ବିଦେଶରେ ସମ୍ମାନ ପାଇବାକୁ ମୋଦି ହକ୍ଦାର: ଶଶି ଥରୁର୍
ନୂଆଦିଲ୍ଲୀ, ୨୨।୯:ବିଦେଶରେ ସମ୍ମାନ ପାଇବାକୁ ମୋଦି ହକ୍ଦାର ବୋଲି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର କହିଛନ୍ତି। ଯେତେବେଳେ ମୋଦି ଭାରତର ପ୍ରତିନିଧି ହିସାବରେ ବିଦେଶ ଗସ୍ତ କରୁଛନ୍ତି ସେତେବେଳେ ସେଠାରେ ତାଙ୍କୁ ସମ୍ମାନ ମିଳିବା ଉଚିତ୍। କିନ୍ତୁ ଯେତେବେଳେ ସେ…
ତୃତୀୟ ଟି-୨୦: ଟସ୍ ଜିଣି ଭାରତର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି
ବେଙ୍ଗାଲୁରୁ, ୨୨।୯: ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଖେଳାଯାଉଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତୀୟ…
କଶ୍ମୀର ପଣ୍ଡିତଙ୍କୁ ଭେଟି କହିଲେ ମୋଦି: ତୁମେମାନେ ବହୁତ ସହିଛ, ଏବେ ମିଶିକି ନୂଆ କଶ୍ମୀର ଗଠନ କରିବା
ହ୍ୟୁଷ୍ଟନ,୨୨।୯: ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରବାସୀ ଭାରତୀୟ କଶ୍ମୀର ପଣ୍ଡିତମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି। ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ଖୁସିରେ ସେମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…
ମସ୍ତିଷ୍କର କ୍ରିୟାଶୀଳତା କମାଏ କ୍ଷୀଣ ଆଲୋକ…
କ୍ଷୀଣ ଆଲୋକ ମସ୍ତିଷ୍କ ଉପରେ ଖରାପ ପ୍ରଭାବ ପକାଏ। ଏହାଦ୍ୱାରା ସ୍ମତିଶକ୍ତି କମିବା ସହିତ ଚିନ୍ତାଶକ୍ତି ମଧ୍ୟ ହ୍ରାସ ପାଏ। ଅପରପକ୍ଷରେ ଉଜ୍ଜଳ ଆଲୋକ ମସ୍ତିଷ୍କ କୋଷିକାର କ୍ରିୟାଶୀଳତାକୁ ବୃଦ୍ଧି କରି ନୂତନ ଚିନ୍ତାଧାରା ଉଦ୍ରେକ କରିଥାଏ। ଏନେଇ ମିସିଗାନ ବିଶ୍ୱବିଦ୍ୟାଳୟର…
୧୬ ବର୍ଷୀୟ ସ୍ପର୍ଶଙ୍କ ଶରୀରରେ ୧୩୦ଟି ଫ୍ରାକ୍ଚର: ମୋଦିଙ୍କ ସାମ୍ନାରେ ଗାଇବେ ଜାତୀୟ ସଙ୍ଗୀତ
ହ୍ୟୁଷ୍ଟନ୍,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି। ସେଠାରେ ବସବାସ କରୁଥିବା ଭାରତୀୟ ସମୁଦାୟଙ୍କ ଦ୍ୱାରା ଆୟୋଜିତ ହାଓଡି ମୋଦିି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଉଦ୍ବୋଧନ ଦେବେ। ଏହି ମେଗା ଇଭେଣ୍ଟରେ ୫୦ ହଜାରରୁ ଅଧିକ ମୂଳ ଭାରତୀୟ…
ପୁଣି ହୃଦୟ ଜିତିଲେ ମୋଦି: ବିମାନବନ୍ଦରରେ ତଳୁ ଉଠାଇଲେ ଫୁଲ
ହ୍ୟୁଷ୍ଟନ,୨୨।୯: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଧାରଣ ଜୀବନଯାପନ ଶୈଳୀ ଚର୍ଚ୍ଚାକୁ ଆସିଛି। ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଶନିବାର ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିମାନ ବନ୍ଦରରେ ପହଞ୍ଚିବା ପରେ ଜଣେ ଆମେରିକୀୟ ମହିଳା ଅଧିକାରୀ ମୋଦୀଙ୍କୁ…
ଫିଲ୍ମ ‘ଗଲି ବୟ୍’ ଓସ୍କାର ଏଣ୍ଟ୍ରି ପରେ ଏମିତି କହିଲେ ଆଲିଆ, ରଣବୀର
ଓସ୍କାର ୨୦୨୦ ପାଇଁ ଫିଲ୍ମ ‘ଗଲି ବୟ’କୁ ଭାରତର ଅଫିସିଆଲ ଏଣ୍ଟ୍ରି ଭାବେ ମନୋନୀତ କରାଯାଇଛି। ଜୋୟା ଅଖତରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂହ ଏବଂ ଆଲିଆ ଭଟ୍ଟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଫିଲ୍ମଟି ଓସ୍କାର ଏଣ୍ଟ୍ରି ପାଇବା…
ଫାଇନାଲରୁ ଓହରିଲେ ଦୀପକ ପୁନିଆ
ନୁର-ସୁଲତାନ(କାଜାଖସ୍ତାନ),୨୨।୯(ପି.ଟି.): ଯୁବ ଭାରତୀୟ କୁସ୍ତିଯୋଦ୍ଧା ଦୀପକ ପୁନିଆ ରବିବାର ବିଶ୍ୱ ଚାମ୍ପିୟନଶିପର ୮୬ କେଜି ବର୍ଗର ଫାଇନାଲରୁ ଓହରି ଯାଇଛନ୍ତି। ଫାଇନାଲରେ ସେ ଇରାନର କିମ୍ବଦନ୍ତୀ ହାଜସାନ ୟାଜଦାନିଙ୍କୁ ଭେଟିବାର ଥିଲା। କିନ୍ତୁ ସେମିଫାଇନାଲରେ ତାଙ୍କ ବାମଗୋଡ଼ ଗୋଇଠିରେ ଆଘାତ ଲାଗିଥିଲା।…
ଧୋନୀ, ଗିଲଖ୍ରୀଷ୍ଟଙ୍କଠାରୁ ଉନ୍ନତର ଉଇକେଟକିପର ବ୍ୟାଟ୍ସମ୍ୟାନ
କରାଚୀ,୨୨।୯: କ୍ରିକେଟ ଇତିହାସରେ ସର୍ବଶ୍ରେଷ୍ଠ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ବିବେଚିତ ଅଷ୍ଟ୍ରେଲିଆର ଆଡାମ ଗିଲଖ୍ରୀଷ୍ଟ ଓ ଭାରତର ମହେନ୍ଦ୍ର ସିଂ ଧୋନୀ। ଏମାନଙ୍କୁ ପଛରେ ପକାଇଛନ୍ତି ପାକିସ୍ତାନର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ କମରାନ ଆକମଲ। ଫଇସଲାବାଦଠାରେ ନର୍ଦ୍ଦନ ବିପକ୍ଷରେ ଅନୁଷ୍ଠିତ ପ୍ରଥମ…
ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ
ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ ଲିଙ୍ଗରାଜ…
ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକର ମୃତ୍ୟୁ
ଖୁଣ୍ଟୁଣି,୨୨।୯(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣି ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ହାତୀ ଶାବକ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଖଣ୍ଡୁଆଳୀ ଗ୍ରାମର କେତେକ ଲୋକ ବନ ବିଭାଗକୁ ଖବର ଦେଇଥିଲେ। ବନ…
ତୃତୀୟ ଥର ପାଇଁ ବାହାରିବ ବିଜ୍ଞାପନ; ଖୁବ୍ଶୀଘ୍ର ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର/ ସମ୍ବଲପୁର,୨୨।୯(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ବୁର୍ଲା ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏ ନେଇ ତୃତୀୟଥର ପାଇଁ ବିଜ୍ଞାପନ ବାହାରିବ। ରବିବାର ନିଯୁକ୍ତି ପ୍ରକ୍ରିୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ…
Archives


