Home Left

ଭାରତ ବିପକ୍ଷରେ ଖେଳିପାରନ୍ତି ଅମଲା

ଲଣ୍ଡନ,୨ା୬(ପିଟି)- ଭେଟେରାନ ଦକ୍ଷିଣ ଆଫ୍ରିକା ଓପନର ହାସିମ ଅମଲା ବୁଧବାର ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ୟ ମ୍ୟାଚ୍‌ ଲାଗି ଉପଲବ୍ଧ ହୋଇପାରନ୍ତି। ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ହେଲମେଟରେ ବଲ ବାଜିଥିବାରୁ ସେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଖେଳିପାରି ନାହାନ୍ତି।...

ଏମାନଙ୍କୁ ପଣସ ଖାଇବା ମନା

ଖରାଦିନେ ପାଚିଲା ପଣସ ଖାଇବାକୁ ଅନେକ ଲୋକ ପସନ୍ଦ କରି ଥାଆନ୍ତି। ହେଲେ ପଣସ ମଧ୍ୟ ଶରୀରରେ ଅନେକ କ୍ଷତି କରିଥାଏ ବୋଲି ନିକଟରେ ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। -ବିଶେଷ କରି ମଧୁମେହରେ ପୀଡିତ ଥିବା ବ୍ୟକ୍ତି ପାଚିଲା ପଣସ...

୪ ପର୍ବତାରୋହୀଙ୍କୁ ସୁରକ୍ଷିତ ଉଦ୍ଧାର କଲା ବାୟୁସେନା

ପିଥୌରାଗଡ଼,୨।୬: ନନ୍ଦାଦେବୀ ଯାତ୍ରା ସମୟରେ ୪ ବିଦେଶୀ ପର୍ବତାରୋହୀ ଫସି ରହିଥିବା ବେଳେ ହେଲିକପ୍ଟର ଯୋଗେ ଭାରତୀୟ ବାୟୁ ସେନା ରବିବାର ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଏମାନଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନେ ସମସ୍ତେ ଇଂଲଣ୍ଡର...

କୋର୍ଟଙ୍କ ସମୟ ନଷ୍ଟ କରିଥିବା ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨।୬:ଅଦାଲତଙ୍କ ସମୟ ନଷ୍ଟ କରିଥିବା ଜଣେ ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ଦକ୍ଷିଣ ମୁମ୍ବାଇ ନିବାସୀ ରେଣୁକା ବାଟଲୀଓ୍ବାଲା ନାମକ ଜଣେ ମହିଳା ଜମି ହଡପ ଘଟଣାରେ ବିଏମସି(ବମ୍ବେ ମହାନଗର...

ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟଣା: ବାଳକଙ୍କ ମୃତ୍ୟୁ, ଗୁରୁତରଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପରିବାର ପକ୍ଷରୁ ଦାବି

ଓଡଗାଁ,୨।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ହାଡାଝୋଳା ଢିପିସାହିରେ ୨୫ ତାରିଖ ରାତିରେ ଗ୍ୟାସଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ରବିବାର ଅଗ୍ନିକାଣ୍ଡ ଘଟିଥିବା ପରିବାରର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୁଲୁ ଘଟୁଆଳ(୧୧)।...

ଦାରିଙ୍ଗବାଡ଼ିରେ କାଳବୈଶାଖୀ : ଏକାଧିକ ଲୋକଙ୍କ ଛପର ଉଡ଼ିଲା

ଦାରିଙ୍ଗବାଡ଼ି,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି ା ଫଳରେ ଅଞ୍ଚଳରେ ଏକାଧିକ ଘରର ଛପର ଉଡ଼ିବା ସହ ଗଛ ଭାଙ୍ଗି ପଡ଼ିଛି ା ଦାରିଙ୍ଗବାଡ଼ିରେ ୪୫ ମି.ମି. ବର୍ଷା...

