କ୍ରିକେଟ ପାଇଁ ଐତିହାସିକ ଦିନ, ଆଜିର ଦିନରେ ହିଁ ଭାରତ ପାକିସ୍ତାନକୁ ଧୂଳି ଚଟାଇଥିଲା
ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିର ଦିନରେ ହିଁ ଭାରତ ପାକିସ୍ତାକୁ ଧୂଳି ଚଟାଇଥିଲା। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆଜିକୁ ଠିକ୍ ୧୨ ବର୍ଷ ପୂର୍ବେ ଅର୍ଥାତ୍ ସେପ୍ଟେମ୍ବର ୨୪, ୨୦୦୭ରେ ପାକିସ୍ତାନକୁ…
ନୋବେଲ ପୁରସ୍କାର ନ ମିଳିବାରୁ ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
ନ୍ୟୁୟର୍କ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ନ ମିଳିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ନୋବେଲ ଶାନ୍ତି ପୁରସ୍କାରର ଚୟନ ଉପରେ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଯଦି ନିରପେକ୍ଷ ଭାବରେ ବିଚାର କରାଯାଇ ଏହି…
ଛାତ୍ରୀଛାତ୍ରଙ୍କୁ ଜୀବନଗାଥା ଶୁଣାଇଲେ ଦିଲ୍ଲୀ ଶିଳ୍ପୀ
ପୁରୁଣା ଭୁବନେଶ୍ୱର,୨୪।୯(ଡି.ଏନ୍.ଏ): କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି। ସେହିପରି ଦିଲ୍ଲୀର ଶିଳ୍ପୀ ଶ୍ରବଣ ଚୌଧୁରୀ ସୋମବାର ଧଉଳି ଚାରୁକଳା ମହାବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକମାନଙ୍କ…
ନିର୍ମାଣାଧୀନ ହବିଷିଆଳି ଆଶ୍ରୟସ୍ଥଳ ବୁଲିଲେ ଜିଲାପାଳ
ପୁରୀ ଅଫିସ, ୨୪।୯: ଆସୁଛି ଧର୍ମ ମାସ କାର୍ତ୍ତିକ। ଆଉ ୨୦ଦିନ ପରେ ହବିଷ ବ୍ରତ ପାଳନ କରିବାକୁ ପୁରୀକୁ ଆସିବେ ହଜାର ହଜାର ହବିଷିଆଳି। ପ୍ରାୟ ମାସେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବେ। ତେବେ ବିଗତ କିଛିବର୍ଷ ହେବ…
ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକ
ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଦୟନୀୟ ହୋଇପଡ଼ିଛି। ଅସଜଡ଼ା ଅର୍ଥନୀତି ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ୫%କୁ ଖସି ଆସିଛି। ଗୋଟିଏ ପଟେ ରୋଜଗାର କମିଥିବାବେଳେ ଅନ୍ୟପଟେ ଶିକ୍ଷା, ସ୍ବାସ୍ଥ୍ୟ, ଗୃହ ନିର୍ମାଣ…
ୟୁନାଇଟେଡ୍ ବ୍ୟାଙ୍କରୁ ଚୋରି ଉଦ୍ୟମ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଶିଳ୍ପାଞ୍ଚଳରେ ଥିବା ୟୁନାଇଟେଡ ବ୍ୟାଙ୍କରୁ ରବିବାର ରାତିରେ ଏକ ବଡ ଧରଣର ଚୋରି ଉଦ୍ୟମ ହୋଇଛି। ଦୁର୍ବୃତ୍ତମାନେ ମୁହଁରେ କଳା କପଡ଼ା ବାନ୍ଧି ବ୍ୟାଙ୍କର ଝରକା ତାଡ଼ିି ବ୍ରାଞ୍ଚ ମ୍ୟାନେଜରଙ୍କ ରୁମ୍ରେ ପଶିଥିଲେ। ସେଠାରେ କେତେକ…
ଓଡ଼ିଶାରେ ପ୍ରଥମ ବ୍ୟବସ୍ଥା: କଏଦୀ ବ୍ୟବହାର କରିବେ ସ୍ମାର୍ଟ କାର୍ଡ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ପ୍ରାୟ ୧୮ ହଜାର କଏଦୀ ରହୁଛନ୍ତି। ସେମାନେ ଯେପରି ଜେଲ ଭିତରେ ସୁବିଧାରେ ରହିବେ ସେଥିଲାଗି ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୂଆ ନୂଆ ପଦକ୍ଷେପ ନିଆଯାଉଛି। ଏଣିକି କଏଦୀମାନେ ଜେଲ୍ ଭିତରେ ସ୍ମାର୍ଟ କାର୍ଡ…
ଭାରତକୁ ପ୍ରଥମ ବିଶ୍ୱ ଚାମ୍ପିଅନ୍ କରାଇବାରେ ଥିଲା ଏହି ଖେଳାଳିଙ୍କ ବଡ ହାତ
ଭାରତର ପ୍ରସିଦ୍ଧ ଅଲରାଉଣ୍ଡ ତଥା ୧୯୮୩ ବିଶ୍ୱକପର ହିରୋ ମହିନ୍ଦର ଅମରନାଥଙ୍କ ଆଜି ୬୯ତମ ଜନ୍ମଦିନ। ସେପ୍ଟେମ୍ବର ୨୪ ୧୯୫୦ ପଟିଆଲାରେ ଜନ୍ମଗ୍ରହଣ କରିଥିବା ଅମରନାଥଙ୍କ ପିତା ଲାଲା ଅମରନାଥ ମଧ୍ୟ ଜଣେ ଲୋକପ୍ରିୟ କ୍ରିକେଟର୍ ଥିଲେ। ତାଙ୍କ ପିଢିକୁ ଆଗକୁ…
ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
କଟକ ଅଫିସ, ୨୪।୯: ଗତ ସାଧାରଣ ନିର୍ବାଚନରେ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ପ୍ରଭୁ ଜାନି ବିଜୟୀ ହୋଇଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରଭୁ ଜାନିଙ୍କ ସହ ସିପିଆଇ(ଏମ୍/ଏଲ୍)ର ପୂର୍ଣ୍ଣ ମାଣ୍ଡାଙ୍ଗି, ବିଏସ୍ପିର ଅନୀତା ସଗରିଆ, ଭାଜପାର…
ରାନୁ ମଣ୍ଡଳଙ୍କୁ ଫ୍ଲାଟ୍ ଉପହାର ଦେବା ଖବର ଏକ ଗୁଜବ: ସଲମାନ୍ ଖାଁ
ମୁମ୍ବାଇ,୨୪।୯: ରେଳଷ୍ଟେଶନରେ ଗୀତ ଗାଇ ପରେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହୋଇଥିବା ରାନୁ ମଣ୍ଡଳଙ୍କୁ ସଲମାନ୍ ଖାଁ ୫୫ ଲକ୍ଷ ଟଙ୍କାର ଏକ ଫ୍ଲାଟ୍ ଉପହାର ଦେଇଥିବା ଖବର କିଛିଦିନ ତଳେ ପ୍ରଚାରିତ ହୋଇଥିଲା। ତେବେ ଏହା ଏକ ଗୁଜବ ବୋଲି…
ରାଜଧାନୀ ଏକ୍ସପ୍ରେସ୍ରେ ପ୍ରଦର୍ଶିତ ହେବ କଳା, ସଂସ୍କୃତି
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜଧାନୀ ଏକ୍ସପ୍ରେସ୍ରେ ସ୍ଥାନ ପାଇବ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ। ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ବହିର୍ବିଭାଗରେ ଉଚ୍ଚ ମାନର ଭିନାଇଲ ବ୍ୟବହାର କରାଯାଇ ଓଡ଼ିଶାର ସୌନ୍ଦର୍ଯ୍ୟକୁ ପ୍ରଦର୍ଶିତ କରାଯିବ। ରାଜଧାନୀ ଏକ୍ସପ୍ରେସର ୩ଟି ଯାକ ରେକ୍ରେ ନାଲ୍କୋ…
ଭୁବନେଶ୍ୱରରେ ବଢ଼ିଚାଲିଛି ମୋଟର ଯାନ: କାର୍ଯ୍ୟକାରୀ ହେବ ଲୋ କାର୍ବନ ମୋବିଲିଟି ପ୍ଲାନ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଅନୁଯାୟୀ ୨୦୧୯ରେ ପଞ୍ଜୀକୃତ ଗାଡ଼ି ସଂଖ୍ୟା ହେଉଛି ୧୪ ଲକ୍ଷ, ଯାହା ସହରର ଜନସଂଖ୍ୟା(ପ୍ରାୟ ୧୦ ଲକ୍ଷ)ଠାରୁ ଯଥେଷ୍ଟ ଅଧିକ। ୮୦%ରୁ ଊର୍ଦ୍ଧ୍ୱ ଲୋକ ଗମନାଗମନ ପାଇଁ ନିଜସ୍ବ ଗାଡ଼ି ଉପରେ ନିର୍ଭର…
Archives


