Home Left

ଥାଇରଏଡ୍‌ ପାଇଁ ମେଦବହୁଳତା ଦାୟୀ ନୁହେଁ

ଥାଇରଏଡ୍‌ ପରି ସମସ୍ୟା ପାଇଁ ମେଦବହୁଳତା ଦାୟୀ ନୁହେଁ। ଏପରି ଏକ ରୋଚକପୂର୍ଣ୍ଣ ତଥ୍ୟ ନିକଟରେ ଲୋକଲୋଚନକୁ ଆସିଛି। ଏ ସମ୍ପର୍କରେ ଦୀର୍ଘଦିନ ଧରି ଗବେଷଣା କରିବା ପରେ ଆମେରିକାସ୍ଥିତ ମିଶିଗାନ୍‌ ମେଡିକାଲ ସେଣ୍ଟରର ବିଶେଷଜ୍ଞମାନେ ଏପରି କଥା ଜାଣିପାରିଛନ୍ତି। ଗବେଷଣା…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୦ଟି ପରିବାରରର ୫୦ ବଖରା ଘର ସମ୍ପୁର୍ଣ୍ଣ ରୂପେ ପୋଡିଯାଇଛି ।…

ମ୍ୟାଲେରିଆ ଚିହ୍ନଟ କରିବାର ସହଜ ଉପାୟ

ମ୍ୟାଲେରିଆକୁ ଚିହ୍ନଟ କରିବାର ଏକ ଉପାୟ ନିକଟରେ ଉଦ୍ଭାବିତ ହୋଇଛି। ସାଧାରଣତଃ ଏହି ଜ୍ୱରକୁ ଚିହ୍ନଟ କରିବା ପାଇଁ ରକ୍ତପରୀକ୍ଷା କରାଯାଇଥାଏ। ହେଲେ ରାଇସ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ଅଭିନବ ଉପାୟରେ ମ୍ୟାଲେରିଆକୁ ଚିହ୍ନଟ କରିପାରିଛନ୍ତି। ମ୍ୟାଲେରିଆ ଦ୍ୱାରା ଆକ୍ରାନ୍ତ ବ୍ୟକ୍ତିଙ୍କ…

ଅଙ୍ଗାରକାମ୍ଳକୁ ନିୟନ୍ତ୍ରଣ କରିବ ବ୍ୟାକ୍ଟେରିଆ

ବର୍ତ୍ତମାନ ସମଗ୍ର ବିଶ୍ୱରେ ବାୟୁ ପ୍ରଦୂଷଣ ଏକ ଗମ୍ଭୀର ସମସ୍ୟା ଭାବରେ ଉଭାହୋଇଛି। ଏହାର ପ୍ରଭାବ ସିଧାସଳଖ ଜୀବଜଗତ ଉପରେ ପଡୁଛି। ତେଣୁ ବାୟୁ ପ୍ରଦୂଷଣକୁ କିପରି ଦୂରକରିହେବ ସେ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଚେଷ୍ଟା ଜାରି ରଖିଛନ୍ତି। ଏ…

ସଲମାନ କହିଲେ, କ୍ରିକେଟ ପଡିଆରେ ଏହି ଖେଳାଳି ହେଉଛନ୍ତି ଅସଲ ଦବଙ୍ଗ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଏବେ ନିଜ ଆଗାମୀ ଫିଲ୍ମ ଦବଙ୍ଗ-୩ ପ୍ରମୋଶନ କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ସେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ପ୍ରଥମ ଏକଦିବସୀୟ ମ୍ୟାଚ୍‌ର କ୍ରିକେଟ ଲାଇଭ୍‌ ଶୋ’ରେ ପହଞ୍ଚି ଫିଲ୍ମର ପ୍ରମୋଶନ…

ରାଜାଙ୍କ ରୋଗ ଓ ରୋଗଙ୍କ ରାଜା

ରକ୍ତରେ ୟୁରିକ୍‌ ଏସିଡ୍‌ ମାତ୍ରା ବଢ଼ିଗଲେ ଜାତ ହୋଇପାରେ ଗାଉଟ୍‌। ୟୁରିକ୍‌ ଏସିଡ୍‌ ସମସ୍ୟା ଦ୍ୱାରା ପୀଡ଼ିତ ଲୋକଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମାତ୍ର ଆକ୍ରାନ୍ତ ଲୋକଙ୍କ ସଂଖ୍ୟା ବଢ଼ିଲେ ବି ରୋଗଟି ସମ୍ପର୍କରେ ସଚେତନ ଥିବା ଲୋକଙ୍କ ସଂଖ୍ୟାକୁ…

ବ୍ୟକ୍ତିଗତ ଜମି ଉପରେ ପ୍ରଭାବଶାଳୀଙ୍କ ଆଖି: ନ୍ୟାୟ ନ ପାଇ ନିରୀହ ଛଟପଟ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ପ୍ରଭାବଶାଳୀଙ୍କ ଚାପରେ ସରକାରୀ ଓ ବେସରକାରୀ ବ୍ୟକ୍ତିଗତ ଜମି ଜବରଦଖଲ କ୍ୟାନ୍‌ସର ପରି ବ୍ୟାପି ଚାଲିଛି। ଏହାର ବଳିଷ୍ଠ ପ୍ରମାଣ ହେଉଛି, ଚଳିତବର୍ଷ ଭୁବନେଶ୍ୱର ସିନିୟର ସିଭିଲ କୋର୍ଟରେ ୨୧ଶହ ମାମଲା, ଜୁନିୟର ସିଭିଲ କୋର୍ଟରେ ୧୬୦୦ ମାମଲା…

ଉନ୍ନାଓ ବଳାତ୍କାର ମାମଲା: କୁଲଦୀପଙ୍କ ବିରୋଧରେ ଆସିପାରେ ରାୟ

ଲକ୍ଷ୍ନୌ,୧୬।୧୨: ଉନ୍ନାଓ ବହୁ ଚର୍ଚ୍ଚିତ ବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇପାରେ। ତିସ୍‌ ହଜାରୀ କୋର୍ଟ ଭାଜପାରୁ ବିତାଡିତ ବିଧାୟକ କୁଲଦୀପ ସେନଗରଙ୍କ ବିରୋଧରେ ରାୟ ଦେଇପାରନ୍ତି। ସୂଚନଯୋଗ୍ୟ, ୨୦୧୭ରେ ପୀଡିତାଙ୍କୁ ଅପହରଣ ପରେ ବଳାତ୍କାର କରାଯିବା ଅଭିଯୋଗ ଆସିଥିଲା। ଏଥିରେ…

ଏସ୍‌ପିଙ୍କ ନାଁରେ ଯୌନ ନିର୍ଯାତନା ଆଣିଲେ ବୋହୂ

କଟକ ଅଫିସ,୧୬।୧୨: ଦକ୍ଷିଣ ଓଡ଼ିଶାରେ କାର୍ଯ୍ୟରତ ଜଣେ ଭାରପ୍ରାପ୍ତ ଏସ୍‌ପିଙ୍କ ନାଁରେ ତାଙ୍କ ବୋହୂ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ କଟକ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ ହେବା ପରେ ଆଇପିସି ଦଫା ୩୪୨, ୩୨୩, ୩୫୪(ଏ), ୩୫୪(ଡି), ୫୦୬, ୫୦୯,…

ଠିକାଦାରଙ୍କ ଘର ଉପରକୁ ଦୁର୍ବୃତ୍ତଙ୍କ ବୋମାମାଡ଼

କଟକରୋଡ,୧୬।୧୨(ଡି.ଏନ.ଏ.): ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ଜଣେ ଠିକାଦାରଙ୍କ ଘର ଉପରକୁ ରବିବାର ରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି। ଉକ୍ତ ଠିକାଦାର ହେଲେ ଏହି ଥାନା ଅଧୀନ ରତ୍ନାକର ବାଗରେ ରହୁଥିବା ସଚିଦାନନ୍ଦ ପାତ୍ର। ସୂଚନା ଅନୁଯାୟୀ, ରାତି ପ୍ରାୟ…

ଓଏମ୍‌ଇସିଏଲ ପାଇପାରେ ୨ଟି ଖଣି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍‌ଇସିଏଲ୍‌)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍‌ ଏବଂ ଗୁହାଳୀ ଲୁହାପଥର ଖଣି। ଓଡ଼ିଶା ସରକାର ଏ ସଂକ୍ରାନ୍ତରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ସହ ଆଲୋଚନା…

ସିଏଏକୁ ବିରୋଧ ଜାରି, ଲଗାତର ୫ଦିନ ଟ୍ରେନ୍‌ ବାତିଲ୍‌: ସ୍ଥିତି ସୁଧୁରିଲେ ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ପଶ୍ଚିମବଙ୍ଗ, ଆସାମ ସମେତ କେତେକ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ଚାଲିଥିବା ଆନ୍ଦୋଳନ ଓ ହିଂସା ଯୋଗୁ ଟ୍ରେନ୍‌ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି। ସମଗ୍ର ଆସାମ, ପଶ୍ଚିମବଙ୍ଗର ହାଓଡ଼ା ଓ ଉଲୁବେରିଆ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?