ଚାଉଳ ନ ପାଇ ତାତିଲେ ହିତାଧିକାରୀ
କପ୍ତିପଦା,୨୪ା୯(ଡି.ଏନ୍.ଏ.)- ରାସନକାର୍ଡ ସହ ଆଧାର ଲିଙ୍କ୍ରେ ବିଳମ୍ବ ଯୋଗୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଲାବଣ୍ୟଦେଇପୁର ପଞ୍ଚାୟତର ଶତାଧିକ ଗ୍ରାମବାସୀ ରାସନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏହାର ପ୍ରତିବାଦରେ ସୋମବାର ଶତାଧିକ ହିିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ହୋହଲ୍ଲା କରିଥିଲେ।…
ରାଜ୍ୟଗୁଡ଼ିକୁ କେନ୍ଦ୍ରର ସର୍କୁଲାର ଜାରି;ଗାଡ଼ିର ଚାଲାଣ କାଟିବା ପୂର୍ବରୁ ଆପ୍ ମାଧ୍ୟମରେ ଯାଞ୍ଚ କର
ନୂଆଦିଲ୍ଲୀ,୨୪-୯: ଗାଡିର ଯାଞ୍ଚ ବେଳେ ଚାଳକଙ୍କ ଦ୍ୱାରା ମୂଳ କାଗଜପତ୍ର ଦାଖଲ କରାଯାଇ ନ ପାରିଲେ ଏମ୍-ପରିବହନ କିମ୍ବା ଇ-ଚାଲାଣ ମାଧ୍ୟମରେ ଯାଞ୍ଚ କରିବା ପରେ ରାଜ୍ୟ ସରକାରଙ୍କ ପରିବହନ ବିଭାଗ କିମ୍ବା ପୋଲିସ ଚାଲାଣ କାଟିପାରିବେ ବୋଲି କେନ୍ଦ୍ର ସରକାର…
ଆରଟିଓଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ:ଏମ୍ଭିଆଇଙ୍କୁ ବଦଳି ଦାବିରେ ବିକ୍ଷୋଭ
ଢେଙ୍କାନାଳ ଅଫିସ,୨୪ା୯ ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ବେଆଇନ କାର୍ଯ୍ୟକଳାପ ଓ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ୫ଟି ଟ୍ରକ ମାଲିକ ସଂଘର କର୍ମକର୍ତ୍ତା। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦାୟିତ୍ୱରେ ଥିବା ଏମ୍ଭିଆଇଙ୍କ ବଦଳି ଦାବିରେ ସଂଘଗୁଡିକର କର୍ମକର୍ତ୍ତାମାନେ ସୋମବାର ଜିଲା କାର୍ଯ୍ୟାଳୟ…
ପୌର ଓ ବ୍ଲକ କାର୍ଯ୍ୟାଳୟରେ ଏମ୍ପିଙ୍କ ସମୀକ୍ଷା:ସଫେଇ ପାଇଁ କର୍ତ୍ତୃପକ୍ଷଙ୍କୁ ତାଗିଦ
ଅନୁଗୋଳ ଅଫିସ, ୨୪।୯ ଅନୁଗୋଳ ବ୍ଲକ ଓ ପୌରପାଳିକାର କାର୍ଯ୍ୟ ସମୀକ୍ଷା କରିଛନ୍ତି ଢେଙ୍କାନାଳ ଏମ୍ପି ମହେଶ ସାହୁ। ପ୍ରଥମେ ସେ ପୌରପାଳିକା କାର୍ଯ୍ୟାଳୟରେ ପହଞ୍ଚି ଏକ ବୈଠକରେ ଯୋଗ ଦେଇଥିଲେ। ପରେ ୨ନଂ ୱାର୍ଡ ପରିଦର୍ଶନ କରି ସହରର ପରିମଳ…
ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାତ୍କାର -ଭିଡିଓ ଭାଇରାଲ ପରେ ପୀଡିତା ଥାନାରେ ଅଭିଯୋଗ କଲେ
ଜୁନାଗଡ଼,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଏକ ଗଣ ବଳାତ୍କାର ଘଟଣା ଘଟିଛି। ଜଣେ ନର୍ସିଂ ଛାତ୍ରୀଙ୍କୁ ଲିଫ୍ଟ ଦେବା ଆଳରେ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯାଇଛି ା ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ା ଏ ନେଇ ଜୁନାଗଡ ଥାନାରେ…
ରାଜନୀତିରେ ଯୋଗଦେବାକୁ ଦୂତୀ ଆଗ୍ରହୀ
ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାରେ। ମାତ୍ର ଏଥର କୌଣସି ଖେଳ ପାଇଁ ନୁହେଁ ବରଂ ସେ ରାଜନୀତିରେ ଯୋଗଦେବାକୁ ଆଗ୍ରହୀ ବୋଲି ପ୍ରକାଶ କରି ଚର୍ଚ୍ଚାରେ ରହିଛନ୍ତି। ଏଥିପାଇଁ ସୋସିଆଲ…
ଓସିଏ ନିର୍ବାଚନ :ସଭାପତି ପଦବୀରେ ପଙ୍କଜ-ପ୍ରଦୀପ ଲଢ଼େଇ
କଟକ ଅଫିସ,୨୪ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନକୁ ଆଉ ୩ ଦିନ ବାକି । ଗୁପ୍ତରେ ଚାଲିଛି ଅଙ୍କକଷା, ଭୋଟ ବ୍ୟାଙ୍କ ପ୍ରସ୍ତୁତି। ଦୁଇଟି ଗୋଷ୍ଠୀ ଏଥର ନିର୍ବାଚନରେ ଲଢ଼ୁଛନ୍ତି । ଉଭୟ ବିଜୟୀ ହେବାର ଆଶା ବାନ୍ଧିଛନ୍ତି । ଏପରିକି…
ଭାରତରେ ଏନ୍ବିଏର ପଦାର୍ପଣ ନେଇ ଚର୍ଚ୍ଚା :ମୁମ୍ବାଇରେ ଖେଳାଯିବ ଇଣ୍ଡିଆନା ପେସର୍ସ ଓ ସାକ୍ରାମୋଣ୍ଟୋ କିଙ୍ଗ୍ସ ମ୍ୟାଚ୍
ମୁମ୍ବାଇ,୨୪।୯(ପି.ଟି.)- ହାଇପ୍ରୋଫାଇଲ ବାସ୍କେଟ ବଲ୍ ଲିଗ୍ ଏନ୍ବିଏ(ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଏଥର ଭାରତରେ ପଦାର୍ପଣ କରିବାକୁ ଯାଉଛି। ଏବେ ଏହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଛି। ଆସନ୍ତା ଅକ୍ଟୋବର ୪ ଓ ୫ ତାରିଖରେ ମୁମ୍ବାଇରେ ଏନ୍ବିଏର କୋତୋଟି ପ୍ରି-…
ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ
ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ ଜଣାପଡ଼ିଛି, ଯଦି ଆପଣ ଦୀର୍ଘ ସମୟ ଧରି ଟିଭି ଦେଖୁଥାନ୍ତି କିମ୍ବା କମ୍ପ୍ୟୁଟର୍ ଏବଂ…
ଲୋ-ବ୍ଲଡ୍ପ୍ରେସର୍ଠାରୁ ରଖେ ଦୂରେଇ ଏସବୁ ଘରୋଇ ଉପାୟ…
ପରିବର୍ତ୍ତିତ ଜୀବନ ଶୈଳୀରେ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କୁ ଲୋ-ବ୍ଲଡ୍ପ୍ରେସର୍ ହୋଇଥାଏ। ବସିବା ଜାଗାରୁ ଉଠି ପଡ଼ିଲେ ହଠାତ୍ ଅନ୍ଧାର ଦିଶିବା, ହାଲିଆ ଲାଗିବା, ମୁଣ୍ଡ ବୁଲାଇବା ଆଦି ଲୋ-ବ୍ଲଡ୍ପ୍ରେସରର ଲକ୍ଷଣ। ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଏହାର ଅନେକ…
ମାତ୍ର ୯ମ ଯାଏ ପଢିଛନ୍ତି ଭାରତର ଏହି ଷ୍ଟାର୍ ଅଲରାଉଣ୍ଡର
ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଦମଦାର ପ୍ରଦର୍ଶନ କରୁଥିଲେ ମଧ୍ୟ ପାଠ ପଢ଼ାରେ ସେତେଟା ଭଲ ନୁହନ୍ତି। ଭାରତୀୟ ଦଳର ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମାତ୍ର ନବମ ଶେଣୀ ଯାଏ ପାଠ ପଢିଛନ୍ତି। ତାଙ୍କ ପିତା ହିମାଂଶୁ ପାଣ୍ଡ୍ୟା ଜଣେ…
ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ
୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର ସୁନ୍ଦର ଚିତ୍ର ତିଆରି କରୁଛନ୍ତି। ମାତ୍ର ୯ ବର୍ଷ ବୟସରୁ ସେ ଏହି କାମରେ…
Archives


