Home Left

ୟୁଟ୍ୟୁବରେ ଲାଇକ୍‌ ପାଇବା ପାଇଁ ଅସହାୟ ବ୍ୟକ୍ତିଙ୍କୁ ବିସ୍କୁଟରେ ଟୁଥ୍‌ପେଷ୍ଟ ମିଶାଇ ଖୁଆଇଲେ ୟୁଟ୍ୟୁବର୍ସ

ମାଦ୍ରିଦ୍‌,୪।୬: ଆଜିକାଲି ଯୁବପୀଢ଼ିଙ୍କ ଭିତରେ ସୋସିଆଲ ମିଡିଆକୁ ନେଇ କ୍ରେଜ ବଢ଼ିବାରେ ଲାଗିଛି। ଲାଇକ ଓ କମେଣ୍ଟ ପାଇବା ପାଇଁ ନିଜର ଜୀବନ ସହ ଅନ୍ୟର ଜୀବନକୁ ବାଜି ଲଗାଇବାକୁ ମଧ୍ୟ ପଛଉ ନାହାନ୍ତି। ଏଭଳି କିଛି ଘଟଣା ଦେଖିବାକୁ...

କଶ୍ମୀରକୁ ନେଇ ଆକ୍ସନ ମୁଡରେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଜମ୍ମୁ କଶ୍ମୀରରେ ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆକ୍ସନ ମୁଡରେ ଆସିଯାଇଛନ୍ତି। ପଦ ସମ୍ଭାଳିବା ପରେ ଗତ ୪ ଦିନ ହେଲା ଅଫିସରଙ୍କ ସହ ସେ ଲଗାତାର ବୈଠକ କରିସାରିନ୍ତି। ମଙ୍ଗଳବାର ଆୟୋଜିତ ବୈଠକରେ...

ଓଡ଼ିଶାରେ ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ଶାଖାର ସମ୍ପ୍ରସାରଣ: ବରିଷ୍ଠ ନାଗରିକଙ୍କ ପାଇଁ ଫିକ୍ସଡ଼ ଡ଼ିପୋଜିଟରେ ମିଳିବ ୯.୬% ସୁଧ

ଭୁବନେଶ୍ୱର, ୪।୬: ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ଲିଃ. ପକ୍ଷରୁ ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱରରେ ଦୁଇଟି ନୂତନ ଶାଖାର ଶୁଭାରମ୍ଭ କରାଯାଇଛିା ଜନା ସ୍ମଲ ଫାଇନାନ୍ସ ବ୍ୟାଙ୍କ ପକ୍ଷରୁ ୩ବର୍ଷର ଫିକ୍ସଡ଼ ଡ଼ିପୋଜିଟରେ ୯% ଏବଂ ବରିଷ୍ଠ ନାଗରିକଙ୍କ...

ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅନ୍ତର୍ଗତ ପଦ୍ମପୁର ବୈତରଣୀ ନଦୀ ବାଲି ଘାଟରୁ ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଆନନ୍ଦପୁର ତହସିଲ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସଂପୃକ୍ତ ପଦ୍ମପୁର ବାଲିଘାଟ ତହସିଲ ପକ୍ଷରୁ ନିଲାମ କରାଯାଇନଥିବା...

ପହଁରା ଶିଖିବାକୁ ଯାଇଥିଲେ: ବାତ ଯୋଗୁ ସୁଇମିଂ ପୁଲ୍‌ରେ ଯୁବକଙ୍କ ଜୀବନ କଲା

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍‌ ସୁଇମିଂପୁଲ୍‌ରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମ୍‌ଡ଼ୁମା ଅଞ୍ଚଳର ଦୀପକ ସାହୁ(୧୮)। ପ୍ରକାଶ ଯେ, ଦୀପକ ଡୁମ୍‌ଡୁମା ଅଞ୍ଚଳର ଏକ ଘରୋଇ କଲେଜର ଯୁକ୍ତ ୨ ଛାତ୍ର ଥିଲେ।...

କେନ୍ଦ୍ରୀୟ ବିଦ୍ୟାଳୟ ଟିମ୍‌ର ସ୍ଥାନ ପରିଦର୍ଶନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦ୍ରୀୟ ବିଦ୍ୟାଳୟର ଏକ ଟିମ୍‌ କେନ୍ଦୁଝର ଜିଲା ଆନନ୍ଦପୁରରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାନ ପରିଦର୍ଶନ କରି ଫେରିଛନ୍ତି। ଏହି ଟିମ୍‌ରେ କଟକ କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ ମିଶ୍ର, କେନ୍ଦୁଝର କେନ୍ଦ୍ରୀୟ ବିଦ୍ୟାଳୟର ହେମନ୍ତ କୁମାର ସାହୁ...

ମୋବାଇଲ ଲୁଟ୍‌ ଉଦ୍ୟମ କରୁଥିବା ଦୁଇ ନାବାଳକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଆନନ୍ଦପୁର,୪। ୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜଛକଠାରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆ ସମ୍ମୁଖରୁ ଜଣେ ବ୍ୟକ୍ତିଙ୍କ ପକେଟ୍‌ରୁ ଦୁଇ ନାବାଳକ ଜଣେ ଏକ ଦାମୀ ମୋବାଇଲ୍‌ ଲୁଟ୍‌ କରି ଫେରାର ହେବାକୁ ଉଦ୍ୟମ କରୁଥିବା ସମୟରେ ସ୍ଥାନୀୟ ଲୋକଙ୍କ...

କାନ୍ଥରେ ଆତଙ୍କାବାଦୀଙ୍କ ଯୋଜନା ଦେଖି ଚିନ୍ତାରେ ପୋଲିସ

ମୁମ୍ବାଇ,୪।୬: ନଭି ମୁମ୍ବାଇ ଓରଣର ଏକ ବ୍ରିଜ୍‌ର କାନ୍ଥରୁ ଆତଙ୍କବାଦୀଙ୍କ ସହ ଜଡିତ ଥିବା ଏକ ବାର୍ତ୍ତା ପୋଲିସକୁ ମିଳିଛି। ଏହି ବାର୍ତ୍ତାରେ ଆତଙ୍କବାଦୀ ସଂଗଠନ ଆଇଏସ୍‌ ଓ ଅବୁ ବକର ଅଲ ବାଗଦାଦିଙ୍କ ନଁା ଲେଖା ହେବା ସହ...

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ ପାଟିଲ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ସମୟରେ ସେ କହିଛନ୍ତି, ଲୋକ...

ତିଆନାନ୍‌ମେନ୍‌ ନରସଂହାରକୁ ପୂରିଲା ୩୦ ବର୍ଷ

ବେଜିଂ,୪।୬: ଚାଇନାର ରାଜଧାନୀ ବେଜିଂର ତିଆନାନ୍‌ମେନ୍‌ ଛକ ନରସଂହାରକୁ ମଙ୍ଗଳବାର ୩୦ ବର୍ଷ ପୂରଣ ହୋଇଛି। ୧୯୮୯ ଜୁନ୍‌ ୪ରେ ଏଠାରେ ସମବେତ ଛାତ୍ର କମ୍ୟୁନିଷ୍ଟ ଶାସକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ଦେଶରେ ଗଣତନ୍ତ ଶାସନ ପାଇଁ ଦାବୀ...

କଏଦୀ ପେଟ୍ରୋଲ ପମ୍ପ୍‌ରେ କରିବେ କାମ

ପଟିଆଲା,୪।୬: ପଞ୍ଜାବରେ କଏଦୀଙ୍କୁ ପେଟ୍ରୋଲ ପମ୍ପ୍‌ରେ କାମ କରିବାର ସୁଯୋଗ ଦିଆଯିବ। ସ୍ଥାନୀୟ କେନ୍ଦ୍ରୀୟ ଜେଲ୍‌ରଟ୍ରେନିଂ ସ୍କୁଲ ସମ୍ମୁଖରେ ଥିବା ଥାପ୍ପର ବିଶ୍ୱବିଦ୍ୟାଳୟ ନିକଟରେ ଏହି ପେଟ୍ରୋଲ ପମ୍ପ୍‌ ସ୍ଥାପନ କରାଯିବ। ୭୫ ପ୍ରତିଶତ ଜେଲ୍‌ ଦଣ୍ଡ ଭୋଗୀଥିବା କଏଦୀଙ୍କୁ...

ବିବାହ ଉପରେ ଭରସା ନାହିଁ: ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ବିବାହକୁ ନେଇ ସବୁବେଳେ କିଛି ନା କିଛି ଖବର ଆସୁଛି ସାମ୍ନାକୁ। ନିକଟରେ ‘ଭାରତ’ ଫିଲ୍ମର ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିବା ସଲମାନ ପୁଣି ଥରେ ତାଙ୍କ ବିବାହକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ସବୁବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri