Home Left

କଂଗ୍ରେସ ସହ ମେଣ୍ଟକୁ ନା କହିଲେ ପାଓ୍ବାର

ମୁମ୍ବାଇ, ୨।୬: : କଂଗ୍ରେସ ସହ ଏନସିପି ମେଣ୍ଟ କରିବ ନାହିଁ ବୋଲି ଏନସିପି ଅଧ୍ୟକ୍ଷ ଶରଦ ପାୱାର କହିଛନ୍ତି। ଏନସିପିର ନିଜସ୍ବ ଏକ ସ୍ବତନ୍ତ୍ର ପରିଚୟ ରହିଛି ଏବଂ ଏହାକୁ ଦଳ ଜାରି ରଖିବ। ମୁମ୍ବାଇରେ ଅନୁଷ୍ଠିତ ଏକ...

ବଜ୍ରାପାତରେ ଯୁବକ ମୃତ

ଚିକିଟି,୨ା୬(ଡି.ଏନ.ଏ.)-ଚିକିଟି ଫାଣ୍ଡି ଭୋଳାସିଙ୍ଗି ଗ୍ରାମରେ ରବିବାର ବଜ୍ରାପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ଉକ୍ତ ଗ୍ରାମର ସୁରେନ୍ଦ୍ର ସାହୁ (୪୨)। ସୁରେନ୍ଦ୍ର ଅପରାହ୍ନରେ ଗ୍ରାମ ନିକଟସ୍ଥ ଏକ ଜମିକୁ କାମ କରିବାକୁ ଯାଇଥିଲେ। ସାଢ଼େ ୫ଟାରେ ଘରକୁ...

ଭାଜପା-ଜେଡିୟୁ ମଧ୍ୟରେ ଫାଟ: ଭବିଷ୍ୟତରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି

ପାଟନା, ୨।୬:କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି। ଏହାର ଫଳସ୍ବରୂପ ଆଗାମୀ ଦିନରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି କହିଛନ୍ତି...

ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମର ପ୍ରଥମ ଦିନ : ଜନ୍ମର ଦିନକ ପରେ ନବଜାତ ଶିଶୁର ମୃତ୍ୟୁ

ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ ପରେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ...

୧୯ ବର୍ଷ ସଂଘର୍ଷ, ତଥାପି ମିଳିନି ନ୍ୟାୟ

ସମ୍ବଲପୁର,୨।୬(ବ୍ୟୁରୋ):ଦୀର୍ଘ ୧୯ ବର୍ଷ ସଂଘର୍ଷ ପରେ ମଧ୍ୟ ରାଜ୍ୟ ସରକାରଙ୍କ ଦେବୋଦତ୍ତର ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ସମ୍ବଲପୁର ଠେମରା ଗ୍ରାମର ରାମଚନ୍ଦ୍ର ମିଶ୍ରଙ୍କୁ ମିଳିନି ନ୍ୟାୟ। ବିଭାଗର ଜଣେ ଉଚ୍ଚ ଅଧିକାରୀଙ୍କ ଆକ୍ରୋସ ଶିକାର...

ସେରେନାଙ୍କ ଟେନିସ୍‌ ଭବିଷ୍ୟତ ନେଇ ସନ୍ଦେହ

ପ୍ୟାରିସ, ୨ା୬-ଶନିବାର ଫ୍ରେଞ୍ଚ ଓପନ ପ୍ରତିଯୋଗିତାର ତୃତୀୟ ରାଉଣ୍ଡରୁ ବିଦାୟ ନେବା ପରେ ସେରେନା ଓ୍ବିଲିୟମ୍ସଙ୍କ ଟେନିସ୍‌ ଭବିଷ୍ୟତକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଆମେରିକାର ଏହି ଖେଳାଳି ଶନିବାର ନିଜ ଦେଶରୁ ସୋଫିଆ କେନିନ୍‌ଙ୍କଠାରୁ ୬-୨, ୭-୫ ସେଟ୍‌ରେ...

ଥକ୍କାପଣ ଦୂର କରିବ ‘ଛେଳି ଯୋଗ’

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଆମେରିକାର ସାନ୍‌ଫ୍ରାନ୍‌ସିସ୍କୋ ଏବଂ ସିଲିକନ୍‌ ଭ୍ୟାଲିରେ ଏବେ ‘ଗୋଟ୍‌ ୟୋଗା’ ବା ‘ଛେଳି ଯୋଗ’ ବେଶ୍‌ ଲୋକପ୍ରିୟ ହେବାରେ ଲାଗିଛି। ପ୍ରତିଦିନ ସକାଳୁ ଛେଳି ଯୋଗ କରିବାକୁ ହଜାର...

