ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ
ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିରେ ହତ୍ୟା କରିଥିବା…
୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା
ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର ଦେଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକମାନେ ପାନୀୟ ଜଳ ପାଇଁ ନାହିଁ…
ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଖାଲି ପଡ଼ିଛି ୩୬ ଡାକ୍ତର ପଦବୀ
ଜଗତ୍ସିଂହପୁର ଅଫିସ,୧୬ା୧୨: ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସରକାର ଯୋଜନା ପ୍ରଣୟନ କରିଛନ୍ତି। ଏହି ଅନୁଯାୟୀ ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ଦର୍ଶାଯାଉଛି। ବାସ୍ତବରେ କିନ୍ତୁ ସରକାର ଲୋକଙ୍କୁ…
ଭଙ୍ଗାଯାଉନି ବିପଦସଙ୍କୁଳ ଗୋଦାମ ଗୃହ: ଛାତ୍ରୀଛାତ୍ରଙ୍କ ପାଇଁ ବିପଦ ସାଜିଛି
ବାଲିଆ,୧୬ା୧୨: ବିରିଡ଼ି ବ୍ଲକ କାର୍ଯ୍ୟାଳୟର ମାତ୍ର ୩୦୦ ମିଟର ଦୂରରେ ରହିଛି ବିରିଡ଼ି ପ୍ରାଥମିକ ବିଦ୍ୟାଳୟ। ଏହାର ସାମ୍ନାରେ ରହିଛି ଏକ ପରିତ୍ୟକ୍ତ ଗୋଦାମ ଗୃହ। ଏହି ଗୋଦାମ ଗୃହଟି ସମ୍ପୂର୍ଣ୍ଣ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ସେଥିରେ ଅନାବନା ଗଛ ମାଡ଼ି…
ଭାଇରାଲ ହେଉଛି ୯୩ ବର୍ଷୀୟା ମହିଳାଙ୍କ ଫଟୋଶୁଟ୍
ବୟସ ବଢିଲେ ଧୀରେ ଧୀରେ ଶରୀର ଅବସ ହୋଇଯାଇଥାଏ। ଲୋକେ ଆଉ କାମଧନ୍ଦା କରିବାକୁ ଆଗ୍ରହ ପ୍ରକାଶ କରନ୍ତି ନାହିଁ। ବିଶେଷ ଭାବେ ଏମାନେ ଅନ୍ୟ ଉପରେ ନିର୍ଭର କରିବା ଆରମ୍ଭ କରି ଦିଅନ୍ତି। ହେଲେ ୯୩ ବର୍ଷୀୟ ପୋଲିନ ଏବେବି…
ହୃଦ୍ପିଣ୍ଡ ସୁସ୍ଥ ରଖେ ସୋରିଷ ତେଲ
ପ୍ରାୟ ସମସ୍ତଙ୍କ ଘରେ ପ୍ରତିଦିନ ସୋରିଷ ତେଲର ବ୍ୟବହାର କରାଯାଏ। ଖାଦ୍ୟ ପ୍ରସ୍ତୁତି ସହ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ପାଇଁ ମଧ୍ୟ ସୋରିଷ ତେଲ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଶୀତ ଦିନରେ ତ୍ୱଚା ରୁକ୍ଷ ହେବା ଏକ ସାଧାରଣ କଥା। ଆପଣ…
ଶିମରୋନ ହିଟ୍ମେୟରଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜ୍ ସ୍ଥିତି ଦୃଢ
ଚେନ୍ନାଇ,୧୫।୧୨: ଭାରତ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍ରେ ଶିମରୋନ ହିଟ୍ମେୟର ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍ ସ୍ଥିତି ଦୃଢ ରହିଛି। ୨୮୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଓ୍ବେଷ୍ଟଇଣ୍ଡିଜ୍ ୩୩ ଓଭରରେ ୧ ଉଇକେଟ ହରାଇ ୧୭୮ ରନ୍ ସଂଗ୍ରହ କରିଛି। ସାଇ…
ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ଫାରୁଖ ଅବଦୁଲ୍ଲା: ଯଶଓ୍ବନ୍ତ ସିହ୍ନା
ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ବର୍ହିର୍ବ୍ୟାପାର ତଥା ଅର୍ଥ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରଧାନମନ୍ତ୍ର୍ୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଏକ ଟୁଇଟ ଜରିଆରେ ସେ କହିଛନ୍ତି, ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ନ୍ୟାସନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା। ସେ ଫାରୁଖଙ୍କ ଅଟକ…
ଦେହବ୍ୟବସାୟ ଭିଡିଓ ଭାଇରାଲ ଘଟଣା: ହୋଟେଲରେ ଚଢ଼ାଉ, ମାଲିକ, ମ୍ୟାନେଜର ଗିରଫ
ଜଳେଶ୍ୱର,୧୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଓ ତାର ଆଖପାଖ ଅଞ୍ଚଳରେ ଥିବା ଘରୋଇ ହୋଟେଲଗୁଡ଼ିକରେ ଦେହ ବ୍ୟବସାୟ ଚାଲିଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସ୍ଥାନୀୟ ବାସିନ୍ଦା ପୋଲିସ ପ୍ରଶାସନ ପାଖରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା। ଏଭଳି…
କୋଇଲା ଉତ୍ତୋଳନରେ ଏମ୍ସିଏଲର ରେକର୍ଡ:ଡିସେମ୍ବର ୧୪ରେ ୬.୪୬ ଲକ୍ଷ ଟନ୍
ତାଳଚେର,୧୫ା୧୨(ନି.ପ୍ର.)- ମହାନଦୀ କୋଲ ଫିଲ୍ଡସ୍ ଲିମିଟେଡ (ଏମ୍ସିଏଲ)ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୧୪ ତାରିଖରେ ୬.୪୬ ଲକ୍ଷ ଟନ କୋଇଲା ଉତ୍ତୋଳନ କରି ନୂତନ ରେକର୍ଡ କରିଛି। ତାଳଚେର କୋଲଫିଲ୍ଡସରୁ ୩.୯୭,୧୩୯ ମିଲିୟନ ଟନ ଏବଂ ଇବଭାଲିରୁ ୨.୪୯.୨୬୨ ମିଲିୟନ ଟନ…
ଦିବା-ରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆର ବୃହତ୍ ବିଜୟ
ପର୍ଥ, ୧୫।୧୨ (ଏଏଫ୍ପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦିବା-ରାତ୍ର ଟେଷ୍ଟ ମ୍ୟାଚ୍କୁ ଅଷ୍ଟ୍ରେଲିଆ ୨୯୬ ରନର ବୃହତ୍ ବ୍ୟବଧାନରେ ଜିତି ନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୪୬୮ ରନର ବିଶାଳ ଟାର୍ଗେଟ୍କୁ ପିଛା କରି ନ୍ୟୁଜିଲାଣ୍ଡ ରବିବାର…
ରାଓ୍ବଲପିଣ୍ଡି ଟେଷ୍ଟ: ଡ୍ର’ ମ୍ୟାଚ୍ରେ ଆବିଦ୍ଙ୍କ ବିରଳ କୀର୍ତ୍ତିମାନ
ରାଓ୍ବଲପିଣ୍ଡି, ୧୫।୧୨ (ଏଏଫ୍ପି)- ଦୀର୍ଘ ଏକ ଦଶନ୍ଧି ପରେ ପାକିସ୍ତାନ ଏହାର ଘରୋଇ ମାଟିରେ ଖେଳିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍କୁ ଡ୍ର’ରେ ଶେଷ କରିଛି। ଶ୍ରୀଲଙ୍କା ବିପକ୍ଷ ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ ରବିବାର ଅନ୍ତିମ ତଥା ୫ମ ଦିବସରେ ବିନା…

