Home Left

ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବ୍ୟାପିଲା ଛାତ୍ର ଆନ୍ଦୋଳନ

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ଏବଂ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ) ପରିସରରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଅଧିକାଂଶ ପିଲା ସୋମବାର ପରୀକ୍ଷା ବର୍ଜନ କରିବା ସହ…

ଲଘୁ ଖଣିଜ ସମ୍ପଦ ଲୁଟ୍‌ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍‌, କ୍ରୋମାଇଟ ଭଳି ବୃହତ୍‌ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ, ମାଙ୍କଡ଼ା ପଥର, ମୁଗୁନି ପଥର, ମାଟି, ଚୂନପଥର ଭଳି ଅନେକ ଲଘୁଖଣିଜ ପଦାର୍ଥ ମଧ୍ୟ…

ଅତଲାପୁର ପଞ୍ଚାୟତରେ ବ୍ୟାପକ ଦୁର୍ନୀତି : ବିଡିଓଙ୍କ ନିକଟରେ ଫେରାଦ ହେଲେ ପଞ୍ଚାୟତବାସୀ

ରସୁଲପୁର,୧୭।୧୨(ଡିଏନଏ)- ରସୁଲପୁର ବ୍ଲକ ବରୀ ନିର୍ବାଚନମଣ୍ଡଳୀରେ ସାମିଲ ହୋଇଥିବା ୧୦ଟି ପଞ୍ଚାୟତ ମଧ୍ୟରୁ ଶ୍ରେଷ୍ଠ ପୁରସ୍କାରପ୍ରାପ୍ତ ଅତଲାପୁର ପଞ୍ଚାୟତରେ ଦୁର୍ନୀତିର ଗନ୍ଧ ବାରିଛନ୍ତି ଜନସାଧାରଣ। ସରକାରଙ୍କ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ଜନ ମଙ୍ଗଳକାରୀ ଯୋଜନାକୁ ତୃଣମୂଳସ୍ତରରେ ପ୍ରଣୟନ କରିବାରେ ବ୍ୟାପକ…

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଚାଷୀଙ୍କୁ କ୍ଷତି ପୂରଣ ମିଳିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି।…

ଫନୀ ମହାବାତ୍ୟାକୁ ପୂରିଲା ସାଢେ ୭ ମାସ : କାରିଗରଙ୍କୁ ମିଳିଲାନି ସହାୟତା ରାଶି

ଯାଜପୁର ଅଫିସ,୧୭ା୧୨- ଫନୀ ବାତ୍ୟା ପାଇଁ ଜଳ ସମ୍ପଦ ବିଭାଗର କ୍ଷୟକ୍ଷତି ଆକଳନ କରାଯାଇ ୩୭୦କୋଟି ୪୦ ଲକ୍ଷ ୫୦ ହଜାର ଟଙ୍କାର ବିବରଣୀ ପ୍ରଦାନ କରାଯାଇଥିଲା। ଏଥିରେ ବୃହତ୍‌ ଓ ମଧ୍ୟମ ଧରଣର ଜଳସସେଚନ ପ୍ରକଳ୍ପରେ ୩୧୧ କୋଟି ୬୫…

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ ସର୍ଭେରେ ଅଟକିଛି। ଏନେଇ ରାଜନୈତିକ ନେତୃବର୍ଗ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ଦାବି,…

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ଅଟା ଜବତ କରାଯାଇଛି। ଏ ନେଇ ନକଲି ଅଟା କାରଖାନା ମାଲିକ କେଶବଚନ୍ଦ୍ର ପାଣିଙ୍କୁ…

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ କରାଯାଇ…

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ ପରବର୍ତ୍ତୀ…

ଧନୁହରବେଲାରୀର ମମତାରାଣୀ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା…

ଏମ୍‌ଏସ୍‌ଏମ୍‌ଇ ଓ ପାରାଦୀପ ବନ୍ଦରର ପ୍ରଥମ ସମନ୍ବୟ ବୈଠକ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀଙ୍କ ପାଇଁ ବାଟ ଫିଟିବ

ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ପାରାଦୀପ ମାଛଧରା ବନ୍ଦର ସମେତ ଅନ୍ୟ ମାଛଧରା ବନ୍ଦରର…

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍‌ ସିଜନ୍‌-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?