ଗୋଟିଏ ଦିନ ଘୁଞ୍ଚିଲା ବିସିସିଆଇ ନିର୍ବାଚନ: ବିନୋଦ
ନୂଆଦିଲ୍ଳୀ,୨୪।୯(ପି.ଟି.)- ବହୁ ପ୍ରତିକ୍ଷୀତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ତାରିଖରେ ଗୋଟିଏ ଦିନ ଅଦଳବଦଳ ହୋଇଛି। ପୂର୍ବରୁ ଏହି ନିର୍ବାଚନ ଅକ୍ଟୋବର ୨୨ ତାରିଖରେ ହେବାର ଥିଲା। ତେବେ ବର୍ତ୍ତମାନ ଏହାକୁ ୨୩ ତାରିଖରେ ଆୟୋଜନ କରାଯିବ ବୋଳି…
ନୀତୀଶ କୁମାରଙ୍କ ଗାଡି ଉପରକୁ କାଳିମାଡ
ପାଟନା,୨୪।୯: ବିହାର ମୁଜଫରନଗରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡି ଉପରକୁ ମଙ୍ଗଳବାର ଗରିବ ଜନକ୍ରାନ୍ତି ଦଳର କର୍ମକର୍ତ୍ତମାନେ କାଳି ମାଡ କରିବା ସହ କଳା ପତାକା ପ୍ରଦର୍ଶନ କରିଛନ୍ତି। ଏଥିସହ କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରିବା ସହ ନାରା ଲଗାଇଥିଲେ। ସୂଚନାଯୋଗ୍ୟ,…
ମାଡିଆସୁଛି ବାତ୍ୟା ‘ହିକ୍କା’: ଏହିସବୁ ଜାଗାରେ ରଚିବ ତାଣ୍ଡବ
ନୂଆଦିଲ୍ଲୀ,୨୪।୯: ଆରବ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ହିକ୍କା’ରେ ପରିଣତ ହୋଇଛି। ଫଳରେ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ଓମାନ ଉପକୂଳରେ ଲ୍ୟାଣ୍ଡଫଲ କରିବ। ଏହାଦ୍ୱାରା ଓମାନ…
ଆଜମଙ୍କ ଘର ଗେଟ୍ରେ ଲାଗିଛି ୮୦ରୁ ଊର୍ଦ୍ଧ୍ୱ ମାମଲାର ନୋଟିସ
ରାମପୁର,୨୪।୯: ଉତ୍ତରପ୍ରଦେଶ ରାମପୁରସ୍ଥିତ ସମାଜବାଦୀ ପାର୍ଟି(ଏସ୍ପି)ର ଏମ୍ପି ଆଜମ ଖାନଙ୍କ ବାସଭବନର ମୁଖ୍ୟ ଗେଟ ସମ୍ମୁଖରେ ୮୦ରୁ ଊର୍ଦ୍ଧ୍ୱ ମାମଲାରେ କୋର୍ଟଙ୍କ ନୋଟିସ ଲାଗିଥିବା ଦେଖିବାକୁ ମିଳିଛି। ଏହି ନୋଟିସ ଏତେ ମାତ୍ରାରେ ଲାଗିଛି ଯେ ତାଙ୍କ କବାଟ ସମ୍ପୂର୍ଣ୍ଣ ଘୋଡେଇ…
ବ୍ଲକରେ ଖୋଲିବ ଡିଏଲ୍ କ୍ୟାମ୍ପ: ମନ୍ତ୍ରୀ
ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଶୋଧିତ ମୋଟର ଯାନ ଆଇନ-୨୦୧୯ ଲାଗୁ ହେବା ପରେ ରାଜ୍ୟରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ହେଲେ ଗ୍ରାମାଞ୍ଚଳରେ ଚାଳକମାନେ ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିଟି…
ଏହି ମହିଳାଙ୍କ ଆଖିରୁ ଲୁହ ବଦଳରେ ବାହାରୁଛି କ୍ରିଷ୍ଟାଲ
ୟେରେଭାନ୍,୨୪।୯:ଆର୍ମେନିଆର ସ୍ପେଣ୍ଡରିଆନରେ ବାସ କରୁଥିବା ଜଣେ ମହିଳାଙ୍କ ଆଖିରୁ ପ୍ରତିଦିନ ଲୁହ ବଦଳରେ ୫୦ଟି କ୍ରିଷ୍ଟାଲ(ସ୍ପଟିକ) ବାହାରୁଛି। ଡାକ୍ତର ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେଟନିକ୍ କାଜର଼୍ୟାନ୍ ନାମକ ଏହି ମହିଳା ଜଣଙ୍କୁ କେଉଁ ରୋଗ ହୋଇଛି ତାହାର ସନ୍ଧାନରେ ଲାଗିପଡିଛନ୍ତି…
ଏବେ ସାଧାରଣ ଲୋକେ ବୁଲିପାରିବେ ସିଆଚିନ ଗ୍ଲାସିୟର
ଲେହ,୨୪।୯: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧ କ୍ଷେତ୍ର ହେଉଛି ସିଆଚିନ ଗ୍ଲାସିୟର। ଯେଉଁଠାରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଥିଲା। ସିଆଚିନ୍ ବେସ୍ କ୍ୟାମ୍ପର ଉଚ୍ଚତା ୧୬ରୁ ୨୦ ହଜାର ଫୁଟ ରହିଥିବା ବେଳେ ସେଠାରେ ଯବାନଙ୍କୁ ମୁତୟନ କରାଯାଇଛି। ଏହି…
ଭାରତର କୋରିଆ ବ୍ୟାଡମିଣ୍ଟନ୍ କୋଚ୍ କିମ୍ଙ୍କ ଇସ୍ତଫା
ନୂଆଦିଲ୍ଲୀ,୨୪।୯(ପି.ଟି.)- ଭାରତୀୟ ସିଙ୍ଗଲ୍ସ ମହିଳା ବ୍ୟାଡମିଣ୍ଟନ କୋଚ୍ ତଥା ପି.ଭି. ସିନ୍ଧୁଙ୍କ ବିଦେଶୀ କୋଚ୍ କିମ୍ ଜି ହ୍ୟୁନ୍ ଇସ୍ତଫା ଦେଇଛନ୍ତି। ଗତ ବିଶ୍ୱ ଚାମ୍ପିୟନଶିପ୍ରେ ସିନ୍ଧୁ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ ଓ ଏହି ସଫଳତାରେ କିମ୍ଙ୍କ ଯଥେଷ୍ଟ ଅବଦାନ…
କୋର୍ଟରେ ଆତ୍ମସମର୍ପଣ କଲେ ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ମଙ୍ଗଳବାର ରାଉରକେଲା ଏସ୍ଡିଜେଏମ୍ଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ରଘୁନାଥପଲ୍ଲୀ ଥାନାର ଏକ ଠକେଇ ମାମଲାରେ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।
ଚୋରା ଚାଲାଣ ବେଳେ ବନ ବିଭାଗର ଚଢ଼ାଉ: କଲରାପତରିଆ ବାଘ ଚମଡ଼ା ଜବତ, ୬ ଗିରଫ
ଦେବଗଡ,୨୪।୯(ଡି.ଏନ୍.ଏ): କଲରାପରତରିଆ ବାଘ ଚମଡ଼ା ଚୋରାଚାଲାଣ ବେଳେ ଦେବଗଡ଼ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ଜଣେ ନାବାଳକଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ ବାଘଛାଲ ଓ ଚୋରା ଚାଲାଣରେ ବ୍ୟବହୃତ ଏକ ବୋଲେରୋ ଜବତ କରାଯାଇଛି। ଗିରଫ…
ନିଜ ଭାଷଣରେ ଟ୍ରମ୍ପ-ମୋଦିଙ୍କ ଭଳି ନେତାଙ୍କୁ ସ୍ତବ୍ଧ କରିଦେଲେ ୧୬ ବର୍ଷୀୟା ଝିଅ
ନ୍ୟୁୟର୍କ,୨୪।୯: ସ୍ବିଡେନର ୧୬ ବର୍ଷୀୟା ଝିଅ ଗ୍ରେଟା ଥନବର୍ଗ ଏବେ ଚର୍ଚ୍ଚାରେ। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି ଗ୍ରେଟା। ଜାତିସଂଘର ମହାସଚିବ ଏଣ୍ଟିନିୟୋ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ,…
ମେସିଙ୍କୁ ଫିଫା ପ୍ଲେୟାର ଅଫ୍ ଦି ଇୟର ପୁରସ୍କାର, ରାପିନୋ ଶ୍ରେଷ୍ଠ ମହିଳା ଫୁଟବଲର
ମିଲାନ,୨୪।୯(ଏଏଫ୍ପି)-ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ତଥା ବାର୍ସିଲୋନା ଷ୍ଟ୍ରାଇକର ଲିଓନେଲ ମେସି ପୁଣି ଥରେ ଫିଫା ପ୍ଲେୟାର ଅଫ୍ ଦି ଇୟର ପୁରସ୍କାର ହାସଲ କରିଛନ୍ତି। ସେହିପରି ଆମେରିକୀୟ ମହିଳା ପେସାଦାର ଫୁଟବଲର ମେଗାନ ରାପିନୋ ମହିଳା ବର୍ଗରେ ଶ୍ରେଷ୍ଠ ଖେଳାଳି ବିବେଚିତ…
Archives


