‘ଡିସେମ୍ବର ୬ରୁ ରାମମନ୍ଦିର ନିର୍ମାଣ’
ଏଟା,୨୫ା୯(ଆଇଏଏନ୍ଏସ୍): ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୬ ତାରିଖରୁ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ମଙ୍ଗଳବାର ଭାଜପା ଏମ୍ପି ସାକ୍ଷୀ ମହାରାଜ କହିଛନ୍ତି। ଉତ୍ତରପ୍ରଦେଶର ଉନ୍ନାଓ ଆସନର ଭାଜପା ଏମ୍ପି ସାକ୍ଷୀ କହିଛନ୍ତି, ରାମମନ୍ଦିର ସମ୍ପର୍କିତ ମାମଲାର ଶୁଣାଣି ପ୍ରାୟ ଶେଷ…
ଚିନ୍ମୟାନନ୍ଦଙ୍କ ଜାମିନ ଆବେଦନ ଖାରଜ
ଶାହଜାହାନପୁର,୨୫ା୯(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଥିବା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ଜାମିନ ଆବେଦନକୁ ଉତ୍ତରପ୍ରଦେଶର ଶାହଜାହାନପୁର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଖାରଜ କରିଦେଇଛନ୍ତି। ସେସନ୍ସ କୋର୍ଟରେ ଏନେଇ ଆବେଦନ କରିବାକୁ କୋର୍ଟ ପରାମର୍ଶ…
‘କଶ୍ମୀର ସ୍ଥିତି ଅତି ଖରାପ’
ଜମ୍ମୁ,୨୫ା୯(ପି.ଟି.): ଜମ୍ମୁ-କଶ୍ମୀର ସ୍ଥିତି ଅତ୍ୟନ୍ତ ଖରାପ ରହିଛି ବୋଲି ବରିଷ୍ଠ କଂଗ୍ରେସ ନେତା ଗୁଲାମନବୀ ଆଜାଦ୍ ମଙ୍ଗଳବାର କହିଛନ୍ତି। ବର୍ତ୍ତମାନ ସେ ଗଣମାଧ୍ୟମକୁ କିଛି କହିବେ ନାହିଁ। ଯାହା କହିବାର ଅଛି ଗସ୍ତ ଶେଷ ହେବା ପରେ ହିଁ କହିବେ। ତାଙ୍କୁ…
ଗଞ୍ଜାମ ଜିଲାରେ ସ୍କୁଲ ଛୁଟି ଘୋଷଣା
ବ୍ରହ୍ମପୁର ଅଫିସ,୨୫।୯:ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗଞ୍ଜାମ ଜିଲାରେ ମଧ୍ୟ ଗତ ତିନିଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସତର୍କତା ଅବଲମ୍ବନ କରିଛି ଗଞ୍ଜାମ ଜିଲା ପ୍ରଶାସନ। ବୁଧବାର ଜିଲାର ସମସ୍ତ…
୨୫ ହଜାର କୋଟିର ମନିଲଣ୍ଡରିଂ ମାମଲା: ପାଓ୍ବାରଙ୍କ ବିରୋଧରେ ଇଡିର ତନାଘନା
ନୂଆଦିଲ୍ଲୀ,୨୫ା୯(ପି.ଟି.): ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର ଏବେ ମନି ଲଣ୍ଡରିଂ ମାମଲାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି। ସେ ଓ ତାଙ୍କ ପୁତୁରା ଅଜିତ ପାଓ୍ବାରଙ୍କ ସହ ତତ୍କାଳୀନ ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କର ଅଧ୍ୟକ୍ଷ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜାଲରେ ପଡ଼ିଛନ୍ତି। ଏନେଇ…
ବୋରିସ୍ଙ୍କୁ ସୁପ୍ରିମକୋର୍ଟ ଝଟକା: ପାର୍ଲାମେଣ୍ଟ ନିଲମ୍ବନ ବେଆଇନ
ଲଣ୍ଡନ,୨୫ା୯ (ପି.ଟି./ଆଇଏଏନ୍ଏସ୍): ବ୍ରିଟେନ ପାର୍ଲାମେଣ୍ଟକୁ ନିଲମ୍ବନ କରିବା ବେଆଇନ ଓ ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ଐତିହାସିକ ନିଷ୍ପତ୍ତି ଯୋଗୁ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନଙ୍କୁ ଶକ୍ତ ଝଟକା ଲାଗିଛି। ମାସ ଆରମ୍ଭରେ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍…
ସିଇଓଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ:ଯୋଗଦେଲେନି କଂଗ୍ରେସର ପ୍ରତିନିଧି
ଭୁବନେଶ୍ୱର, ୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନିମନ୍ତେ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସୁରେନ୍ଦ୍ର କୁମାର ଭାରତ ନିର୍ବାଚନ ଆୟୋଗଙ୍କ ଦ୍ବାରା ବିଜେପୁର ଉପନିର୍ବାଚନ ପାଇଁ…
ଚାଇନାକୁ ଟ୍ରମ୍ପ୍ଙ୍କ ନାଲିଆଖି
ନ୍ୟୁୟର୍କ,୨୫ା୯: ବେଜିଂର ବାଣିଜି୍ୟକ ସ୍ବେଚ୍ଛାଚାରିତା ଶେଷ ହୋଇଛି। ହଂକଂବାସୀଙ୍କ ଗଣତାନ୍ତ୍ରିକ ଉପାୟରେ ଜୀବନକୁ ଚାଇନା ସୁରକ୍ଷା ଦେଉ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ବାଣିଜ୍ୟ ଓ ହଂକଂ ପ୍ରସଙ୍ଗରେ ଚାଇନାକୁ ଏଭଳି ଭାଷାରେ ଚେତାବନୀ ଦେଇଛନ୍ତି। ଜାତିସଂଘ ସାଧାରଣ ସଭା…
ଯନ୍ତ୍ରୀମାନଙ୍କ ବଦଳି ପାଇଁ ଜାରି ହେଲା ନୂଆ ସଂକଳ୍ପପତ୍ର
ଭୁବନେଶ୍ୱର,୨୫-୯(ବ୍ୟୁରୋ):ଓଡ଼ିଶା ଯନ୍ତ୍ରୀ ସେବା(ଓଇଏସ୍) ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର୍ସ ସର୍ଭିସ(ଓଡିଇଏସ୍) କ୍ୟାଡରମାନଙ୍କ ବଦଳି ପାଇଁ ଏକ ଅନ୍ତରୀଣ ସଂକଳ୍ପପତ୍ର ଜାରି କରାଯାଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ମଙ୍ଗଳବାର ଏହା ପ୍ରକାଶ ପାଇଛି। ଯନ୍ତ୍ରୀମାନଙ୍କ ବଦଳି ପାଇଁ ମୁଖ୍ୟତଃ ୮ ଦିଗ ଉପରେ…
ବିଜେପୁର ଉପନିର୍ବାଚନ:ଆଜି ପ୍ରାର୍ଥୀ ଘୋଷଣା କରିପାରେ କଂଗ୍ରେସ
ଭୁବନେଶ୍ୱର,୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନେଇ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଜୋର୍ଦାର ଆରମ୍ଭ କରାଯାଇଛି। ନାମାଙ୍କନ ଦାଖଲ ପାଇଁ ଆସନ୍ତା ୩୦ ଶେଷ ତାରିଖ ଥିବାବେଳେ ଏହା ପୂର୍ବରୁ ରାଜ୍ୟର ପ୍ରମୁଖ ୩ ଦଳ କାହାକୁ ପ୍ରାର୍ଥୀ କରିବେ ସେନେଇ ମାନସମନ୍ଥନ ଚଳାଇଛନ୍ତି।…
ଉଚ୍ଚଶିକ୍ଷା ବିଭାଗର କଡ଼ା ନିଷ୍ପତ୍ତି:କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେଶିିନ
ଭୁବନେଶ୍ୱର, ୨୫-୯(ବ୍ୟୁରୋ):କାର୍ଯ୍ୟରେ ଠକୁଥିବା କର୍ମଚାରୀଙ୍କ ପାଇଁ ଉଚ୍ଚଶିକ୍ଷା ବିଭାଗ କଡ଼ା ନିଷ୍ପତ୍ତି ନେଇଛି। କର୍ମଚାରୀମାନେ ଆଉ ଅଳ୍ପ ସମୟ କାମ କରି ପଳାଇ ଯାଇପାରିବେ ନାହିଁ। କାରଣ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟର୍ ସିଷ୍ଟମ୍ ଲାଗିବ। ରାଜ୍ୟ…
ପିଓକେରେ ଶକ୍ତିଶାଳୀ ଭୂକମ୍ପ:୨୬ ମୃତ
ଇସ୍ଲାମାବାଦ/ନୂଆଦିଲ୍ଲୀ,୨୫-୯(ପି.ଟି.) :ପାକ୍-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍ରେ ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୨୬ ଜଣ ପ୍ରାଣ ହରାଇଥିବାବେଳେ…
Archives


