ଜାତିସଂଘକୁ ସୋଲାର ପାର୍କ ଉପହାର
ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଜାତିସଂଘ ଦ୍ୱାରା ଜାରି ସ୍ମାରକୀ ଷ୍ଟାମ୍ପ୍କୁ ପ୍ରଧାନମନ୍ତ୍ରୀ ଅନ୍ୟ ନେତାମାନଙ୍କ ଗହଣରେ…
ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ
ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ. ୧୬୩/୧୯) ରୁଜୁକରି ତଦନ୍ତ ଚଳାଇଥିଲା। ଏହି ମାମଲାରେ ବୁଧବାର ଅଭିଯୁକ୍ତଙ୍କୁ ଗିରଫ…
ରକ୍ତଦାନ ପାଇଁ ସଚେତନତା ଆଣିଲେ ଯୁବତୀ ସଂଘ; ସଚେତନତା ରାଲି ସହ ନାଟକ ମଞ୍ଚସ୍ଥ
ନୂଆପଡା ଅଫିସ,୨୬ା୯: ରକ୍ତଦାନ ମହତ ଦାନ। ଏକ ବୁନ୍ଦା ରକ୍ତ ଗୋଟିଏ ଜୀବନ ବଞ୍ଚାଇପାରିବ । ଏହା ଦ୍ୱାରା ରକ୍ତଦାତା ଏବଂ ରୋଗୀଙ୍କ ହିତ ସାଧନ ହୋଇଥାଏ । ଏଥିପାଇଁ ସମସ୍ତଙ୍କୁ ଆଗେଇ ଆସି ସଚେତନତା ଆଣିବା ଆବଶ୍ୟକତା ରହିଛି ବୋଲି…
ଅଭିଯୁକ୍ତଙ୍କ ମାମଲା ଲଢ଼ିବାକୁ ମନାକଲା ଜିଲା ଓକିଲ ସଂଘ: ୩୦ରେ କଳାହାଣ୍ଡିର ସମସ୍ତ କେନ୍ଦ୍ର, ରାଜ୍ୟ ସରକାର କାର୍ଯ୍ୟାଳୟ ବନ୍ଦ କରାଯିବ
ଭବାନୀପାଟଣା,୨୬।୯ (ଡି.ଏନ.ଏ.) କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଜିଲାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଆସନ୍ତା ୩୦ ତାରିଖରେ କୋର୍ଟ କଚେରୀ, ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାର କାର୍ଯ୍ୟାଳୟକୁ ବନ୍ଦ ପାଇଁ ସ୍ଥିର କରାଯାଇଛି। ଏଥିସହିତ…
ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍ ଦଖଲକୁ ନେଲା ଇଡ୍କୋ
କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍କୁ ବୁଧବାର ଇଡ୍କୋ ଦଖଲକୁ ନେଇଛି। ଇଡ୍କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ଏହି ଗେଷ୍ଟହାଉସ୍କୁ ଦଖଲ ନେବାପାଇଁ ଯଖପୁରା ଠାରେ ପହଞ୍ଚତ୍ଥିଲେ। ମାଜିଷ୍ଟ୍ରେଟ୍ ଭାବେ ଦାନଗଦୀ ତହସିଲଦାର…
କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ: ବିଫଳତା ସ୍ବୀକାର କଲେ ଇମ୍ରାନ୍
ନ୍ୟୁୟର୍କ,୨୬ା୯: କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତିକୀକରଣ କରାଇବାରେ ପାକିସ୍ତାନ ବିଫଳ ହୋଇଥିବା ଏହାର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ସ୍ବୀକାର କରିଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ପାଖରେ ସେ ଦୁଃଖିତ ବୋଲି ଇମ୍ରାନ୍ କହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଲାଗି ଭାରତର ନିଷ୍ପତ୍ତିକୁ…
ଟ୍ରକ୍କୁ ପଛରୁ ପିଟିଲା ବାଇକ୍, ଚାଳକ ଗୁରୁତର
କୋରେଇ,୨୬।୯(ସ୍ବ.ପ୍ର.): କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଭାରସାମ୍ୟ ହରାଇ ବାଇକ ପିଟି ହୋଇଛି। ଫଳରେ ବାଇକ୍ ଚାଳକ ଗୁରୁତର ହୋଇଛନ୍ତି। ବାଇକ୍ ଚାଳକ…
ମହିନ୍ଦ୍ରାକୁ ସମ୍ପତ୍ତି ବିକି ଦେଶ ଛାଡ଼ିବ ଫୋର୍ଡ
ନୂଆଦିଲ୍ଲୀ,୨୬ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ତଥା ପ୍ରତିଯୋଗିତାର ସମ୍ମୁଖୀନ ହୋଇ ନ ପାରିବା କାରଣରୁ ଫୋର୍ଡ ମୋଟର କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଏହା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ସହ ଆରମ୍ଭ ହେବାକୁ ଥିବା ଯୁଗ୍ମ କମ୍ପାନୀକୁ ନିଜର…
ନର୍ସିଂ ଛାତ୍ରୀ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୮ ଅଭିଯୁକ୍ତ ଗିରଫ, ଆଜି ହେବେ କୋର୍ଟ ଚାଲାଣ; ଜଣେ ନାବାଳକ ବି ସମ୍ପୃକ୍ତ
ଜୁନାଗଡ,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାକତ୍ାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପୃକ୍ତ ଥିବା ପୋଲିସ କହିଛି ।…
ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍: କୋହଲି, ଧାଓ୍ବନ ଟପ୍-୧୦ ନିକଟତର
ଦୁବାଇ,୨୬।୯(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗରେ ଭାରତୀୟ ତାରକା ଓପନର ରୋହିତ ଶର୍ମା ଗୋଟିଏ ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ଅଷ୍ଟମ ସ୍ଥାନରେ ରହିଛନ୍ତି। ଅନ୍ୟପଟେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଭିଜ୍ଞ ଓପନର ଶିଖର…
ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ ପ୍ରସ୍ତାବ ଗ୍ରହଣ କରିଛନ୍ତି ସେହି ପ୍ରସ୍ତାବକୁ ପ୍ରତ୍ୟେକ ଓଡ଼ିଶାବାସୀ ସମ୍ମତି ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ…
ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକ ବେହାଲ: ପରିବା ମାର୍କେଟରେ ଆଣ୍ଠୁଏ ପାଣି
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ.): ଗତ ଦୁଇଦିନ ଧରି ଲାଗିରହିଥିବା ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକର ଅବସ୍ଥା ବେହାଲ ହୋଇଛି। ରାସ୍ତା ଉପରେ ପାଣି ଲହଡ଼ି ମାରୁଥିଲା ବେଳେ ପରିବା ମାର୍କେଟରେ ଆଣ୍ଠୁଏ ଲେଖା ପାଣି ଜମି ରହିଛି। ଫଳରେ ପରିବା ବ୍ୟବସାୟ ଏକ ରକମର…
Archives