ଯେଉଁଠି ୫୦ ଟଙ୍କା ପାଇଁ ଲଗାଯାଏ ଜୀବନ ବାଜି

ବିଶ୍ୱରେ ଏମିତି ଅନେକ ପ୍ରକାରର ପରମ୍ପରା ରହିଛି, ଯାହା ଶୁଣିଲେ ଯେତିକି ଆଶ୍ଚର୍ଯ୍ୟ ଲାଗେ ସେତିକି ଆଶଙ୍କା ବି ସୃଷ୍ଟି ହୁଏ। ଏଭଳି ଏକ ପରମ୍ପରା ରହିଛି ମଧ୍ୟପ୍ରଦେଶର ବୈତୁଲ ଜିଲ୍ଲାରେ। ଏଠାରେ କାହଁି କେଉଁ କାଳରୁ ‘ଜୈରୀ’ ନାମକ...

ମୋଦିଙ୍କ ପାଇଁ ନିଆରା ଉପହାର

ନୂଆଦିଲ୍ଲୀ, ୨।୬: ୨୦୧୪ ଲୋକ ସଭା ନିର୍ବାଚନଠାରୁ ଚା’ରେ ଚର୍ଚ୍ଚା ଏତେ ମାତ୍ରାରେ ବ୍ୟାପିଛି ଯେ, ଯାହା ଆଜି ପର୍ଯ୍ୟନ୍ତ ଥମିନି। ଚା’କୁ ନେଇ ଚର୍ଚ୍ଚା, ଚା’କୁ ନେଇ କବିତା, ଚା’କୁ ନେଇ ସାୟରୀ ପରେ ଏବେ ଚା’ରେ ପ୍ରସ୍ତୁତ...

ଏମିତି ମନ୍ଦିର ଯେଉଁଠି ଦେବୀଙ୍କ ପାଟିରୁ ବାହାରେ ନିଆଁ…

ଭାରତରେ ଥିବା କେତେକ ମନ୍ଦିରର ରହସ୍ୟ ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ କରି ପାରିନି। ହିମାଚଳପ୍ରଦେଶ କାଙ୍ଗଡ଼ା ଘାଟିରେ ଦେବୀ ମା’ଙ୍କ ମନ୍ଦିର ରହିଛି। ଏଠାରେ ଦେବୀ ମା’ଙ୍କ ମୁହଁରୁ ସବୁବେଳେ ନିଆଁ ନିର୍ଗତ ହୋଇଥାଏ। ପୁରାଣ ଅନୁସାରେ ଏଠାରେ...

ସ୍କର୍ଟ ପିନ୍ଧି ଅଫିସ ଆସିଲେ ମହିଳା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ରୁଷର ଏକ କର୍ମ୍ପାନୀ ଏବେ ତା’ର ଏକ ନିଆରା ଚିନ୍ତାଧାରା ପାଇଁ ଆସିଛି ଚର୍ଚ୍ଚାକୁ। ଟେଟପ୍ରୋଫ୍‌ ନାମକ ଏକ ଆଲୁମିନିୟମ ଉତ୍ପାଦନ କମ୍ପାନୀ ମହିଳା କର୍ମଚାରୀଙ୍କ ପାଇଁ ଏକ ଅଭିନବ ଯୋଜନା ଆରମ୍ଭ କରିଛି। ଯେଉଁ ମହିଳା କର୍ମଚାରୀମାନେ ପ୍ରତିଦିନ...

ମମତା ହିରଣ୍ୟକଶ୍ୟପଙ୍କ ବଂଶଜ: ସାକ୍ଷୀ ମହାରାଜ

ହରିଦ୍ୱାର, ୨।୬: ଉତ୍ତର ପ୍ରଦେଶର ଉନ୍ନାଓ ସାଂସଦ ସାକ୍ଷୀ ମହାରାଜ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ତୃଣମୂଳ କଂଗ୍ରେସ(ଟିଏମସି) ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତ୍ରେତୟା ଯୁଗର ରାକ୍ଷାସ ହିରଣ୍ୟକଶ୍ୟପଙ୍କ ବଂଶଜ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri