Home Left

ମୁଖ୍ୟମନ୍ତ୍ରୀ ବିଜେପୁର ଛାଡ଼ିବା ପରେ ଭାଜପାର ସମାଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାବାସୀଙ୍କ ଅନୁରୋଧ ରକ୍ଷାକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ନିର୍ବାଚନରେ ବିଜେପୁର ଆସନରୁ ଲଢିଥିଲେ ା ସେ ସେହି ବିଧାନସଭା ନିର୍ବାଚନଣ୍ଡଳୀରୁ ଜିତିଲେ ା ଏଥିସହିତ ତାଙ୍କ ପାରମ୍ପରିକ ହିଞ୍ଜିଳି ଆସନରୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।...

ପାଟକୁରା ନିର୍ବାଚନ: ସପ୍ତାହକ ମଧ୍ୟରେ ହୋଇପାରେ ତାରିଖ ଘୋଷଣା

ଭୁବନେଶ୍ୱର, ୪।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ବିଧାନସଭା ଏବଂ ୨୧ ଲୋକ ସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ପୂର୍ବତନ ବିଧାୟକ ତଥା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ପାଟକୁରା ବିଧାନସଭା ନିର୍ବାଚନକୁ ସ୍ଥଗିତ...

ଆସନ୍ତା ୮ରେ ମୋଦିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା...

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌ କଲେ ବାଚସ୍ପତି

ଭୁବନେଶ୍ୱର,୪।୬(ବ୍ୟୁରୋ): ଓଡ଼ିଶା ଷୋଡ଼ଶ ବିଧାନସଭାର ନବନିର୍ବାଚିତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଚସ୍ପତି ପାତ୍ର ବିଧାନସଭା କାର୍ଯ୍ୟ ପରିଚାଳନାରେ ରାଜ୍ୟପାଳଙ୍କ ସହଯୋଗ ଓ ମାର୍ଗଦର୍ଶନ କାମନା କରିଥିଲେ। ରାଜ୍ୟପାଳ...

ସରକାରୀ ସୁବିଧାରୁ ବଞ୍ଚତ୍ତ ଭିନ୍ନକ୍ଷମ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୬ମାନସିକ ବିକାରଗ୍ରସ୍ତ

ବାଲୁଗଁା,୪ା୬(ଡି.ଏନ.ଏ.): ପରିବାର କହିଲେ ୪ ଝିଅ, ଗୋଟିଏ ପୁଅ ଓ ମା’। ବାଲୁଗଁା ଜାଗୁଳାଇ ସାହିରେ ରୁହନ୍ତି ଏହି ପରିବାର। ତେବେ ଚାରି ଝିଅ ଓ ମା’ ରମା ମାନସିକ ବିକାରଗ୍ରସ୍ତ ଥିବାବେଳେ ପୁଅ କିଶୋର ଭଲ ଥିଲେ ।...

ପୁଣି ଆସିବ ତିନି ତଲାକ୍‌ ବିଲ୍‌

ନୂଆଦିଲ୍ଲୀ,୪ା୬(ପି.ଟି.)-ତତ୍କାଳ ତିନି ତଲାକ୍‌ ପ୍ରଥାକୁ ନିଷିଦ୍ଧ କରିବା ଲାଗି ସରକାର ପାର୍ଲାମେଣ୍ଟରେ ପୁଣି ଥରେ ବିଲ୍‌ ଆଣିବେ। କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସୋମବାର ଏହି ସୂଚନା ଦେଇଛନ୍ତି। ପୂର୍ବରୁ ଏହି ବିଲ୍‌ ନିମ୍ନ ସଦନରେ ଗୃହୀତ ହୋଇ...

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ବାଲୁଗଁା,୪ା୬(ଡି.ଏନ.ଏ.): ହିନ୍ଦୁ ଧର୍ମରେ ସ୍ବାମୀର ଆରୋଗ୍ୟ କାମନା କରି ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିବା ପରମ୍ପରା ରହିଛି । ତେବେ ବାଲୁଗାଁସ୍ଥିତ ତୃତୀୟ ଲିଙ୍ଗ ସାମାଜିକ ସଂଗଠନ ଚେତନା ପକ୍ଷରୁ ଏହି ବ୍ରତ ପାଳନ କରାଯିବା ଏଠାରେ ଚର୍ଚ୍ଚାର...

ପତିବ୍ରତା, ଭକ୍ତି ଓ ନିଷ୍ଠାର ପ୍ରତୀକ- ମହିଳା ପାଳନ କଲେ ସାବିତ୍ରୀ ବ୍ରତ

ଖଣ୍ଡପଡ଼ା,୪ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଏ । ପରମ ପତିବ୍ରତା, ସାଧ୍ୱୀ ସାବିତ୍ରୀ ତପସ୍ୟା ଓ ପତିଭକ୍ତି ଦ୍ୱାରା ମୃତ୍ୟୁଦେବ ଯମରାଜଙ୍କ କବଳରୁ ସ୍ବାମୀ ସତ୍ୟବାନଙ୍କ ଜୀବନ ରକ୍ଷା କରିବା ସହ ଅନେକ ବର ପ୍ରାପ୍ତ କରିଥିଲେ।...

‘ଜବରିୟା ଯୋଡ଼ି’ରେ ପରିଣୀତି-ସିଦ୍ଧାର୍ଥ

‘ମୁମ୍ବାଇ:: ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ପରିଣୀତି ଚୋପ୍ରାଙ୍କ ଅଭିନୀତ ‘ଜବରିୟା ଯୋଡି’ ଅଗଷ୍ଟ ୨ରେ ମୁକ୍ତିଲାଭ କରିବାକୁ ଯାଉଥିବା ଫିଲ୍ମ ନିର୍ମାତା ସୋମବାର ଘୋଷଣା କରିଛନ୍ତି। ଏହା ଏକ ହାସ୍ୟରସାତ୍ମକ କାହାଣୀ ଉପରେ ଆଧାରିତ। ବିହାରରେ ‘ବର...

ଅଧିକ ମୂଲ୍ୟରେ ମଦ ବିକ୍ରିକୁ ବିରୋଧ କର୍ମଚାରୀଙ୍କ ଗୁଳିମାଡ଼ରେ ଜଣେ ଗୁରୁତର

ଭାପୁର/ଖଣ୍ଡପଡ଼ା,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ବଜାରସ୍ଥିତ ଏକ ମଦ ଦୋକାନରେ ଧାର୍ଯ୍ୟ ଦରଠାରୁ ଅଧିକ ମୂଲ୍ୟରେ ବିକ୍ରିକୁ ବିରୋଧ କରି ସୋମବାର ସନ୍ଧ୍ୟାରେ ଦୋକାନ କର୍ମଚାରୀ ଓ ଗ୍ରାହକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏ ସମୟରେ କର୍ମଚାରୀଙ୍କ କାଠ...

ଏସ୍‌ପି-ବିଏସ୍‌ପି ମେଣ୍ଟ ଭାଙ୍ଗିଲା

ଲକ୍ଷ୍ନୌ,୪ା୬: ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ପାଇଁ ୫ ମାସ ତଳେ ଉତ୍ତରପ୍ରଦେଶରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ଏସ୍‌ପି-ମାୟାବତୀଙ୍କ ବିଏସ୍‌ପିକୁ ନେଇ ଗଠନ ହୋଇଥିବା ମେଣ୍ଟ ଆପାତତଃ ଭାଙ୍ଗିଯାଇଛି। ଆଗାମୀ ଉପନିର୍ବାଚନ ବିଏସ୍‌ପି ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ...

ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରା ପାଇଁ ନିର୍ମାଣ ହେବାକୁ ଥିବା ୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri