ନିଖୋଜ ଶିଶୁ ଉଦ୍ଧାର: ୩ ଅଟକ; ୩୦ ହଜାରରେ ହୋଇଥିଲା ବିକ୍ରି
ବ୍ରହ୍ମପୁର,୨୩ା୯-ବ୍ରହ୍ମପୁର ସହରରେ ଜଣେ ଶିଶୁକୁୁ ଅପହରଣ ପରେ ୩୦ ହଜାର ଟଙ୍କାରେ ବିକ୍ରି ହୋଇଥିବା ଚାଞ୍ଚଲ୍ୟକର ଘଟଣା ଦୃଷ୍ଟିକୁ ଆସିଛି। ଗୋଷାଇଁନୂଆଗଁା ପୋଲିସ ପାଟପରୁ ଅଞ୍ଚଳରୁ ଅପହରଣ ହୋଇଥିବା ୨ ବର୍ଷର ଶିଶୁଟିକୁ ଉଦ୍ଧାର କରିଛି। ଏଥିସହ ୨ ଅପହରଣକାରୀ ଓ…
ଅଧିକାରୀଙ୍କ ଦାୟିତ୍ୱହୀନତା ଲାଗି ବୀମା ପାଇବାରୁ ଚାଷୀ ବଞ୍ଚିତ : ସମ୍ପାଦକ, ମ୍ୟାନେଜର ପରସ୍ପର ଦୋଷାରୋପ
ଦଶରଥପୁର,୨୩ା୯(ଡିଏନ୍ଏ): କଟକ ସେଣ୍ଟ୍ରାଲ କୋପରେଟିଭ ବ୍ୟାଙ୍କ (ସିସିସିବି) ଦଶରଥପୁର ଶାଖା ଅଧୀନରେ ଦଶରଥପୁର ବ୍ଲକର ୧୩ଟି ପ୍ରାଥମିକ କୃଷି ସେବା ସମବାୟ ସମିତି ରହିଛି ା ଏହି ସମବାୟ ସମିତି ମଧ୍ୟରୁ ମଙ୍ଗଳପୁର ପ୍ରାଥମିକ କୃଷି ସେବା ସମବାୟ ସମିତିର ଦୁର୍ନୀତି…
ଖୋଲା ବୋରୱେଲ ଶିଶୁଙ୍କ ପାଇଁ ବିପଦ : ଗାଇଡ୍ଲାଇନ ମାନୁ ନାହାନ୍ତି ଖନନକାରୀ ସଂସ୍ଥା
ଯାଜପୁର ଅଫିସ,୨୩ା୯: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିପଦ ହୋଇଛି। ଖନନକାରୀ ସଂସ୍ଥା କିମ୍ବା ସମ୍ପୃକ୍ତ ମାଲିକ ଗାଇଡଲାଇନ ମାନୁ ନ ଥିବାରୁ ଏହା ବିପଦାପନ୍ନ ହୋଇଛି। ଯାଜପୁର ଜିଲାରେ ଅନେକ ଖନନକାରୀ ସଂସ୍ଥା…
ଉଦାହରଣ ସାଜିଛନ୍ତି ରିଟେଲର୍
ଆନନ୍ଦପୁର,୨୩।୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୭ ନଂ ଓ୍ବାର୍ଡର ରିଟେଲର୍ ସୁଦର୍ଶନ ରଣା(୫୪) ମାନବିକତାର ପରିଚୟ ଦେଇ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସରକାରଙ୍କ ନିର୍ଦ୍ଦେଶନାମାକୁ ପାଳନ କରିବାକୁ ଯାଇ ରିଟେଲର୍ ଜଣକ କାନ୍ଧରେ ଯୋଗାଣ ସାମଗ୍ରୀ ଧରି ଓ୍ବାର୍ଡରେ…
ବର୍ଷାରେ ଧୋଇଗଲା ନଗଡ଼ା ବିକାଶ : ୨ ବର୍ଷ ଗଲାନି ୧୨.୯୫ କୋଟିର ରାସ୍ତା
ଯାଜପୁର ଅଫିସ,୨୩ା୯ : ନଗଡ଼ା ବିକାଶକୁ ଅଧାପନ୍ତରିଆ କରି ବସିଯାଇଛି ପ୍ରଶାସନ। ନଗଡ଼ା ଆଧିବାସୀଙ୍କୁ ସେବା ପ୍ରଦାନ ପାଇଁ କୌଣସି ସରକାରୀ କର୍ମଚାରୀ ଆଉ ପୂର୍ବଭଳି ଆଗ୍ରହ ପ୍ରକାଶ କରୁନାହାନ୍ତି। ଚିକିସତ୍କ, ସମନ୍ବିତ ଶିଶୁ ବିକାଶ ଅଧିକାରୀ/କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ପ୍ରମୁଖ ନିଜ…
ତହସିଲଦାରଙ୍କୁ ଦୁର୍ବ୍ୟବହାର, ଗାଡ଼ିଭଙ୍ଗା ଘଟଣା: ନ୍ୟାୟ ପାଇଁ ଗୁହାରି କଲେ ମହିଳା
ସଜନାଗଡ଼, ୨୩।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ମିତ୍ରପୁର କାଠପାଳ ଛକଠାରେ ଗତ ୧୪ତାରିଖ ରାତି ପ୍ରାୟ ୧୧ଟାରେ ୩ଟି ବେଆଇନ ବାଲି ବୋଝେଇ ଟ୍ରାକ୍ଟରକୁ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ଅଟକାଇଥିଲେ। ଏହାକୁ ନେଇ ଉକ୍ତ ସ୍ଥାନରେ ଗଣ୍ଡଗୋଳ ଉପୁଜିଥିଲା। ୫୦ରୁ…
ପ୍ରୋ କବାଡି ଲିଗ୍: ଗୁଜରାଟକୁ ହରାଇଲା ୟୁ ମୁମ୍ବା
ଜୟପୁର,୨୩।୯(ପି.ଟି.)- ପ୍ରୋ କବାଡି ଲିଗ୍ରେ ରବିବାର ଖେଳାଯାଇଥିବା ମ୍ୟାଚ୍ରେ ୟୁ ମୁମ୍ବା ୩୧- ୨୫ ବ୍ୟବଧାନରେ ଗୁଜରାଟ ଫର୍ଚ୍ୟୁନ୍ଜିଆଣ୍ଟ୍ସକୁ ପରାସ୍ତ କରିଛି। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ୟୁ ମୁମ୍ବା ପାଇଁ ଅଭିଷେକ ସିଂ ଏ ସୁପର…
ଚାଷୀଙ୍କୁ ସ୍ବାବଲମ୍ବୀ କରୁଛି ‘ମୋ ମାଛ ପୋଖରୀ’
ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ମାଛ ଚାଷ ଓ ଉପତ୍ାଦନ କ୍ଷେତ୍ରରେ ଏହି ବ୍ଲକ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ରହିଛି। ମାଛ ଚାଷ କରି ଚାଷୀମାନେ ଆତ୍ମନିର୍ଭରଶୀଳ ହେବା ସହିତ ରୋଜଗାରକ୍ଷମ ହୋଇପାରିଛନ୍ତି।…
ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ
ଠାକୁରମୁଣ୍ଡା,୨୩ା୯(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ଘୋଷଦା ଗ୍ରାମରେ ଥିବା ମା’ ଅମ୍ବିକା ଏଲ.ଏମ.ବାଳିକା ଉଚ୍ଚ ବିଦ୍ୟାଳୟରେ ରବିବାର ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଭର୍ତ୍ତି କରାଯାଇଛି।…
ବିଶ୍ୱ ଆଥଲେଟିକ୍ ଚାମ୍ପିୟନଶିପ୍: ଉନ୍ନତ ପ୍ରଦର୍ଶନ ନେଇ ଦୂତୀ ଆଶାବାଦୀ
ଭୁବନେଶ୍ୱର, ୨୩।୯(ସ୍ପୋଟର୍ସ ବ୍ୟୁରୋ)- ଚଳିତମାସ ୨୭ ତାରିଖରେ ଦୋହାଠାରେ ଆରମ୍ଭ ହେବାକୁ ବିଶ୍ୱ ଆଥଲେଟିକ୍ ଚାମ୍ପିୟନଶିପ୍। ଏଥିରେ ଭାଗ ନେବାକୁ ଯାଉଥିବା ଭାରତର ଦ୍ରୁତତମ ମହିଳା ତଥା ଓଡ଼ିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଉନ୍ନତ ପ୍ରଦର୍ଶନ ନେଇ ବେଶ୍ ଆଶାବାଦୀ ଅଛନ୍ତି।…
ଆଗ ଭଳି ମିଳୁନି ଇଲିଶି
ରୂପ୍ସା, ୨୩।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ମୁହାଣରୁ ଧରାଯାଉଥିବା ଇଲିଶି ମାଛର ସ୍ବତନ୍ତ୍ର ଚାହିଦା ରହିଛି। ମତ୍ସ୍ୟଜୀବୀମାନେ ବହୁ ସଂଖ୍ୟାରେ ଇଲିଶି ଧରି ବିକ୍ରି କରି ଗୁଜୁରାଣ ମେଣ୍ଟାଇଥାନ୍ତି। ଜୁନ୍, ଜୁଲାଇ ମାସରୁ ଡିସେମ୍ବର ପର୍ଯ୍ୟନ୍ତ…
କ୍ରିଟିକାଲ ଏରିଆ’ ଘୋଷିତ ହେବାକୁ ଯାଉଛି ପାରାଦୀପ: ବନ୍ଦ ହେବ ନୂତନ ଶିଳ୍ପାୟନ ବାଟ
ପାରାଦୀପ,୨୩ା୯(ସ୍ବ.ପ୍ର.): ବେଳ ଥାଉ ଥାଉ କେହି ଦୃଷ୍ଟି ଦେଲେନି। ଏବେ ନେଡିଗୁଡ କହୁଣୀକୁ ବହିଗଲାଣି। ବନ୍ଦର ଭିତ୍ତିକ ଶିଳ୍ପ ନଗରୀ ପାରାଦୀପରେ ସୃଷ୍ଟି ହୋଇଛି ଏଭଳି ଅବସ୍ଥା। ଗତ ୨୦ବର୍ଷ ମଧ୍ୟରେ କ୍ରମବର୍ଦ୍ଧିଷ୍ଣୁ ପ୍ରଦୂଷଣ ଏବଂ ଜଙ୍ଗଲ କ୍ଷୟ ପ୍ରତି ପ୍ରଦୂଷଣ…
Archives


