ଏସିଡିଟିରୁ ମୁକ୍ତି ପାଇଁ ରାନିଟିଡିନ୍ ଔଷଧ ଖାଇଲେ ହୋଇପାରେ କ୍ୟାନସର୍: ଡ୍ରଗ୍ କଣ୍ଟ୍ରୋଲର୍ ମହାନିର୍ଦ୍ଦେଶକ
ନୂଆଦିଲ୍ଲୀ,୨୫।୯: ଏସିଡିଟିରୁ ମୁକ୍ତି ଲାଗି ଡାକ୍ତର ରାନିଟିଡିନ୍ ଔଷଧ ଖାଇବାକୁ ପରାମର୍ଶ ଦେଇଥାନ୍ତି। ତେବେ ଏହାକୁ ଖାଇଲେ କ୍ୟାନସର ହେବାର ଆଶଙ୍କା ରହିଥାଏ ବୋଲି ଭାରତୀୟ ଡ୍ରଗ୍ କଣ୍ଟ୍ରୋଲର ମହାନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି। ତେଣୁ ଏହାର ଉତ୍ପାଦନ ବନ୍ଦ କରିବାକୁ ନିର୍ଦ୍ଦେଶ…
‘ହାଉସଫୁଲ୍-୪’ର ପ୍ରଥମ ପୋଷ୍ଟର ରିଲିଜ
ମୁମ୍ବାଇ: ସବୁ ଚଳଚ୍ଚିତ୍ରରେ ଦର୍ଶକଙ୍କୁ ମନୋରଞ୍ଜନର ଶତ ପ୍ରତିଶତ ଗ୍ୟାରେଣ୍ଟି ଦେଇଥାନ୍ତି ବଲିଉଡ୍ ସୁପରଷ୍ଟାର ଅକ୍ଷୟ କୁମାର। ସ୍ପଳ୍ପ ବଜେଟ୍ରେ ନିର୍ମାଣ ହୋଇଥିବା ଫିଲ୍ମଗୁଡ଼ିକ ମଧ୍ୟ ସୁପରହିଟ୍ ହୋଇଥାଏ। ଅନେକ ସମୟରେ ବାସ୍ତବଧର୍ମୀ ତ କେବେ କମେଡି ଫିଲ୍ମ କରି ବାହାବାଃ…
ଫର୍ନିଚର ଆକାରର ଗଛ ଲଗାଉଛନ୍ତି ଏହି ଦମ୍ପତି, ଦେଖିଲେ ଆଶ୍ଚର୍ଯ୍ୟ ହେବେ
ଇଂଲଣ୍ଡ : କିଛି ଗଛ ଅଦ୍ଭୁତ ଆକାରର ଥିବା ବେଳେବେଳେ ନଜରକୁ ଆସିଥାଏ। କିନ୍ତୁ ଏପରି ଅଦ୍ଭୁତ ଗଛ ଲଗାଇବାରେ ରୁଚି ରଖିଥିବା ଲୋକ ବୋଧହୁଏ କମ୍ ଅଛନ୍ତି। ଇଂଲଣ୍ଡର ଦମ୍ପତି ଗେବିନ୍ ଏବଂ ଏଲିସ୍ ମୁନ୍ରୋ ଏମିତି କିଛି ଗଛ…
ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ
କେନ୍ଦୁଝର,୨୫।୯(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କେନ୍ଦୁଝର ଦ୍ୱିତୀୟ କ୍ୟାମ୍ପସରେ ବୁଧବାର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଶୋଚନୀୟ ରାସ୍ତା, ଅଧ୍ୟାପକ ଅଭାବ, ହଷ୍ଟେଲ, ଲାବରୋଟୋରୀ, ଓ୍ବାଇଫାଇ ସୁବିଧା ନ ଥିବା ଆଦି ସମସ୍ୟା ସମାଧାନ ନେଇ ଏହି ଆନ୍ଦୋଳନ ହୋଇଛି। ବାରମ୍ବାର…
ବିଜେପୁର ଉପନିର୍ବାଚନ: ୩୦ରେ ବିଜେଡିର ନାମାଙ୍କନ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ବୈଠକ ଶେଷରେ ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,…
ବିଭତ୍ସ ହତ୍ୟା: ବାଇକ୍ ପଛରେ ଯୁବକଙ୍କୁ ବାନ୍ଧି ୧୫ କିଲୋମିଟର ଘୋଷାଡି ମାରିଲେ ଦୃର୍ବୃତ୍ତ
ଲକ୍ଷ୍ନୌ,୨୫।୯:ଉତ୍ତରପ୍ରଦେଶର ମିରଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ବେକରେ ରଶି ବାନ୍ଧି ବାଇକ୍ ପଛରେ ୧୫କିମି ଘୋଷାଡି ଘୋଷାଡି ହତ୍ୟା କରାଯାଇଛି। ତେବେ କେଉଁ କାରଣରୁ ଯୁବକଙ୍କୁ ଏଭଳି ହତ୍ୟା କରାଯାଇଛି ତାହା ସ୍ପଷ୍ଟ ଜଣାପଡିନାହିଁ। ସୂଚନାଯୋଗ୍ୟ, ମିରଟର…
ଟ୍ରମ୍ପ୍ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ
ଓ୍ବାଶିଂଟନ,୨୫।୯: ବିଦେଶରୁ ସହାୟତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ନିର୍ବାଚନ ଜିତିଥିବା ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ପକ୍ଷରୁ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରାଯାଇଛି। ତେବେ ଟ୍ରମ୍ପ୍ ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଟ୍ରମ୍ପ୍ ନିଜର…
ରାନୁଙ୍କ ଉପରେ ନିର୍ମାଣ ହେବ ବାୟୋପିକ୍, ଫେବୃୟାରୀରେ ପରଦାକୁ ଆସିବ
ମୁମ୍ବାଇ: ରେଳଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳରୁ ସୋସିଆଲ ମିଡିଆ ସେନ୍ସେଶନ। ରାତାରାତି ବଦଳିଯାଇଥିଲା ରାନୁ ଭାଗ୍ୟ। ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର୍ କା ନଗମା ହୈ’ ଗାଇବା ବେଳର ଏକ ଭିଡିଓ ଭାଇରାଲ ହେବା ପରେ…
ସ୍କୁଲଦିନର ସ୍ମୃତିକୁ ମନେ ପକାଇଲେ ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦୂରେଇ ଯାଇଛି। ନିଜ ସହର ରାଞ୍ଚିରେ ପରିବାର ସହ ସେ ସମୟ ବିତାଉଛନ୍ତି। ନିକଟରେ ଧୋନୀ ନିଜ ଇନଷ୍ଟାଗ୍ରାମରେ ଏକ ମଜାଦାର ଭିଡିଓ ଶେୟାର କରି…
ନନ୍ଦନକାନନ ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟ ଫାଟକ ବନ୍ଦ: ଉପନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ
ବାରଙ୍ଗ, ୨୫।୯(ଡି.ଏନ୍.ଏ.): ନନ୍ଦନକାନନ ପଶୁପକ୍ଷୀ ସୁରକ୍ଷା କମିଟି ପକ୍ଷରୁ ବୁଧବାର ସକାଳେ ନନ୍ଦନକାନନ ମୁଖ୍ୟ ପ୍ରବେଶପଥ ଫାଟକକୁ ବନ୍ଦ କରାଯାଇଥିଲା। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଓ ତପନ କୁମାର ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ କମିଟିର ସଦସ୍ୟମାନେ ଗେଟ କମ୍ପ୍ଲେକ୍ସ ଫାଟକ…
ଜନ୍ମଦିନରେ ଷ୍ଟ୍ରବେରି ଖାଇ ମେଡିକାଲରେ ଭର୍ତ୍ତି ହେଲେ ମହିଳା: ଗଳା ଯାଞ୍ଚ ସମୟରେ ଡାକ୍ତର ଚକିତ
ଅଷ୍ଟ୍ରେଲିଆ ମେଲବୋର୍ନରେ ଏକ ଆଶ୍ଚର୍ଯ୍ୟ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଜଣେ ମହିଳା ନିଜ ଜନ୍ମଦିନରେ ଷ୍ଟ୍ରବେରି ଖାଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରିକି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଳା ଯାଞ୍ଚ ସମୟରେ ଆଶ୍ଚର୍ଯ୍ୟ ହୋଇଛନ୍ତି। ମହିଳାଙ୍କ ବାପାଙ୍କ…
ଶିବାଜୀ ସ୍ମାରକରେ ୧୩ ଶହ କୋଟି ଦୁର୍ନୀତି: କଂଗ୍ରେସ-ଏନ୍ସିପି କଲେ ଅଭିଯୋଗ
ମୁମ୍ବାଇ,୨୫।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଏବଂ ଏନ୍ସିପି ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ କରାଯାଇଛି। ଆରବ ସାଗରରେ ମୁମ୍ବାଇ ସମୁଦ୍ର କୂଳରେ ନିର୍ମିତ ହୋଇଥିବା ଶିବାଜୀ ସ୍ମାରକରେ ୧୩ ଶହ କୋଟି ଟଙ୍କାର…
Archives


