Home Left

ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଥିବା ବିରାଟ କୋହଲି କେତେ ପାଠ ପଢିଛନ୍ତି ଜାଣନ୍ତି

ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଛନ୍ତି। ଖୁବ୍‌ଶୀଘ୍ର ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କରିଛନ୍ତି। ତେବେ ପଡିଆରେ ବୋଲରଙ୍କ ମୁଣ୍ଡବିନ୍ଧା ସାଜିଥିବା କୋହଲି କେଉଁ…

ଏହି ଝିଅଟିର ପ୍ରଶଂସାରେ ଶତମୁଖ ହେଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ଓପନର୍‌ ରୋହିତ ଶର୍ମା ଜଣେ ୧୬ ବର୍ଷିୟା ଝିଅର ପ୍ରଂଶସାରେ ଶତମୁଖ ହୋଇଛନ୍ତି। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି ସ୍ବିଡେନର ଝିଅ ଗ୍ରେଟା ଥନବର୍ଗ।…

ବିଜେପୁର: କଂଗ୍ରେସର ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଆସନ୍ତା ୨୧ତାରିଖରେ ବିଜେପୁର ଆସନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ସବୁ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବୁଧବାର କଂଗ୍ରେସ ନିଜ ପ୍ରାର୍ଥୀ…

ଆଇବିଏସ୍‌ଏଫ୍‌ ସ୍ନୁକର ଚାମ୍ପିୟନଶିପ୍‌: ଆଡଭାନୀ- ମେହେରା ଚାମ୍ପିୟନ

ମଣ୍ଡାଲେ (ମ୍ୟାନମାର), ୨୫।୯(ପିଟି): ଏଠାରେ ଚାଲିଥିବା ଆଇବିଏସ୍‌ଏଫ୍‌ ବିଶ୍ୱ ଟିମ୍‌ ସ୍ନୁକର ଚାମ୍ପିୟନଶିପ୍‌ରେ ପଙ୍କଜ ଆଡଭାନୀ ଓ ଆଦିତ୍ୟ ମେହେରାଙ୍କୁ ନେଇ ଗଠିତ ଭାରତୀୟ ଯୋଡି ଟାଇଟଲ ହାସଲ କରିଛି। ବୁଧବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏହି ଯୋଡି ୫-୨ରେ ଥାଇଲାଣ୍ଡର…

ଜାନୁୟାରୀରେ ଭାରତ ଗସ୍ତରେ ଆସିବ ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୫।୯(ପିଟି): ଆସନ୍ତା ବର୍ଷ ଜାନୁୟାରୀରେ ଭାରତ ଗସ୍ତରେ ଜିମ୍ବାଓ୍ବେ ଦଳ ଆସିବାର ଥିଲା। କିନ୍ତୁ ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ବାସନ୍ଦ ଥିବାରୁ ଏହି ଦଳ ସ୍ଥାନରେ ଶ୍ରୀଲଙ୍କା, ଭାରତ ଗସ୍ତରେ ଆସିବ। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା

ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଘଟଣା ଗୋଟିଏ ପରେ ଗୋଟିଏ ଲୋକ ଲୋଚନକୁ ଆସୁଛି। ଭୂତ କର୍ମଚାରୀ…

ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ, ୨୫ା୯: ବଲାଙ୍ଗୀର ଜିଲା ପୁଇଁତଲା ଥାନା ପୋଲିସ ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରାଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଦୁଇ ଲୁଟେରା ହେଲେ ଲୋଇସିଂହା ଥାନା ସାଲେଭଟା ଗଁ।ର ନରେନ୍ଦ୍ର ସୁନା ଓରଫ୍‌ ନରେନ୍‌…

ମହିଳାଙ୍କୁ ନିର୍ଯାତନା, ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୫ା୯(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜି ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳା ଏତାଲା ପ୍ରକାରେ,…

ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜଳ ଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ବାଘୁଆ ଜଳସେଚନ ଉପଖଣ୍ଡ ସହକାରୀ ନିର୍ବାହୀ…

ଧାମରାରେ ଧରା ହେଲା ହ୍ବେଲସାର୍କ

ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍‌ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି। ଏହାର ନାମ ହ୍ବେଲସାର୍କ ହୋଇଥିବା ବେଳେ ଓଜନ ୧ କୁଇଣ୍ଟାଲରୁ ଅଧିକ। ଏହାକୁ ଲକ୍ଷାଧିକ…

ଭଉଣୀ ହତ୍ୟାକାରୀକୁ ଆଜୀବନ: ଭିଣୋଇ ନିର୍ଦ୍ଦୋଶରେ ଖଲାସ

ଆନନ୍ଦପୁର,୨୫। ୯(ସ୍ବ.ପ୍ର.): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ବୁଧବାର ଏକ ହତ୍ୟା ଘଟଣାର ରାୟ ପ୍ରକାଶ କରି ଭିଣୋଇକୁ ନିର୍ଦ୍ଦୋଶରେ ଖଲାସ ଏବଂ ଶାଳୀକୁ ଆଜୀବନ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଖଲାସ ହୋଇଥିବା ଭିଣୋଇ ହେଉଛନ୍ତି ଆନନ୍ଦପୁର ଥାନା…

ଜୋତା ସଫା କରିବାର ସହଜ ଉପାୟ

ବଜାରରେ ଆଜିକାଲି ସୁନ୍ଦର ଓ ମହଙ୍ଗା ଜୋତା ବିକ୍ରି ହେଉଛି। ଏହାକୁ କିଣିବା ପରେ ଅପରିଷ୍କାର ହେଲେ ସଫା କରିବା ପାଇଁ ବଜାରରୁ ନାନା ପ୍ରକାରର ଜିନିଷ ଆଣିଥାଉ। ଆଉ ଏଥିପାଇଁ ବହୁ ଖର୍ଚ୍ଚାନ୍ତ ହେବାକୁ ପଡ଼ିଥାଏ। ହେଲେ ଅଳ୍ପ ଖର୍ଚ୍ଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri