ ଏହି ତିନି ବିଭାଗରେ ମୋଟ ୨୭୫୦ଟି ସିଟ୍ ରହିଛି। ଏଥିରେ ନାମଲେଖାଇବା ପାଇଁ ୧ଲକ୍ଷ ୨୯ ହଜାର ୭୧୨ଜଣ…
Archives