ବାଲି ଚୋରାଚାଲାଣ : ୭ ଟ୍ରାକ୍ଟର ଜବତ

ବାଲିଗୁଡ଼ା,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ବାଲି ଓ ପଥର ଚୋରାଚାଲାଣ ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ ବାଲିଗୁଡ଼ା ତହସିଲଦାର କ୍ଷୀରାବ୍ଧୀ ତନୟା ସାହୁ ରବିବାର ୭ଟି ବାଲି ଓ...

ପୂର୍ତ୍ତ ବିଭାଗ ଡାକବଙ୍ଗଳା କାନ୍ଥରେ ମାଓପୋଷ୍ଟର : ଜନସାଧାରଣ ଭୟଭୀତ

ବାଲିଗୁଡ଼ା,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ସେମାନଙ୍କ ସ୍ଥିତି ଜାହିର କରି ବାରମ୍ବାର ନାନା ଧମକପୂର୍ଣ୍ଣ ପୋଷ୍ଟର ଲଗାଉଛନ୍ତି। ଫଳରେ ଜନସାଧାରଣ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏପରି ଏକ ପୋଷ୍ଟର ରବିବାର ସକାଳେ ବାଲିୁଗଡ଼ା ଥାନା ଠାରୁ...

ବିଧାୟକ ଭାବେ ଶପଥ ନେବାପରେ ପାଟଣାଗଡ଼ ଫେରିଲେ ସରୋଜ ମେହେର: ଭବ୍ୟ ସମ୍ବର୍ଦ୍ଧନା ଜଣାଇଲେ ଅଞ୍ଚଳବାସୀ

ପାଟଣାଗଡ଼୨।୬(ଡି.ଏନ.ଏ.): ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ ସରୋଜ ମେହେରଙ୍କୁ ରବିବାର ପାଟଣାଗଡ଼ ବିଜୁ ଜନତା ଦଳ ତଥା ଜନସାଧାରଣଙ୍କ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଥମ କରି ବିଧାୟକ ଭାବେ ଶପଥ ଗ୍ରହଣ ପରେ ସେ ପାଟଣାଗଡକୁ...

କୋହଲିଙ୍କ ସମସ୍ୟା ଚିନ୍ତାଜନକ ନୁହେଁ

ସାଉଥମ୍ପଟନ,୨ା୬(ପିଟି)- ନେଟ୍ସର ଅଭ୍ୟାସ କରୁଥିବାବେଳେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ବୁଢ଼ା ଆଙ୍ଗୁଠିରେ ଆଘାତ ଲାଗିଥିଲା। ହେଲେ ତାଙ୍କ ସମସ୍ୟା ଚିନ୍ତା ଜନକ ବିଷୟ ନୁହେଁ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ତାଙ୍କ ଆଙ୍ଗୁଠିରେ ବଲ ବାଜିବା ପରେ...

ବିବାହ ବେଦୀରେ ବିଷ ପିଇଲେ କନ୍ୟା

କନୌଜ,୨।୬: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିବାହ ବେଦୀରେ କନ୍ୟା ବିଷ ପିଇବା ଓ ବର ପକ୍ଷ ଲୋକଙ୍କୁ ପୋଲିସ ବାନ୍ଧିନେବା ଭଳି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କନୌଜ ଧିରପୁର ଗାଁର ବିପିନ...

ମନ୍ତ୍ରୀପଦ ମିଳିବାପରେ ଜ୍ୟୋତିପ୍ରକାଶଙ୍କ ପଞ୍ଚଲିଙ୍ଗେଶ୍ୱରରେ ପୂଜାର୍ଚ୍ଚନା

ସଜନାଗଡ଼,୨।୬:(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ମନ୍ତ୍ରୀପଦ ( ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ରାଷ୍ଟ୍ରମନ୍ତ୍ରୀ ) ମିଳିଛି। ଦାୟିତ୍ୱ ମିଳିବା ପରେ ରବିବାର ସେ ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଦିନ୧୨ଟାରେ ପହଞ୍ଚିଥିଲେ। ପ୍ରଥମେ ଶୈବପୀଠକୁ ଯାଇ ଲିଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri