ସମସ୍ୟା ସୃଷ୍ଟି କରିପାରେ ଏଭଳି ଔଷଧ ବ୍ୟବହାର
”ପ୍ରତ୍ୟେକ ଔଷଧରେ ବିଭିନ୍ନ ଘଟକର କମ୍ ବେଶି ମାତ୍ରା ତା’ର କାର୍ଯ୍ୟକ୍ଷମତା ଉପରେ ନିର୍ଭରକରେ। ଜ୍ଞାନ ଅଭାବରୁ ଠିକ୍ ପ୍ରୟୋଗ ନ କଲେ ଶରୀର ଓ ମୁଖ ଶୁଷ୍କତା, ମୁଣ୍ଡ ବୁଲାଇବା, ବାନ୍ତି ଲାଗିବା, ଝାଳ ବୋହିବା, ଆକାପାକା ଲାଗିବା ଦେଖାଯାଏ।…
ଚାଲାଣ କାଟିବାରୁ ନିଜ ଗାଡି ପୋଡିଦେଲେ ଅଜଣା ବ୍ୟକ୍ତି
ଇନ୍ଦୋର,୨୩।୯: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଏବେ ପ୍ରାୟ ସବୁ ରାଜ୍ୟରେ ଗାଡି ଚାଳକଙ୍କଠାରୁ ମୋଟା ଅଙ୍କର ଚାଲାଣ କଟାଯାଉଥିବା ଖବର ପ୍ରତିଦିନ ଆସୁଛି। ଏହାକୁ ନେଇ କିଛି ଅଜବ ଖବର ମଧ୍ୟ ଶୁଣିବାକୁ ମିଳୁଛି। ହେଲେ ରବିବାର ରାତିରେ…
ଭୋଟଗ୍ରହଣ କେନ୍ଦ୍ରରେ ଭୋଟିଂ ଅଧିକାରୀଙ୍କ ମୃତ୍ୟୁ
ରାୟପୁର,୨୩।୯: ଛତିଶଗଡ଼ ଦନ୍ତଓ୍ବାଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ଜାରି ରହିବ। ସ୍ଥାନୀୟ କଟେକଲ୍ୟାଣ ଅଞ୍ଚଳର ଚିକପାଲ ଭୋଟଗ୍ରହଣ କେନ୍ଦ୍ରରେ ନିଯୁକ୍ତ ଭୋଟିଂ ଅଧିକାରୀ ସି. ଠାକୁରଙ୍କର…
ବାପା ବିକୁଥିଲେ କ୍ଷୀର, ପୁଅ ଦେଶ ପାଇଁ ଆଣିଲେ ପଦକ
ନୁର୍-ସୁଲତାନ(କଜାଖସ୍ତାନ),୨୩।୯: ଭାରତର ଯୁବ ରେସଲର୍ ଦୀପକ ପୁନିଆ ଆହତ କାରଣରୁ ୱାଲର୍ଡ ରେସଲିଂ ଚାମ୍ପିୟନଶିପର ଫାଇନାଲ ଓହରିଯାଇଛନ୍ତି, ଯାହା ଫଳରେ ତାଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡିଛି। ୱାଲର୍ଡ ଚାମ୍ପିୟନଶିପରେ ଭାଗ ନେବା ପୂର୍ବରୁ ଦୀପକ କାନ୍ଧଜନିତ ଆଘାତ ସମସ୍ୟାରେ…
କରଞ୍ଜିଆରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା : ଡାକ୍ତରଙ୍କୁ ମାଡ଼
ବାରିପଦା ଅଫିସ,୨୩।୯ : ମୟୂରଭଞ୍ଜ ଜିଲା କରଞ୍ଜିଆସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଭୁଲ ଚିକିତ୍ସା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ମୃତକଙ୍କ ପରିବାର ଲୋକ ଓ ସ୍ଥାନୀୟ ଲୋକେ ଚିକିତ୍ସା କରିଥିବା ଡାକ୍ତରଙ୍କୁ…
ଅହମ୍ମଦାବାଦରୁ ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ଗିରଫ
ଗାନ୍ଧୀନଗର,୨୩।୯: ଗୁଜରାଟ ପୋଲିସଙ୍କୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଗୁଜରାଟର ଏଟିଏସ୍ ଓ ଅହମ୍ମଦାବାଦର କ୍ରାଇମ୍ ବ୍ରାଞ୍ଚ ଟିମ୍ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦଦୀ ଅବଦ୍ଦୁଲ ବହାବ ଶେଖଙ୍କୁ ଗିରଫ କରିଛି। ସେ ଜେଦ୍ଦାହରୁ ଅହମ୍ମଦାବାଦକୁ ଫେରୁଥିବା ବେଳେ ତାଙ୍କୁ ଗିରଫ…
୩ହଜାର ପୃଷ୍ଠାର ରାମଚରିତ ମାନସ ଲେଖିଲେ ଶରଦ
ଜୟିପୁର,୨୩।୯: ରାଜସ୍ଥାନ ଜୟିପୁରର ଜଣେ ବ୍ୟକ୍ତି ଶରଦ ମାଥୁର ୩ ହଜାର ପୃଷ୍ଠାର ରାମଚରିତ ମାନସ ଲେଖି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶରଦ ଜଣେ କଳାକାର ହୋଇଥିବା ବେଳେ ସେ ଲେଖିଥିବା ରାମ ଚରିତ ମାନସର ଓଜର ପ୍ରାୟ ୧୫୦…
ଭୋଟ ଗ୍ରହଣ କେନ୍ଦ୍ରର ୨ଶହ ମିଟର ଦୂରରୁ ମିଳିଲା ଆଇଇଡ଼ି
ରାୟପୁର,୨୩।୯: ଛତିଶଗଡ଼ ଦନ୍ତଓ୍ବାଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ସୋମବାର ସକାଳୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସ୍ଥାନୀୟ କଟେକଲ୍ୟାଣ ଅଞ୍ଚଳର ପରଚେଲି ଭୋଟଗ୍ରହଣ କେନ୍ଦ୍ରଠାରୁ ୨ ଶହ ମିଟର ଦୂରରୁ ସୁରକ୍ଷା କର୍ମୀ ଏକ ଆଇଇଡ଼ି ଜବତ କରିଛନ୍ତି। ମତଦାନକୁ ପ୍ରଭାବିତ…
ଦାନ୍ତ ପାଇଁ କ୍ଷତିକାରକ ସୁଗାର ଫ୍ରି ଖାଦ୍ୟ
ସାଧାରଣତଃ ଡାଇବେଟିସ୍ ରୋଗୀ ନିଜର ଖାଦ୍ୟପେୟ ପ୍ରତି ଅଧିକ ସତର୍କତା ଅବଲମ୍ବନ କରିଥାଆନ୍ତି। ବିଶେଷଭାବରେ ଡାକ୍ତର ସେମାନଙ୍କୁ ସୁଗାର ଫ୍ରି ଖାଦ୍ୟ ଖାଇବାକୁ ପରାମର୍ଶ ଦେଇଥାଆନ୍ତି, ଯାହାଦ୍ୱାରା ରକ୍ତରେ ଶର୍କରା ମାତ୍ରା ନିୟନ୍ତ୍ରଣରେ ରହିଥାଏ। କିନ୍ତୁ ଏହି ଖାଦ୍ୟ ଅତ୍ୟଧିକ ପରିମାଣରେ…
କାହିଁକି ମୁହଁ ଲୁଚାଇଲେ କୋହଲି
ବେଙ୍ଗାଲୁରୁ,୨୩।୯: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ କ୍ୟାପଟେନ କ୍ୱିଣ୍ଟନ ଡି’କକଙ୍କ ଦମଦାର ବ୍ୟାଟିଂ ବଳରେ ଦକ୍ଷିଣ ଆଫ୍ରିକା ଏଠାରେ ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚରେ ଭାରତକୁ ୯ ୱିକେଟରେ ପରାସ୍ତ କରି ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ରେ ବରାବର…
‘ହାଓଡି ମୋଦି’ ଫ୍ଲପ୍ ଶୋ’: ପାକିସ୍ତାନ
ଇସ୍ଲାମାବାଦ,୨୩।୯: ଆମେରିକାର ହ୍ୟୁଷ୍ଟନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରାୟ ୫୦ ହଜାର ଭାରତୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସମଗ୍ର ବିଶ୍ୱ ଏକ ଐତିହାସିକ କାର୍ଯ୍ୟକ୍ରମ କହୁଥିବା ବେଳେ ପାକିସ୍ତାନ କିନ୍ତୁ ଏହାକୁ ହଜମ କରିପାରିନାହିଁ। ଭାରତ ବିରୋଧରେ ସବୁବେଳେ…
ଅଙ୍ଗୁର ଓ ଲୋ ବ୍ଲଡ୍ ପ୍ରେସର
ବ୍ଲଡ୍ ପ୍ରେସର ବା ରକ୍ତଚାପ ଆଜିକାଲ ଏକ ସାଧାରଣ ସ୍ବାସ୍ଥ୍ୟଜନିତ ସମସ୍ୟା ପାଲଟିଗଲାଣି। ଏହାକୁ ଦୁଇଭାଗରେ ବିଭକ୍ତ କରାଯାଇଥାଏ-ଉଚ୍ଚ ରକ୍ତଚାପ (ହାଇ ବ୍ଲଡ୍ପ୍ରେସର) ଏବଂ ନିମ୍ନ ରକ୍ତଚାପ (ଲୋ ବ୍ଲଡ୍ପ୍ରେସର)। ଜଣେ ଲୋ ବ୍ଲଡ୍ ପ୍ରେସର ରୋଗୀ ନିଜର ଖାଦ୍ୟପେୟ ପ୍ରତି…
Archives


