Home Left

ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଗଣ୍ଡତୁରୁମ,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଅରେଇଗୁଡ଼ି ଗ୍ରାମରେ ବୁଧବାର ରାତିରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ହତ୍ୟା…

ଭେଡେନ୍‌ ଗଣବଳାତ୍କାର, ହତ୍ୟା ମାମଲା: ମାନବିକ ଅଧିକାର ଉଲ୍ଲଂଘନ କରିଛି ପୋଲିସ: ଓଏଚ୍‌ଆର୍‌ସି

କଟକ ଅଫିସ, ୨୬।୯: ବରଗଡ ଜିଲା ଭେଡେନ୍‌ ଥାନା ଅଞ୍ଚଳରେ ଘଟିଥିବା ତିନି ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଦୁଇ ଜଣଙ୍କୁ ହତ୍ୟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହି ଘଟଣାରେ ପୋଲିସ ମାମଲା…

ପୁଣି ଇଣ୍ଡୋନେସିଆରେ ଭୂକମ୍ପ

ଜାକର୍ତ୍ତା,୨୬।୯: ପୂର୍ବ ଇଣ୍ଡୋନେସିଆରେ ଗୁରୁବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ରହିଛି। ଅବଶ୍ୟ ଭୂକମ୍ପ ପରେ ଏବେ ସୁନାମି ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ସୂଚନାଯୋଗ୍ୟ, ଗୁରୁବାର ସକାଳ ୮ରେ…

କଂଗ୍ରେସର ୯ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ସବୁ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ବୁଧବାର ଶାସକ ବିଜେଡି ଉପନିର୍ବାଚନ ଦାୟିତ୍ୱ ନେତାଙ୍କ ମଧ୍ୟରେ ବାଣ୍ଟିଥିବା ବେଳେ କଂଗ୍ରେସ ମଧ୍ୟ ନିଜ ରଣନୀତି…

ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି: ପଶ୍ଚିମ ଓଡ଼ିଶା ନେତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆସନରେ ଗତ ଦୁଇଥର ଭଳି ବିଜୟଧାରା ବଜାୟ ରଖିବା ପାଇଁ ରଣକୌଶଳ ପ୍ରସ୍ତୁତ କରାଯାଇଛି। ସେହିକ୍ରମରେ ଦଳର ସଭାପତି…

ରେଳପଥ ସମସ୍ୟା, ବିକାଶ ନେଇ ଆଲୋଚନା କଲେ ୯ ଏମ୍‌ପି

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ବୁଧବାର ଖୋର୍ଦ୍ଧାରୋଡ ମଣ୍ଡଳ ପରିସୀମା ଅନ୍ତର୍ଗତ ଏମ୍‌ପିମାନଙ୍କ ସହ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପସ୍ଥିତ ଏମ୍‌ପିମାନେ ବୈଠକରେ ନିଜ ନିଜ କ୍ଷେତ୍ର ଭିତରେ ଆସୁଥିବା ରେଳପଥର ସମସ୍ୟା, ବିକାଶ ଓ ନୂତନ ପ୍ରକଳ୍ପ ବିଷୟରେ…

ବି.କେ. ଆର୍ଟ କଲେଜରେ ମିଳିତ ମୁଦ୍ରଣ କଳା ପ୍ରଦର୍ଶନୀ: ଛାତ୍ରାବାସ ମରାମତି ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ଚିତ୍ରକଳା, କାରୁକଳା ଓ ଭାସ୍କର୍ଯ୍ୟକୁ ବିଶ୍ୱବିଦିତ କରିବା ପାଇଁ ରାଜ୍ୟର ଚାରୁ ଓ କାରୁକଳା ଛାତ୍ରୀଛାତ୍ରମାନେ ପ୍ରୟାସ କରିବା ଆବଶ୍ୟକ ବୋଲି ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ…

ଅଣ୍ଡିଲୋ ଗଁ। ଦାଣ୍ଡରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୬।୯(ଡି.ଏନ.ଏ.): ଲଗାଣ ବର୍ଷା ଯୋଗୁ ବାଲିଅନ୍ତା ବ୍ଲକ ଅଧୀନ ଅଣ୍ଡିଲୋ ଗ୍ରାମ ଦାଣ୍ଡରେ ଆଣ୍ଠୁଏ ପାଣି ଜମି ରହୁଛି। ବର୍ଷା ପାଣି ନିଷ୍କାସନ ପାଇଁ ବାଟ ନ ଥିବାରୁ ଏଭଳି ଅବସ୍ଥା ଉପଜୁଛି। ଗ୍ରାମର ଏହା ମୁଖ୍ୟ ସମସ୍ୟା ଥିବାବେଳେ ପ୍ରଶାସନର…

ପୁନେରେ ପ୍ରବଳ ବର୍ଷା: ୭ ମୃତ, ସ୍କୁଲ, କଲେଜ ବନ୍ଦ

ପୁନେ,୨୬।୯:ମହାରାଷ୍ଟ୍ରର ପୁନେରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପର୍ଯ୍ୟନ୍ତ ବର୍ଷା ଯୋଗୁ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ସ୍ଥାନୀୟ ସ୍କୁଲ, କଲେଜ ବନ୍ଦ ଘୋଷଣା…

ଲଗାଣ ବର୍ଷାରେ ବୁଡ଼ିଲା ରାଜଧାନୀ ରାସ୍ତା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୁଇଦିନ ହେବ ଲଗାଣ ବର୍ଷା ଜାରି ରହିଛି। ତେବେ ଭୁବନେଶ୍ୱରରେ ତୁହାକୁ ତୁହା ପ୍ରବଳ ବର୍ଷା ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି…

ନାଁ ବଦଳାଇ ପୁଣି ଜବରଦଖଲ: ରଙ୍ଗିଲା ହଟିଲା, ତାରିଣୀ ଲାଗିଲା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ପ୍ରବଳ ଉତ୍ତେଜନା ଓ ଆନ୍ଦୋଳନ ପରେ ଉଚ୍ଛେଦ ହୋଇଥିଲା ମାଷ୍ଟରକ୍ୟାଣ୍ଟିନ ବସ୍‌ ଟର୍ମିନାଲ ନିକଟରେ ଜବରଦଖଲରେ ଥିବା ରଙ୍ଗିଲା ଢାବା। ମୁଖ୍ୟ ଶାସନ ସଚିବଙ୍କ ଚିଠି ଓ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ଆଧାରରେ ବିଏମ୍‌ସି ପ୍ରଥମେ ଉକ୍ତ…

ରାଜଧାନୀରେ ଯୋଜନାବଦ୍ଧ ଜବରଦଖଲ: ଗଳାବାଟ ଦେଖାଉଛନ୍ତି ଅଧିକାରୀ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଦିନ ଆସିବ ଭୁବନେଶ୍ୱରର ସରକାରୀ ଜମି ଆଉ ସରକାରଙ୍କ ହାତରେ ନ ଥିବ। ସରକାରଙ୍କ ନାଁରେ ରେକର୍ଡ ଥିବ, ହେଲେ ଉପଭୋଗ କରୁଥିବେ ଜମି ମାଫିଆ ଓ ପ୍ରଭାବଶାଳୀ ବ୍ୟକ୍ତି। ସହରରେ ବଢ଼ି ଚାଲିଥିବା ଜବରଦଖଲ ଓ ଲୋକଦେଖାଣିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri