ଟେନିସ ବେଟିଂ: ଟପ୍ ୩୦ ମଧ୍ୟରୁ ଜଣେ ଖେଳାଳି ସମ୍ପୃକ୍ତ
ବର୍ଲିନ, ୧୬।୧୨ (ଏଏଫ୍ପି)- ଏଟିପି ମାନ୍ୟତାର ଶ୍ରେଷ୍ଠ ୩୦ ମଧ୍ୟରେ ସ୍ଥାନ ପାଇଥିବା ଜଣେ ଖେଳାଳିଙ୍କ ସମେତ ମୋଟ ୧୩୫ ଜଣ ଟେନିସ ଖେଳାଳି ଅନ୍ତର୍ଜାତୀୟ ବେଟିଂ ସ୍କାଣ୍ଡାଲରେ ଜଡ଼ିତ ରହିଛନ୍ତି ବୋଲି ଜର୍ମାନ ମିଡିଆ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି।…
ଭାରତରେ ବିପକ୍ଷରେ ଟେଷ୍ଟ ନ ଖେଳିବା ଦୁର୍ଭାଗ୍ୟଜନକ: ୟାସିର ଶାହ
କରାଚୀ, ୧୬ା୧୨ (ପି.ଟି.)-ଭାରତ ବିପକ୍ଷରେ ବିଶେଷ କରି ଏକ ଦିବାରାତ୍ର ଟେଷ୍ଟ ନ ଖେଳିବା ମୋ ପାଇଁ ଦୁର୍ଭାଗ୍ୟଜନକ ବୋଲି ପାକିସ୍ତାନ ଲେଗ୍ ସ୍ପିନର ୟାସିର ଶାହ କହିଛନ୍ତି। ଟେଷ୍ଟ ମ୍ୟାଚରେ ବିରାଟ କୋହଲିଙ୍କ ଭଳି ଖେଳାଳିଙ୍କ ବିପକ୍ଷରେ ସେ ତାଙ୍କ…
ଏମ୍ଜିଏନ୍ଆରଇଜିଏସ୍ରେ କାମ କରି ପ୍ରାପ୍ୟ ମିଳିନି
ଲୋଇସିଂହା, ୧୬।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର କେତେକ ଜବକାର୍ଡଧାରୀ ଶ୍ରମିକ ଏମ୍ଜିଏନ୍ଆରଇଜିଏସ୍ରେ କାମ କରି ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଉକ୍ତ ଶ୍ରମିକ ପରିବାର ପ୍ରାପ୍ୟ ନ ପାଇ ପରିବାର ଚଳଣିରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି।…
ମେଡିକାଲ ବାରଣ୍ଡାରୁ ଶିଶୁ କନ୍ୟା ଉଦ୍ଧାର
ବାରିପଦା ଅଫିସ,୧୬ା୧୨- ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାରଣ୍ଡାରୁ ସୋମବାର ଅପରାହ୍ନରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଶିଶୁ କନ୍ୟା ପ୍ରାୟ ୧୦ ଦିନ ତଳେ ଜନ୍ମ ହୋଇଥିବା ମେଡିକାଲ କର୍ମଚାରୀମାନେ କହିଛନ୍ତି। ସୂଚନା ଅନୁଯାୟୀ, ମେଡିକାଲ…
ପାଣିରେ ବୁଡି ଶିଶୁ ମୃତ
ଖଇରା,୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ଅରୁଣ କୁମାର ଜେନାଙ୍କ ୨ବର୍ଷର ପୁଅ ଦିବ୍ୟାଂଶୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ସୋମବାର ପୂର୍ବାହ୍ନରେ ପିଲାଟି ଖେଳୁଥିବାବେଳେ ବାଡି ପୋଖରୀକୁ ଚାଲିଯାଇଥିଲେ। ସମସ୍ତଙ୍କ ଅଜାଣତରେ ପାଣିରେ…
ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ
ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଖୁଦିରାମ…
ନିଜ ଭୁଲ ପାଇଁ ପଶ୍ଚାତାପ କଲେ ଅକ୍ଷୟ
ମୁମ୍ବାଇ: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ରବିବାର ଜାମିଆ ନଗର ଓ ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ଉକ୍ତ ୨ ସ୍ଥାନରେ ପୋଲିସ ଓ ଛାତ୍ରଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧର…
ମଡେଲଙ୍କ ବଙ୍ଗଳାରୁ ଚୋରି
ଲଣ୍ଡନ,୧୬।୧୨: ଲଣ୍ଡନର ଜଣାଶୁଣା ମଡେଲ ତଥା ଟିଭି ପର୍ସନାଲିଟି ତମାରା ଏକଲେଷ୍ଟୋନଙ୍କ ଘରୁ ଚୋରି ହୋଇଥିବା ଖବର ସାମ୍ନାକୁ ଆସିଛି। ମାତ୍ର ୫୦ ମିନିଟ୍ରେ ଚୋରମାନେ ୪୭୫ କୋଟି ଟଙ୍କାର ଗହଣା ଚୋରି କରିନେଇଥିବା ଜଣାପଡ଼ିଛି। ତେବେ ତମାରାଙ୍କ ଘର ଭିଆଇପି…
ବାରାଣସୀରେ ଛୁଟି ମନାଉଛନ୍ତି ଜାହ୍ନବୀ
ଅଭିନେତ୍ରୀ ଜାହ୍ନବୀ କପୁର ଏବେ ବାରାଣସୀରେ ଛୁଟି ମନାଉଛନ୍ତି। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତାଙ୍କର ଜଣେ ବାନ୍ଧବୀଙ୍କ ସହ ସେ ଗଙ୍ଗାଘାଟରେ ଖୁବ୍ ମଜା କରୁଥିବା ଫଟୋରେ ଦେଖିବାକୁ ମିଳିଛି। ସେହିପରି ଏଠାକାର ପାରମ୍ପରିକ…
ବଲିଉଡ୍ରେ ରିଲିଜ୍ ହୋଇଥିବା ୨୦୧୯ର ବିବାଦୀୟ ଚଳଚ୍ଚିତ୍ର
ମୁମ୍ବାଇ: ବଡ ପରଦାରେ ୨୦୧୯ରେ ଆସିଥିବା କିଛି ଫିଲ୍ମ ଦର୍ଶକଙ୍କ ମନକୁ ବେଶ୍ ଛୁଇଁ ପାରିଥିଲା। ଏହାସହ ବକ୍ସ ଅଫିସରେ ଭଲ ବିଜନେସ୍ ମଧ୍ୟ କରିଥିଲା। ହେଲେ ଆଉ କିଛି ଫିଲ୍ମ ଚାଲି ଆସିଥିଲା ବିବାଦ ଘେରକୁ। ପାନିପତ: ଡିସେମ୍ବର ୬ରେ…
ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର ଖବରଦାତା ସମ୍ମିଳନୀ: ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ରବିବାର ହୋଇଥିବା ହିଂସାତ୍ମକ ପ୍ରଦର୍ଶନ ପରେ ସୋମବାର ଦିଲ୍ଲୀ ପୋଲିସ ଏକ ଖବରଦାତା ସମ୍ମିଳନୀ କରିଛି। ଏଥିରେ ପୋଲିସ ଜାମିଆ ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ ଦେଇଛି। ହିଂସା ସମୟରେ ପୋଲିସ ପକ୍ଷରୁ କୌଣସି…
ସାଉଥ୍ ଫିଲ୍ମରେ ଜାହ୍ନବୀ
ମୁମ୍ବାଇ: ବଲିଉଡ୍ ନବାଗତା ଅଭିନେତ୍ରୀ ଜାହ୍ନବୀ କପୁର ନିଜ ଅଭିନୟ ଓ ନୂଆ ନୂଆ ପ୍ରୋଜେକ୍ଟ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ୨୦୧୮ରେ ଫିଲ୍ମ ‘ଧଡକ୍’ରୁ ବଲିଉଡ୍ରେ ପାଦ ରଖିଥିବା ଏହି ଅଭିନେତ୍ରୀ ଏବେ ସାଉଥ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ପ୍ରଥମ…

