ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି
କେନ୍ଦ୍ରାପଡା ଅଫିସ, ୨୬।୯: କେନ୍ଦ୍ରାପଡ଼ା ବ୍ଲକ କୁତରଙ୍ଗ ଉଚ୍ଚ ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି କରି ପଞ୍ଚାୟତବାସୀ ଜିଲାପାଳଙ୍କୁ ବୁଧବାର ଏକ ଦାବିପତ୍ର ଦେଇଛନ୍ତି। ଏ ସମ୍ପର୍କରେ ଗ୍ରାମର ନରୋତ୍ତମ ମଲ୍ଲିକ କହିଛନ୍ତି, ୧୯୮୦ ମସିହାରେ ଏହି ସ୍କୁଲ ପ୍ରତିଷ୍ଠ କରାଯାଇଥିଲା।…
ଫରେଷ୍ଟ ରେଞ୍ଜର୍ସ କଲେଜର ସମାବର୍ତ୍ତନ ସମାରୋହ ‘ଜଙ୍ଗଲ କ୍ଷେତ୍ରଫଳରେ ଚତୁର୍ଥ ସ୍ଥାନରେ ଓଡ଼ିଶା’
ଅନୁଗୋଳ ଅଫିସ, ୨୬।୯- ଓଡ଼ିଶା ଫରେଷ୍ଟ ରେଞ୍ଜର୍ସ କଲେଜ ଅନୁଗୋଳର ୧୬ତମ ସମାବର୍ତ୍ତନ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍ ଯୋଗଦେଇ ୯୬…
୫୫ କେଜି ପଲିଥିନ , ପ୍ଲାଷ୍ଟିକ ଜବତ
ଓଡ଼ଗାଁ,୨୬ା୯(ସ୍ବ.ପ୍ର.): ଏକକ ବ୍ୟବହୃତ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ଉପରେ କେନ୍ଦ୍ର ଓ ରାଜ୍ୟ ସରକାର କଟକଣା ଲାଗୁ କରୁଥିବା ବେଳେ ଏନେଇ ବ୍ୟବସାୟୀ ଓ ଗ୍ରାହକମାନେ ବେଧଡକ ଏହାର ବ୍ୟବହାର କରୁଥିବା ଦେଖିବାକୁ ମିଳିଛି । ଏପରିସ୍ଥଳେ ଓଡ଼ଗାଁରେ ବିଜେ…
ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ: ରାତିରେ ମିଳୁନି ସ୍ବାସ୍ଥ୍ୟସେବା
ନୟାଗଡ଼ ଅଫିସ,୨୬।୯: ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଜିଲା ସଦର ମହକୁମାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରହିଛି। ୨୪ ଘଣ୍ଟା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଚିକିତ୍ସାଳୟ ଥିବା ବେଳେ ରାତିରେ କିନ୍ତୁ ଠିକ୍ ଭାବେ ରୋଗୀଙ୍କୁ…
ମହାବିଦ୍ୟାଳୟ ପରିସରରେ ଅର୍ଦ୍ଧନିର୍ମିତ ସୁଇମିଂ ପୁଲ୍: ନାହିଁ ସୁରକ୍ଷା ପ୍ରାଚୀର
ନିରାକାରପୁର,୨୬ା୯(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସର୍ବପୁରାତନ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ପରିସରରେ ଦୀର୍ଘଦିନ ହେଲା ଏକ ସୁଇମିଂପୁଲ୍ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ବର୍ଷା ପାଣି ପୂର୍ଣ୍ଣହୋଇ ରହିଥିବା ସୁଇମିଂ ପୁଲ୍ରେ ସୁରକ୍ଷା ପ୍ରାଚୀର ନ ଥିବାରୁ ଏହା ସର୍ବଦା…
ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା
ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ ନିଯୁକ୍ତି ମିଳିଛି ବୋଲି ଦର୍ଶାଯାଇଛି। ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ରଣପୁର ଏନ୍ଏସିରେ ୩…
୧୬ନଂ. ଜାତୀୟ ରାଜପଥର ବାଇପାସ୍ ରୋଡ୍: ବାରମ୍ବାର ଆନ୍ଦୋଳନ ପରେ ନିର୍ମାଣ ଚାଲିଛି ୬ଲେନ ରାସ୍ତା
ରଣପୁର,୨୬।୯(ସ୍ବ.ପ୍ର.): କୋଲକତା-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ଚାନ୍ଦପୁରଠାରେ ବାଇପାସ୍ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ଓ ଆନ୍ଦୋଳନ ପରେ ୬ଲେନ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଓଭରବ୍ରିଜ କରା ନ…
ଓସିଏ ନିର୍ବାଚନ: ସ୍କୁଲ, କଲେଜ ଭୋଟରେ ଅଙ୍କ ଓଲଟିପାରେ
କଟକ ଅଫିସ,୨୬ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନକୁ ଆଉ ଗୋଟିଏ ଦିନ ବାକି ରହିଛି। ଗୁରୁବାର ରାତି ପାହିଲେ ନିର୍ବାଚନକୁ ଓହ୍ଲାଇବେ ୧୦ ପ୍ରାର୍ଥୀ। ୫ ପଦବୀ ନିମନ୍ତେ ୧୦ ଆଶାୟୀଙ୍କ ମଧ୍ୟରେ ମୁକାବିଲା ହେବ। ନିର୍ବାଚନକୁ ନେଇ ଦୀର୍ଘଦିନ ଧରି…
ଛତ୍ରପୁର ତ୍ରାହି ଅଚ୍ୟୁତ ଆଶ୍ରମ ଜମି ବିବାଦ ମାମଲା: ହାଜର ହେଲେନି ସୁରବାବା, ୧ରେ ଶୁଣାଣି
ଛତ୍ରପୁର,୨୬ା୯(ଡି.ଏନ.ଏ.)-ଛତ୍ରପୁର ତ୍ରାହି ଅଚ୍ୟୁତ ଆଶ୍ରମ ଜମି ବିବାଦ ମାମଲାରେ ବୁଧବାର ସ୍ଥାନୀୟ ଏସଡିଜେମ୍ କୋର୍ଟରେ ଚାର୍ଜଫ୍ରେମ ହୋଇପାରିନି। ମାମଲାର ଅଭିଯୁକ୍ତ ତଥା ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁରେନ୍ଦ୍ରନାଥ ମିଶ୍ର (ସୁରବାବା) ହାଜର ନ ହେବା ଏବଂ ଆପୋସ ବୁଝାମଣା ପିଟିଶନ…
ନିୟମ ଉଲ୍ଲଂଘନକାରୀଙ୍କୁ ଜଗିବ ସିସି କ୍ୟାମେରା
ଛତ୍ରପୁର,୨୬ା୯(ଡି.ଏନ.ଏ)-ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ବସଷ୍ଟାଣ୍ଡ ଅକ୍ଟୋବର ୨ ତାରିଖଠାରୁ କାର୍ଯ୍ୟକ୍ଷମ ହେବ । ଏଥିପାଇଁ ଆବଶ୍ୟକୀୟ ବୈଷୟିକ କାମ ସରିଛି। ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଓଏସ୍ଆର୍ଟିସି…
ଲଗାଣ ବର୍ଷାରେ କୃତ୍ରିମ ବନ୍ୟା
ବାଲେଶ୍ୱର ଅଫିସ,୨୬।୯- ବାଲେଶ୍ୱର ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ସହର ତଳି ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ବିପଦ ସଙ୍କେତ ଅତିକ୍ରମ କରି ପ୍ରବାହିତ ହେଉଥିବାବେଳେ…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ…
ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା…
Archives


