Home Left

ଆଦିବାସୀ ମହାସଂଘ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୫।୧୨: ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀଙ୍କ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବିରେ ରବିବାର ଆଦିବାସୀ ମହାସଂଘ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଭାଗୀରଥି ହତ୍ୟାକାଣ୍ଡକୁ ୯ ବର୍ଷ ବିତି ଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କୌଣସି…

ବଲିଉଡ୍‌ରେ ୧୦ ବର୍ଷ ପୂରଣ କରିବାକୁ ଯାଉଛନ୍ତି ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ତାଙ୍କ ଅପ୍‌ କମିଂ ଫିଲ୍ମ ‘ଦବଙ୍ଗ-୩’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏକ ସାକ୍ଷାତ୍‌କାରରେ କିଛି କଥା ମନଖୋଲି କଥା ହୋଇଛନ୍ତି। ସେ କହିଛନ୍ତି ଚାହୁଁ ଚାହୁଁ ଇଣ୍ଡଷ୍ଟ୍ରୀରେ ସେ ୧୦…

ମାଇନସ୍‌ ୧୪ ଡିଗ୍ରୀ ତାପମାତ୍ରାରେ ଶୁଟିଂ କରୁଛନ୍ତି ମହାନାୟକ

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନଙ୍କୁ ଦଶନ୍ଧିର ମହାନାୟକ କୁହାଯାଏ। ଅଭିନୟ ପ୍ରତି ତାଙ୍କ ପ୍ରତିଶ୍ରୁତିବଦ୍ଧତା ଦେଖି ତାଙ୍କୁ ଏହି ଆଖ୍ୟା ଦିଆଯାଇଛି। ଅମିତାଭଙ୍କୁ ୭୭ ବର୍ଷ ହୋଇଗଲାଣି। ଗତ କିଛି ବର୍ଷ ହେବ ତାଙ୍କ ସ୍ବାସ୍ଥ୍ୟବସ୍ଥା ମଧ୍ୟ ଠିକ୍‌ ରହୁନି। କିନ୍ତୁ…

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ ଉପଗ୍ରହ ୨୦୨୦ରେ ମହାକାଶକୁ ପ୍ରେରଣ କରାଯିବ। ୨୦୨୨ ସୁଦ୍ଧା ଚାଇନା ଅନ୍ୟ ୩ଟି ଉପଗ୍ରହ…

ଏୟାର ପୋର୍ଟରେ ମେକ୍‌ଅପ୍‌ ନେଲେ କରିନା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖାଯାଇଛି ସେ ଏକ ବିମାନ ବନ୍ଦରରେ ମେକ୍‌ଅପ୍‌ ନେଉଛନ୍ତି। ଯଦିଓ ଏହା ସେମାନଙ୍କ ପାଇଁ ସାଧାରଣ ଘଟଣା ତଥାପି ଏଥିରେ କିଛି ବିଶେଷତ୍ୱ…

ବିନା କଂଗ୍ରେସରେ ସରକାର ଚଳାନ୍ତୁ ଉଦ୍ଧବ, ଭାଜପା ଦେବ ସହଯୋଗ: ରଞ୍ଜିତ ସଭରକର

ନୂଆଦିଲ୍ଲୀ,୧୫।୧୨: ରାହୁଲ ଗାନ୍ଧୀଙ୍କ ବିବାଦୀୟ ବୟାନକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଲାଣି। ବୀର ସଭରକରଙ୍କ ନାତି ରଞ୍ଜିତ ସଭରକର ଏବେ ମହାରାଷ୍ଟ୍ରର ମେଣ୍ଟ ସରକାରରୁ କଂଗ୍ରେସକୁ ବାହାର କରି ଦେବାକୁ କହିଲେଣି। ଏମିତି କଲେ ଭାରତୀୟ ଜନତା ପାର୍ଟି(ଭାଜପା)କେବେ ତାଙ୍କ…

ସମ୍ପୂର୍ଣ୍ଣ ଭାଙ୍ଗିପଡିଥିଲେ ଏହି କ୍ରିକେଟର୍‌, କହିଲେ ଗର୍ଲଫ୍ରେଣ୍ଡ୍‌ ନ ଥିଲେ…

ଅଷ୍ଟ୍ରେଲିଆର ଅଲରାଉଣ୍ଡର ଗ୍ଲେନ ମାକ୍ସଓ୍ବେଲ୍‌ ଗତ ୪ରୁ ୫ ବର୍ଷ ଲଗାତାର କ୍ରିକେଟ ଖେଳିବା ପରେ ମାନସିକ ଏବଂ ଶାରୀରିକ ଭାବେ ଥକି ପଡିଛନ୍ତି। ଏହି କାରଣରୁ ଗତ ଅକ୍ଟୋବର ମାସରୁ କ୍ରିକେଟରୁ କିଛି ଦୂରେଇ ରହିବାକୁ ବାଧ୍ୟ ହୋଇଛନ୍ତି। ନିକଟରେ…

ଭାରତୀୟ ଦଳକୁ ଡବଲ ଝଟ୍‌କା

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳକୁ ଇନିଂସ ଆରମ୍ଭରୁ ଡବଲ ଝଟ୍‌କା ଲାଗିଛି। ଦକ୍ଷ ଓପନର ଲୋକେଶ ରାହୁଲ (୬) ଓ ଅଧିନାୟକ ବିରାଟ କୋହଲି (୪) ଆଉଟ୍‌ ହୋଇ ପ୍ୟାଭିୟନ ଫେରିସାରିଛନ୍ତି।…

ନେହେରୁ, ଇନ୍ଦିରାଙ୍କ ବିରୋଧରେ ମନ୍ତବ୍ୟ ଦେଇ ଗିରଫ ହେଲେ ବଲିଉଡ୍‌ ଅଭିନେତ୍ରୀ ପାୟଲ

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇ ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗୀ ଗିରଫ ହୋଇଛନ୍ତି। ଏନେଇ ପାୟଲ ଫେସବୁକ୍‌ରେ ସୂଚନା ଦେଇଛନ୍ତି। ତାଙ୍କୁ ରାଜସ୍ଥାନ ପୋଲିସ ଗିରଫ କରିଥିବା ସେ କହିଛନ୍ତି। ଆଇଟି…

ଜୋତା ଚୋରାଇବାରୁ ରାଗିଗଲେ ବର, ବିବାହ ଭାଙ୍ଗିଦେଲେ କନ୍ୟା

ମୁଜାଫରନଗର, ୧୫।୧୨: ବିବାହ ସମୟରେ ଜୋତା ଚୋରାଇବା ଏକ ପରମ୍ପରା ରହିଛି। କନ୍ୟାଙ୍କ ଭଉଣୀ ଏହି ପରମ୍ପରା ନିଭାଇବାର ବିଧି ରହିଛି। କିନ୍ତୁ ଏହି ଜୋତା ଚୋରା ପରମ୍ପରା ଯୋଗୁ ଏକ ବିବାହ ଭାଙ୍ଗିଯାଇଛି। ଉତ୍ତର ପ୍ରଦେଶର ମୁଜାଫରନଗରରେ ଘଟିଛି ଏଭଳି…

ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ ଏହି ଡାଏଟ୍‌ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ

ନିୟମିତ ଜୀବନଶୈଳୀ ଏବଂ ସନ୍ତୁଳିତ ଖାଦ୍ୟପେୟ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟାରୁ ମୁକ୍ତି ପାଇପାରିବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ। ତେଣୁ କିଛି ଡାଏଟ୍‌ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେବ ନାହିଁ। ଜାଣନ୍ତୁ ଏ…

ବୁଟ୍‌ କିଣିବାକୁ ଅର୍ଥ ନ ଥିବାରୁ ବ୍ୟାଣ୍ଡେଜ ବାନ୍ଧି ଦୌଡ଼ି ଜିତିଲେ ୩ ସ୍ବର୍ଣ୍ଣ

ମାନିଲା,୧୫।୧୨- ଫିଲିପାଇନ୍ସରେ ଜଣେ କୁନି ବାଳିକା ଆଥ୍‌ଲେଟଙ୍କ କ୍ରୀଡ଼ା ପ୍ରତି ସମର୍ପଣ ସଭିଙ୍କୁ ଚକିତ କରିଛି। ବୁଟ୍‌ କିଣିବାକୁ ଅର୍ଥ ନ ଥିବାରୁ ପାଦରେ ବ୍ୟାଣ୍ଡେଜ ବାନ୍ଧି ଦୌଡ଼ିଥିଲେ। ଆଉ ଜିତିଲେ ୩ ସ୍ବର୍ଣ୍ଣ। ରିୟା ବୁଲୋସ ନାମ୍ନୀ ଆଥ୍‌ଲେଟ ଆନ୍ତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?