ଡିକି ଭାଙ୍ଗି ୨୫ ହଜାର ଲୁଟ୍
ଫୁଲବାଣୀ ଅଫିସ, ୨୩ା୯- ଫୁଲବାଣୀ ସହରରେ ଲୁଟେରା ମାତିଛନ୍ତି। ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହେଉନାହିଁ। ସୋମବାର ଏକ ବାଇକ୍ର ଡିକି ଭାଙ୍ଗି ୨୫ ହଜାର ଟଙ୍କା, ବିଭିନ୍ନ ବ୍ୟାଙ୍କର ପାସବୁକ୍, ଏଟିଏମ କାର୍ଡ, ଚେକ ବୁକ୍ ସମେତ ପେନଡ୍ରାଭଇ ଲୁଟି…
ତ୍ୱରାନ୍ବିତ ହେଲା ମିଶନ ‘ବିୟୁଟି ସିଟି’
ବାଲେଶ୍ୱର ଅଫିସ,୨୩।୯-ବାଲେଶ୍ୱର ସହରକୁ ‘ବିୟୁଟି ସିଟି’ରେ ପରିଣତ କରିବା ପାଇଁ ଆରମ୍ଭ ହୋଇଥିବା ମିଶନ କିଛିଦିନ ସ୍ଥଗିତ ହେବା ପରେ ସୋମବାର ପୁଣି ତ୍ୱରାନ୍ବିତ କରାଯାଇଛି। ସହରର ସମସ୍ତ ଜବରଦଖଲ ଶେଷ ହେବା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ବୋଲି…
ଆମ୍ବଲାନ୍ସକୁ ଧକ୍କା ଦେଲା ଗୋରୁ ବୋଝେଇ ପିକ୍ଅପ୍: ୧୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଜଣେ ଆହତ
ବାହାନଗା,୨୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ଚିତାପଦା ଡାଇଭର୍ଶନଠାରେ ସୋମବାର ଏକ ଆମ୍ବଲାନ୍ସ ପଛପଟୁ ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଧକ୍କା ଦେଇଥିଲା ା ଫଳରେ ଆମ୍ବଲାନ୍ସର ହେଲପର୍ ଗୁରୁତର ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକେ ଗୋରୁ ବୋଝେଇ…
ନୂଆପାଲିରେ ଚାଷୀ ଆତ୍ମହତ୍ୟା ଅଭିଯୋଗ : କ୍ଷତିପୂରଣ ଦାବି
ବରଗଡ଼ ଅଫିସ,୨୩।୯: ବରଗଡ଼ ବ୍ଲକ ଅନ୍ତର୍ଗତ ଏସ୍ ଡୁମ୍ବେରପାଲି ପଞ୍ଚାୟତ ଅନ୍ତର୍ଗତ ନୂଆପାଲି ଗ୍ରାମର ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ବୁର୍ଲା ମେଡିକାଲ ଫାଣ୍ଡିରେ ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ରସିକ ସାହୁଙ୍କ ପୁଅ…
ଜାତୀୟ ରାଜପଥରେ ଜଳିଗଲା ଚଳନ୍ତା ହାଇଓ୍ବା: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
ବଡ଼ବିଲ,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ୫୨୦ନଂ. ଜାତୀୟ ରାଜପଥର ବାରବାଙ୍କଠାରେ ସୋମବାର ମଧ୍ୟାହ୍ନରେ ଏକ ହାଇଓ୍ବା ଟ୍ରକ୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଅଳ୍ପକେ ଡ୍ରାଇଭର ବର୍ତ୍ତିଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ରୁଗୁଡିରୁ ଭଦ୍ରାସାହି ଅଭିମୁଖେ ଆସୁଥିବା…
ହାଇସ୍କୁଲରେ ପାଠପଢାଇଲେ ମନ୍ତ୍ରୀ ପ୍ରତାପ ଜେନା
କୁଆଁରମୁଣ୍ଡା,୨୩।୯(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମଝରିଆ ହାଇସ୍କୁଲକୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ଅଚାନକ ପରିଦର୍ଶନ କରିଥିଲେ। ଏହି ସମୟରେ ସ୍କୁଲର ପ୍ରବେଶପଥ ଠାରୁ ଆରମ୍ଭ କରି ରୋଷେଇଶାଳ, ବଗିଚା ଇତ୍ୟାଦି ପରିଦର୍ଶନ…
ଏଟିଏମ୍ କାର୍ଡ ବଦଳାଇ ଟଙ୍କା ଲୁଟ୍ : ଯୁବକ ଗିରଫ
ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡ୍ରେ ଥିବା ଏକ ଏଟିଏମ୍ରୁ ସୁଦର୍ଶନପୁର ଗ୍ରାମର ରଶ୍ମିତା ଦାସ ନାମ୍ନୀ ଜଣେ ମହିଳା ଟଙ୍କା ଉଠାଉଥିବା ବେଳେ ଲୁଟ୍ର ଶିକାର ହୋଇଛନ୍ତି। ପାଖରେ ଛିଡ଼ା ହୋଇଥିବା ଜଣେ ଯୁବକ ତାଙ୍କ…
ଶରୀରକୁ ସତେଜ ରଖିବା ପାଇଁ ଗାଧୋଇବାବେଳେ ଆପଣାନ୍ତୁ ଏହି ଉପାୟ…
ଗାଧୋଇବା ପରେ ପୁରା ଦିନ ଫ୍ରେଶ୍ ଲାଗେ ବୋଲି ଅଧିକାଂଶ ଲୋକଙ୍କର ବିଶ୍ୱାସ ରହିଛି। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍ ଅନୁଭବ କରନ୍ତି ନାହଁି। ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍ ଲାଗିବ ବୋଲି…
ମହାରାଷ୍ଟ୍ରରେ ୨୦୧୯ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି
ନୂଆଦିଲ୍ଲୀ, ୨୩।୯: ଚଳିତ ଥର ଆମ୍ ଆଦ୍ମୀ ପାର୍ଟି (ଏଏପି) ୨୦୧୯ ମହାରାଷ୍ଟ୍ର ବିଧାନସଭା ଆସନ ପାଇଁ ନିର୍ବାଚନ ଲଢ଼ିବ ବୋଲି ଜଣାପଡ଼ିଛି। ଏନେଇ ଏଏପି ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୫୦ଟି ଆସନ ପାଇଁ ଦଳ…
ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା
କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା ଗୁମ୍ପାର ସ୍ବର୍ଣ୍ଣିମ ଦର୍ଶନ କରିପାରିବେ। ମା’ବୈଷ୍ଣୋଦେବୀଙ୍କ ଶ୍ରାଇନ ବୋର୍ଡ ଦ୍ୱାରା ମା’ଙ୍କ ପ୍ରାଚୀନ ଗୁମ୍ଫାର…
ଦିନକୁ ଦେଢ ଲିଟର କଫି ପିଉଥିବା ଏହି ଶିଶୁ କନ୍ୟା
ଶିଶୁମାନେ କଫି ପିଇବା କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। କିନ୍ତୁ ଇଣ୍ଡୋନେସିଆର ଏକ ଶିଶୁ କନ୍ୟା ୧୪ ମାସ ବୟସରେ ଦିନକୁ ଦେଢ ଲିଟର କଫି ପିଇବା ଆଶ୍ଚର୍ଯ୍ୟ କର ଘଟଣା। ଏହାପରେ ବି ଶିଶୁଟି ସମ୍ପୂର୍ଣ୍ଣ ସୁସ୍ଥ ରହିଥିବା…
କେଦାରନାଥରେ ତୀର୍ଥଯାତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ଡେରାଡୁନ,୨୩।୯: ଉତ୍ତରାଖଣ୍ଡ କେଦାରନାଥରେ ସୋମବାର ଏକ ବଡ଼ ଦୁର୍ଘଟଣା ହେବାରୁ ଅଳ୍ପକେ ବର୍ତ୍ତିଯାଇଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଉଡାଣ ଭରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ହେଲିକପ୍ଟରର ବହୁ କ୍ଷତି ହୋଇଥିବା ବେଳେ ଏଥିରେ ପାଇଲଟ ସମେତ…
Archives


