ପ୍ରଥମେ ବ୍ୟାଟିଂ କରିବ ଭାରତ
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା ପରେ କାକର ପଡ଼ିବାର…
ପର୍ଯ୍ୟଟନସ୍ଥଳୀ: ଐତିହାସିକ ଥଙ୍ଗାସେରୀ ଦୁର୍ଗ
କେରଳର କୋଲ୍ଲାମ୍ ସହର ଅନ୍ତର୍ଗତ ଏକ ତଟୀୟ ଅଞ୍ଚଳ ହେଉଛି ଥଙ୍ଗାସେରୀ। ଏଠାରେ ରହିଛି ଏକ ପ୍ରାଚୀନ ଦୁର୍ଗ, ଯାହାର ନାଁ ହେଲା ଥଙ୍ଗାସେରୀ ଦୁର୍ଗ। ସେଣ୍ଟ ଥୋମାସ୍ ଦୁର୍ଗ ଭାବେ ବି ଏହା ପରିଚିତ… ଥଙ୍ଗାସେରୀ ହେଉଛି କେରଳର କୋଲ୍ଲାମ୍…
ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟି ପୂର୍ବତନ କ୍ରିକେଟର ହଟହଟା
ମେରଟ,୧୫।୧୨- ଏକ ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟିବା କାରଣରୁ ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ପ୍ରବୀଣ କୁମାର ହଟହଟା ହୋଇଛନ୍ତି। ଏ ନେଇ ଟିପିନଗର ଥାନାରେ ଅଭିଯୋଗ ହୋଇଛି। ସ୍କୁଲ ବସରୁ ଛୁଆମାନେ ଓହ୍ଲାଉଥିବାବେଳେ କାର ପାଇଁ ରାସ୍ତା ନ ଥିବାରୁ ଏହି…
ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍କୁ ହସ୍ତାନ୍ତର
ଜମନକିରା,୧୫।୧୨(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ ଜମନକିରା ଥାନା ବଲବସପୁର ନିତ୍ୟା ବଲୁଆଙ୍କ ପୁଅ ପିଙ୍କୁ (୧୨), କୁଚିଣ୍ଡା ଥାନା ଅନ୍ତର୍ଗତ…
କଳାକାର ହେବା ସହଜ ନୁହେଁ: ଅଜୟ
କଳାକାର ହେବା ଛୋଟିଆ କଥା ନୁହେଁ। ଯିଏ ନିଜର ସବୁ ସୁଖଦୁଃଖକୁ ପଛରେ ପକେଇ ମଞ୍ଚ ଉପରେ ଅଭିନୟ କରିପାରେ ସେ ହିଁ ସଚ୍ଚା କଳାକାରଟିଏ ହୋଇପାରେ। ଏକଥା କହନ୍ତି ଯାତ୍ରା ଜଗତର ଜଣେ ଲୋକପ୍ରିୟ ଅଭିନେତା ଅଜୟ ସ୍ବାଇଁ। ତାଙ୍କ…
ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ: ନଷ୍ଟ କଲେ ଧାନଫସଲ
ଖୋର୍ଦ୍ଧା ଅଫିସ,୧୫।୧୨: ଖୋର୍ଦ୍ଧା ବନଖଣ୍ଡ ବେଗୁନିଆ ବ୍ଲକର ଦେଉଳି ପଞ୍ଚାୟତ ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଗୋଡ଼ ଗାଁ ଭିତରକୁ ୨ଟି ହାତୀ ପଶି ଆସି ରଣ ବିଜୁଳି, ପତିତ ଶ୍ରୀଚନ୍ଦନ, ରାଜ ବେହେରାଙ୍କର…
ଜଙ୍ଗଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ, ଘଟଣାସ୍ଥଳରେ ଉତ୍ତେଜନା
ପରଜଙ୍ଗ,୧୫।୧୨(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଏକ ଗ୍ରାମର ବେରଣା ବଡକଟା ଜଙ୍ଗଲରୁ ରବିବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ବୁଧେଇ ବେହେରା (୬୦)। ତେବେ ହାତୀ ଆକ୍ରମଣରେ…
‘ପରିଚୟ’ ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କ ପରଲୋକ
ମୁମ୍ବାଇ,୧୫।୧୨: ବଲିଉଡ୍ର ୭୦ ଦଶକର ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି। ବଲିଉଡ୍ ମୁଭି ‘ପରିଚୟ’ରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିବା ବେଳେ ୧୯୭୩ର କ୍ଲାସିକାଲ ମୁଭି ‘ଗରମ ହାଓ୍ବା’ ପାଇଁ ବଲିଉଡ୍ରେ ତାଙ୍କର ସ୍ବତନ୍ତ୍ର…
ନିଆରା ଗୁରୁଦକ୍ଷିଣା: ଶିକ୍ଷୟିତ୍ରୀଙ୍କ ବିବାହରେ କନ୍ୟାଦାନ କଲେ ଛାତ୍ରୀଛାତ୍ର
ଯୋଧପୁର,୧୫।୧୨: ଗୁରୁଦକ୍ଷିଣା ଭାବେ ଛାତ୍ରୀଛାତ୍ରମାନେ ଶିକ୍ଷାଦାତାଙ୍କୁ ବିଭିନ୍ନ ଉପହାର ଦେଇଥାନ୍ତି। ଏହା ଭାରତୀୟ ସଂସ୍କୃତିରେ ବେଶ୍ ପ୍ରଚଳିତ। ରାଜସ୍ଥାନ ପାଲିସ୍ଥିତ ସୁନ୍ଦରନଗରଠାରେ ଥିବା ରାଜଶ୍ରୀ ସ୍କୁଲର ଛାତ୍ରୀଛାତ୍ର ସେମାନଙ୍କ ଶିକ୍ଷୟିତ୍ରୀଙ୍କୁ ଏକ ନିଆରା ଗୁରୁଦକ୍ଷିଣା ଦେଇଛନ୍ତି। ଶିକ୍ଷୟିତ୍ରୀ ହେମା ପ୍ରଜାପତଙ୍କର ମାତାପିତା…
ମାଆଙ୍କ ଡ୍ରାଇଭିଂ ଲାଇସେନ୍ସ ପାଇଁ ଏମିତି କଲେ ପୁଅ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବ୍ରାଜିଲ୍: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ ଥିଲା। ତେଣୁ ତାଙ୍କ ପୁଅ ଏକ ଅଜବ ଉପାୟ ଆପଣାଇ ହରଡ଼ଘଣାରେ ପଡ଼ିଛନ୍ତି। ଯାହା…
ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର
ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍ଡିଜେଏମ୍ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ…
ସରକାର ରାହୁଲଙ୍କ ବିରୋଧରେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ: ରଞ୍ଜିତ ସଭରକର
ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍ ଇନ୍ ଇଣ୍ଡିଆ’ ବୟାନକୁ ନେଇ ବିବାଦ ଥମୁନାହିଁ। ଏବେ ଏହି କଥା ଦେଶପ୍ରେମୀ ବୀର ସଭରକରଙ୍କ ପର୍ଯ୍ୟନ୍ତ ପହଞ୍ଚିଲାଣି। ଗୋଟିଏ ଦିନ ପୂର୍ବରୁ ରାହୁଲ କହିଥିଲେ ଯେ ସେ ରାହୁଲ ସଭରକର ନୁହନ୍ତି,…

