ଅଟିଜିମ୍ ରୋଗର ଲକ୍ଷଣ ଓ ଚିକିତ୍ସା
”ଅଟିଜିମ୍ ରୋଗରେ ଆକ୍ରାନ୍ତ ଶିଶୁ ଅନ୍ୟମାନଙ୍କ ସହ ସାମାଜିକ ସମ୍ପର୍କ ସ୍ଥାପନ କରିବାରେ ଅସୁବିଧାର ସମ୍ମୁଖୀନ ହୋଇଥାଏ। ଏକବର୍ଷ ବୟସ ସୁଦ୍ଧା ଏହି ଶିଶୁମାନଙ୍କୁ ନଁା ଧରି ଡାକିଲେ ସେମାନେ ଜାଣିପାରନ୍ତି ନାହିଁ। ନିଜ ଆଖପାଖ ଲୋକଙ୍କ ସହ ମିଳାମିଶା କରନ୍ତି…
ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ
ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି ଦେଖାଇଛନ୍ତି। ଗଜପତି ଜିଲାର ଚମ୍ପାପୁର ଏବଂ ଆନ୍ଧ୍ରର ସିଙ୍ଗିପୁର ମଧ୍ୟରେ ବିବାଦ ତୁଟିବା…
୧୫୦ ଘରୋଇ ଟ୍ରେନ ଚଳାଇବାକୁ ଯୋଜନା
ନୂଆଦିଲ୍ଲୀ,୨୩-୯: ଆଗାମୀ ଦିନରେ ରେଳଯାତ୍ରୀମାନେ ଘରୋଇ ଟ୍ରେନରେ ଆରାମଦାୟକ ଯାତ୍ରାର ମଜା ଉଠାଇପାରିବେ। ଏହି ଟ୍ରେନଗୁଡ଼ିକ ଅତ୍ୟାଧୁନିକ ହେବା ସହ ଆରାମ୍ ଦୃଷ୍ଟିରୁ ବିଶ୍ୱସ୍ତରୀୟ ହେବ। ଭାରତୀୟ ରେଲଓ୍ବେ ପକ୍ଷରୁ ଏପରି ବ୍ୟବସ୍ଥା ଖୁବଶୀଘ୍ର ଆରମ୍ଭ କରାଯିବ ବୋଲି ରେଲଓ୍ବେ ବୋର୍ଡ…
ଚିଦାମ୍ବରମ୍ଙ୍କୁ ତିହାର ଜେଲ୍ରେ ଭେଟିଲେ ସୋନିଆ-ମନମୋହନ
ନୂଆଦିଲ୍ଲୀ,୨୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ତିହାର ଜେଲ୍ରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ଭେଟିଛନ୍ତି। ସେମାନଙ୍କ ସହିତ ଚିଦାମ୍ବରମ୍ଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍ ମଧ୍ୟ ଜେଲ୍ରେ ପହଞ୍ଚିଛନ୍ତି। ଚିଦାମ୍ବରମ୍ ଆଇଏନ୍ଏକ୍ସ୍ ମିଡ଼ିଆ…
ଦିଲ୍ଲୀରେ ପିଆଜ କିଲୋ ୮୦ ଟଙ୍କା ଛୁଇଁଲା
ନୂଆଦିଲ୍ଲୀ,୨୩-୯: ଦେଶର ରାଜଧାନୀ ନୂଆଦିଲ୍ଲୀ ସହ ଅନ୍ୟ ପ୍ରାନ୍ତରେ ପିଆଜ ଦର କିଲୋ ପିଛା ୭୦ରୁ ୮୦ ଟଙ୍କା ଛୁଇଁଛି। ଏପରି ସ୍ଥିତିରେ କେନ୍ଦ୍ର ସରକାର ବ୍ୟବସାୟୀଙ୍କ ପିଆଜ ମହଜୁଦ କରିବାର ସୀମା ନିର୍ଦ୍ଧାରଣ କରିବାକୁ ବିଚାର କରୁଛନ୍ତି। ପିଆଜ ଉତ୍ପାଦନକାରୀ…
ନର୍ସିଂହୋମ୍ରେ ପ୍ରସୂତିଙ୍କୁ ବଳାତ୍କାର ଉଦ୍ୟମ : ଫାର୍ମାସିଷ୍ଟ ଗିରଫ
ଭଦ୍ରକ ଅଫିସ,୨୩।୯: ଗାନ୍ଧୀ ପଡ଼ିଆସ୍ଥିତ ଏକ ନର୍ସିଂହୋମ୍ରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପ୍ରସୂତିଙ୍କୁ ଇଞ୍ଜେକ୍ସନ ଦେବା ବାହାନାରେ ଫାର୍ମାସିଷ୍ଟ ବଳାତ୍କାର ଉଦ୍ୟମ କରି ଟାଉନ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ,…
୫ ଦିନ ବନ୍ଦ ରହିବ ବ୍ୟାଙ୍କ କାରବାର
ନୂଆଦିଲ୍ଲୀ,୨୩-୯: ଚଳିତ ମାସ ୨୯ରୁ ନବରାତ୍ର ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ନଗଦ ନିଜ ନିକଟରେ ରଖିବା ବୁଦ୍ଧିମାନ କାମ ହେବ। କାରଣ ଚଳିତ ମାସ ଶେଷ ୫ ଦିନ ଲାଗି ବ୍ୟାଙ୍କ କାରବାର ବନ୍ଦ ରହିବ। ଲଗାତାର ଭାବେ…
ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଖଣି ବନ୍ଦ ଆନ୍ଦୋଳନ
ତାଳଚେର,୨୩।୯(ନି.ପ୍ର.) : ଭାରତୀୟ ମଜଦୂର ସଂଘ ପକ୍ଷରୁ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହର ଦାବିରେ ସୋମବାର ଖଣି ବନ୍ଦ ଆନ୍ଦୋଳନ କରାଯାଇଛି। ଫଳରେ ତାଳଚେର କୋଲ୍ଫିଲଡ୍ସରେ ଥିବା ସମସ୍ତ କୋଇଲା ଖଣିର ଖଣି କାର୍ଯ୍ୟ ସହ…
ଟ୍ରକ୍-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍
ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍ ୩ଟାରେ ଛାତିଥରା ଦୁର୍ଘଟଣା ଘଟିଛି। ଟ୍ରକ୍-ଟ୍ରେଲ ମୁହଁାମୁହଁି ଧକ୍କା ହୋଇଛି। ଦୁର୍ଘଟଣା ଏତେ ଜୋର୍ରେ ହୋଇଥିଲା ଯେ, ଉଭୟ…
ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏବେ ଦେଶରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଡିଷ୍ଟ୍ରିକ୍ଟ…
ଡମଣା ଦୁର୍ଗାପୁଜା କମିଟି : ଯୋଶେଫ ପିଟ୍ସବର୍ଗ ପ୍ୟାଲେସ ମୁଖ୍ୟ ଆକର୍ଷଣ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସବୁବର୍ଷ ନିଜର ତୋରଣରେ ନୂତନତ୍ୱ ଆଣୁଥିବା ଡମଣା ଦୁର୍ଗାପୂଜା କମିଟି ଚଳିତବର୍ଷ ସହରବାସୀଙ୍କୁ ଭିନ୍ନ ଭେଟି ଦେବାକୁ ପ୍ରୟାସ କରିଛି। ତୋରଣରେ ଦେଖିବାକୁ ମିଳିବ ପାଶ୍ଚାତ୍ୟର ଛାପ। ଆକର୍ଷଣ ସାଜିବ ରୁଷିଆର ସେଣ୍ଟ୍ ଯୋଶେଫ ପିଟ୍ସବର୍ଗ ପ୍ୟାଲେସ। ଏହାର…
ସମସ୍ୟା ଘେରରେ ଧାଡ଼ିଆମ୍ବ ପ୍ରାଥମିକ ବିଦ୍ୟାଳୟ: ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ଶୂନ
ଚନ୍ଦ୍ରଗିରି,୨୩ା୯(ଡି.ଏନ.ଏ.)-ସରକାର ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟର ଭିତ୍ତିଭୂମି ସଜାଡିବା ସହ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବହି, ଡ୍ରେସ, ଜୋତା ଓ ସାଇକେଲ ବଣ୍ଟନ ଆଦି କେତେକଣ ଯୋଜନା କରୁଛନ୍ତି। କିନ୍ତୁ ଆଜି ବି…
Archives


