ଭାରତ-ଏ’ର ସିରିଜ କ୍ଲିନ୍ସୁଇପ୍
ବେଙ୍ଗାଲୁରୁ, ୩।୬- ହୁବ୍ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ୨ୟ ଅନ୍ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଭାରତ-ଏ ୧୫୨ ରନରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ’କୁ ପରାସ୍ତ କରିଛି। ଏଥିସହ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ଦୁଇ ମ୍ୟାଚ୍ବିଶିଷ୍ଟ ଅନ୍ଅଫିସିଆଲ ଟେଷ୍ଟ ମ୍ୟାଚ୍କୁ ୨-୦ରେ କ୍ଲିନ୍ସୁଇପ୍...
ଫ୍ରେଞ୍ଚ୍ ଓପନ୍ ଟେନିସ୍ଜୋକୋଭିଚ୍, ନିଶିକୋରି ବିଜୟୀ
ପ୍ୟାରିସ,୩ା୬-ଟପ୍ ସିଡ୍ ତଥା ନୋଭାକ୍ ଜୋକୋଭିଚ୍, ଜାପାନର କେଇ ନିଶିକୋରି ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ସେ ଜର୍ମାନୀର ଜାନ୍-ଲେନାର୍ଡ ଷ୍ଟ୍ରଫ୍ଙ୍କୁ ୬-୩, ୬-୨, ୬-୨ ସେଟ୍ରେ ହରାଇ ଦେଇଛନ୍ତି। ୩୨...
ବ୍ଲକଗ୍ରାଣ୍ଟ ସ୍କୁଲ ମରାମତି ପାଇଁ ପ୍ରତିଶ୍ରୁତି ଦେଲେ ମନ୍ତ୍ରୀ
ଗୋପ, ୩।୬(ଡି.ଏନ୍.ଏ.)-ଫନୀରେ କ୍ଷୟକ୍ଷତି ହୋଇଥିବା ଗୋପ ବ୍ଲକର ସମସ୍ତ ବ୍ଲକଗ୍ରାଣ୍ଟ ସ୍କୁଲ ଗୁଡ଼ିକୁ ଶିକ୍ଷାବର୍ଷ ପୂର୍ବରୁ ମରାମତି କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଓଷ୍ଟା ପକ୍ଷରୁ ଗୋପଠାରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ...
ଫନୀକୁ ବିତିଲା ମାସେ ଏବେବି ହୋଇନି ଘରଭଙ୍ଗା ତଦନ୍ତ
ଗୋପ, ୩।୬(ଡି.ଏନ୍.ଏ.)-ସାମୁଦ୍ରିକ ଝଡ଼ ଫନୀକୁ ମାସେ ବିତିଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନେ ଧୀରେ ଧୀରେ ମୁଖ୍ୟଧାରାକୁ ଫେରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ଘରଭଙ୍ଗା ତଦନ୍ତ ହୋଇନାହିଁ। ଏଭଳି ଘଟଣା ସାମ୍ନାକୁ ଆସିଛି ଗୋପ ବ୍ଲକରେ। ସବୁଠୁ ବେଶି ଆଶ୍ଚର୍ଯ୍ୟର...
ଧର୍ମଗଡ଼ ବିଧାୟକଙ୍କ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ
କୋକସରା,୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ନିର୍ବାଚନମଣ୍ଡଳୀର ନବନିର୍ବାଚିତ ବିଧାୟକ ମୌଷୋଧି ବାଗ ସୋମବାର କୋକସରା ବ୍ଲକ ଗସ୍ତ କରିଛନ୍ତି। ଦଳୀୟ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଉପସ୍ଥିତ କର୍ମକର୍ତ୍ତାମାନେ ବିଧାୟକଙ୍କୁ ସ୍ବାଗତ କରିଥିଲେ। ଏହା ପରେ ବିଧାୟକ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...
ଧାନ ବିକି ପ୍ରାପ୍ୟ ପାଉନାହାନ୍ତି ଚାଷୀ
ବନ୍ତ, ୩।୬ (ଡି.ଏନ.ଏ.) – ଚାଷୀମାନଙ୍କଠାରୁ ଉଚିତ୍ ମୂଲ୍ୟରେ ଧାନକ୍ରୟ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ହେଲେ ଚଳିତ ଖରିଫ ଋତୁରେ ଶତାଧିକ ଚାଷୀ ଧାନ ବିକ୍ରୟ କରି ପ୍ରାପ୍ୟ ଅର୍ଥ ପାଇବାରୁ ବଞ୍ଚିତ ହୋଇଛନ୍ତି।...
ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ
କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଦିନ ଅପେକ୍ଷା ରାତି ହେଲେ ହାତୀ ଚିନ୍ତା ବଢୁଛି।...
ବେଆଇନ ବାଲି ଚାଲାଣ ବନ୍ଦ ଦାବି
ଭୁବନ, ୩।୬(ଡି.ଏନ.ଏ.)-ଭୁବନ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ଦିଆଯାଇଥିବା ବାଲି ଖାଦାନଗୁଡ଼ିକରୁ ବେଆଇନ ବାଲି ଚାଲାଣ ବଢ଼ିବାରେ ଲାଗିଛି। ସରକାରୀ ନୀତିନିୟମକୁ ବେଖାତିର କରି ହାଇଓ୍ବା, ଟ୍ରକ୍ରେ ମନଇଚ୍ଛା ବାଲି ଚାଲାଣ କରାଯାଉଛି। ବାଲିଘାଟରେ ମୂଲ୍ୟ ସମ୍ପର୍କିତ ଫଳକ ଲଗାଯାଇନାହିଁ...
କାଳବୈଶାଖୀ: ଆଠମଲ୍ଲିକରେ ବ୍ୟାପକ କ୍ଷତି
ବଇଣ୍ଡା,୩।୬(ଡି.ଏନ.ଏ.)-କିଶୋରନଗର ବ୍ଲକରେ ରବିବାର ହୋଇଥିବା କାଳବୈଶାଖୀରେ ବଇଣ୍ଡା ଜନତା କଲେଜର ବ୍ୟାପକ କ୍ଷତି ହୋଇଛି। କଲେଜରେ ଥିବା ଅନେକ ଶ୍ରେଣୀ ଗୃହରୁ ଆଜବେଷ୍ଟସ ଉଡ଼ିଯାଇଛି। ସେହିପରି ଗଛ ଡାଳ ଭାଙ୍ଗି ବିଦ୍ୟୁତ୍ ବିଭ୍ରାଟ ସୃଷ୍ଟି ହୋଇଥିବାବେଳେ ଅନେକ ଷ୍ଟ୍ରିଟ୍ ଲାଇଟ...
୪ହଜାର ବର୍ଷ ପୂର୍ବେ ତିଆରି ହୋଇଥିଲା ରୁଟି
ପ୍ରତିଦିନ ଖାଦ୍ୟରେ ସାମିଲ ଥିବା ରୁଟି କେବେ ପ୍ରସ୍ତୁତ କରାଯାଇଥିଲା ତାହା ହୁଏତ ଅନେକଙ୍କୁ ଜଣା ନ ଥିବ। ହେଲେ ନିକଟରେ ମିଳିଥିବା ଏକ ତଥ୍ୟରୁ ଜଣାପଡେ କି ୪ ହଜାର ବର୍ଷ ତଳେ ରୁଟି ପ୍ରସ୍ତୁତ କରାଯାଇଥିଲା। ଉତ୍ତର...
ଯେଉଁଠି ଧୂମପାନ ମାଧ୍ୟମରେ କରାଯାଏ ଚିକିତ୍ସା…
ଧୂମପାନ ଶରୀର ଲାଗି କ୍ଷତିକାରକ। ତେବେ ମଧ୍ୟପ୍ରଦେଶ ଉଜ୍ଜୟନୀରେ ଥିବା ଏକ ଆୟୁର୍ବେଦିକ୍ ହସ୍ପିଟାଲରେ ବିଭିନ୍ନ ରୋଗରେ ଚିକିତ୍ସାରେ ହୁକ୍କା ବ୍ୟବହୃତ ହୋଇଥାଏ । ଅଭିଜ୍ଞ ଡାକ୍ତରମାନେ ବିଭିନ୍ନ ଔଷଧୀୟ ଗୁଳ୍ମ ମିଶ୍ରିତ କରି ଏହି ହୁକ୍କା ତିଆରି କରିଥାନ୍ତି।...
ନନ୍ଦା ଦେବୀରୁ ଠାବ ହେଲା ୫ ମୃତଦେହ
ଡେରାଡୁନ,୩।୬: ଉତ୍ତରାଖଣ୍ଡର ନନ୍ଦାଦେବୀ ପର୍ବତରେ ବରଫ ସ୍ଖଳନ ଯୋଗୁ ନିଖୋଜ ଥିବା ୮ ପର୍ବତ ଆରୋହୀଙ୍କ ମଧ୍ୟରୁ ସୋମବାର ୫ ଜଣଙ୍କ ମୃତଦେହ ଠାବ କରାଯାଇଛି। ବାୟୁସେନା ପକ୍ଷରୁ ହେଲିକପ୍ଟର ଦ୍ୱାରା ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ଏହାକୁ ଠାବ...
Archives


