ବିଦ୍ୟାଳୟରେ ବଜ୍ରପାତ: ୪ ଛାତ୍ରୀଛାତ୍ର, ପାଚିକା ଆହତ
ମାର୍ଶାଘାଇ, ୨୩।୧୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର କଣକଶୋଟି ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ସୋମବାର ବଜ୍ରପାତଘଟି ୪ ଛାତ୍ରୀଛାତ୍ରଙ୍କ ସମେତ ଜଣେ ବାଚିକା ଆହତ ହୋଇଛନ୍ତି। ଚିକତ୍ସା ପାଇଁ ସେମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକତ୍ସା ପରେ…
ପାରିବାରିକ କଳହ ହେଲା କାଳ : ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ କୋର୍ଟ ଚାଲାଣ
ପାଟଣା,୨୩।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହାର ମୁଣ୍ଡାସାହିରେ ପାରିବାରିକ କଳହ କାଳ ହୋଇଛି। ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ପ୍ରାଣହାନି ଘଟିଥିବାବେଳେ ସ୍ବାମୀଙ୍କୁ କୋର୍ଟ ଚାଲାଣ କରାଯିବା ପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରବିବାର ସାରେ…
କୋଲ୍ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା
ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍ସିଏଲ୍ ଲଖନପୁର କ୍ଷେତ୍ର ଅଧୀନ ବେଲପାହାଡ, ଲଖନପୁର ଆଦି ଖୋଲାମୁହଁ କୋଇଲା ଖଣି ଅଞ୍ଚଳରେ…
ଠିକା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ସାଢ଼େ ୬ ଲକ୍ଷ
ରାଉରକେଲା ଅଫିସ, ୨୩।୧୯: ସୁନ୍ଦରଗଡ଼ ଜିଲା ରାଉରକେଲା ମହାନଗର ନିଗମ ଅଫିସ ସମ୍ମୁଖରୁ ଜଣେ ଠିକା କମ୍ପାନୀ କର୍ମଚାରୀ ସୋମବାର ସାଢ଼େ ୬ ଲକ୍ଷ ଟଙ୍କା ଲୁଟ୍ର ଶିକାର ହୋଇଛନ୍ତି। କର୍ମଚାରୀଜଣଙ୍କ ବ୍ୟାଙ୍କରୁ ଟଙ୍କା ଉଠାଇ ନିଜର ଜଣେ ବନ୍ଧୁଙ୍କ ସହ…
ଅଧାରେ ରହିଗଲା ଦୁବାଇ ସ୍ବପ୍ନ: ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ
ଅମରାବତୀ,୨୩।୯: ସୋସିଆଲ ମିଡିଆରେ ଟିକ୍ଟକ୍ ଭିଡିଓର ଏବେ ଟ୍ରେଣ୍ଡ ଚାଲିଥିବା ବେଳେ ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଯାଇସାରିଲାଣି। ହେଲେ କାହାରିବି ଚେତା ପଶୁନି। କିଛି ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ତେଲେଙ୍ଗାନାର ନିଜାମାବାଦରେ। ସୂଚନାଯୋଗ୍ୟ, ତେଲେଙ୍ଗାନାର ଗୋନୁଗୋପାଲ୍ଲା ଗଁାରେ…
ସ୍ବତନ୍ତ୍ର ଟି୨୦ ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ଧାଓ୍ବନ
ବାଙ୍ଗାଲୋର,୨୨।୯(ପିଟି): ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ୟ ଟି୨୦ ମ୍ୟାଚ୍ରେ ଶିଖର ଧାଓ୍ବନ ୩୬ ରନ୍ର ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଅବସରରେ ସେ ଟି୨୦ ଫର୍ମାଟରେ ଧାଓ୍ବାନ ୭୦୦୦ ରନ୍ ପୂରଣ କରି ସ୍ବତନ୍ତ୍ର…
ସିନେଟରଙ୍କ ସ୍ତ୍ରୀଙ୍କୁ ଭୁଲ ମାଗିଲେ ମୋଦି
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତେବେ ବିଶ୍ୱରେ ମୋଦିଙ୍କ ଲୋକପ୍ରିୟତା କାହାକୁ ଅଛପା ନାହିଁ। ବ୍ୟବହାର ଦୃଷ୍ଟିରୁ ମୋଦିଙ୍କୁ କାହା ସହିତ ତୁଳନା କରାଯାଇ ପାରେ ନାହିଁ ବୋଲି କୁହାଯାଏ। କାରଣ…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ
ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ବରଗଡ଼ ଜିଲାପାଳ ଅଫିସକୁ ଶୋଭାଯାତ୍ରାରେ ଯାଇ…
ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ : ପୁଣି ବୁହାହେଲେ ଗର୍ଭବତୀ
କୋରୁକୋଣ୍ଡା,୨୩।୯(ଡି.ଏନ୍.ଏ.): ମାଲକାନଗିରି ଜିଲାର କୁଡୁମୁଳୁଗୁମ୍ମା ପଞ୍ଚାୟତର ନଙ୍ଗଳଗୁଡ଼ା ଗ୍ରାମକୁ ରାସ୍ତା ନ ଥିବାରୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀ ପୁଣି ଥରେ ବୁହା ହୋଇ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ନଙ୍ଗଳଗୁଡ଼ା ଗ୍ରାମର ହାତୀ ମାଡିଙ୍କ ସ୍ତ୍ରୀ ଚନ୍ଦ୍ରମା…
ଏମ୍ଆର୍ଆଇ ମେଶିନରେ ରୋଗୀଙ୍କୁ ରଖି ଭୁଲିଗଲେ ଟେକ୍ନିସିଆନ୍
ପଞ୍ଚକୁଲା,୨୩।୯: ହରିୟାଣାର ପଞ୍ଚକୁଲାରେ ଜଣେ ବରିଷ୍ଠ ନାଗରିକଙ୍କୁ ଏମ୍ଆର୍ଆଇ ମେଶିନରେ ରଖି ଟେକ୍ନିସିଆନ ଭୁଲିଯିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ଘଟିଛି ସେକ୍ଟର ୬ରେ ଥିବା ଏକ ଘରୋଇ ହସ୍ପିଟାଲରେ। ସେଠାରେ ୬୧ ବର୍ଷୀୟ ରାମମେହେର ଏମ୍ଆର୍ଆଇ ପାଇଁ…
ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍ଗାର୍ଡ ପ୍ରତାପ
ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍ ପୋଷ୍ଟରେ ଦିଅନ୍ତି ସିଗ୍ନାଲ। ଯଦି କେହି ହେଲ୍ମେଟ କିମ୍ବା ସିଟ୍ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର ସ୍ବତନ୍ତ୍ର ଭଙ୍ଗିରେ ଦିଅନ୍ତି ପରାମର୍ଶ। ଏହିପରି ସହରବାସୀଙ୍କ ହୃଦୟ ଜିଣିଥିବା ସୁପରିଚିତ ଡ୍ୟାନ୍ସିଂ ଟ୍ରାଫିକ୍…
ପୂର୍ବତନ ଭାରତୀୟ ଓପନର୍ଙ୍କ ପରଲୋକ
ନୂଆଦିଲ୍ଲୀ, ୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ମାଧବ ଆପ୍ଟେଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଅନେକ ଦିନ ହେବ ସେ ଅସୁସ୍ଥ ହୋଇ ମୁମ୍ବାଇର ବ୍ରିଜ୍ କେଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…
Archives


