Home Left

ଜୁଲାଇ ୧୩ରେ ପରଦାକୁ ଆସିବ ହ୍ରିତିକ୍‌ଙ୍କ ‘ସୁପର-୩୦’

ମୁମ୍ବାଇ: ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନଙ୍କ ଫିଲ୍ମ ‘ସୁପର-୩୦’ରିଲିଜର ବାଟ ଫିଟିଛି। ‘#Metoo’ ମାମଲାରେ ଛନ୍ଦି ହୋଇ ପଡ଼ିଥିବା ନିର୍ଦ୍ଦେଶକ ବିକାଶ ବହଲ ମୁକୁଳିବା ପରେ ଫିଲ୍ମ ରିଲିଜର ତାରିଖ ଧାର୍ଯ୍ୟ କରାଯାଇଛି। ଏ ନେଇ ଏକ ଫଟୋ ଶେୟାର...

ଦେବୀ ସରସ୍ବତୀଙ୍କୁ ଅପମାନ କରି ପ୍ରିନ୍ସପାଲ୍‌ ଗିରଫ

ଭୋପାଳ, ୨।୬: ମଧ୍ୟ ପ୍ରଦେଶର ଭୋପାଳରେ ଦେବୀ ସରସ୍ବତୀଙ୍କୁ ଅପମାନ କରିବା ଅଭିଯୋଗରେ ଏକ ସରକାରୀ କଲେଜର ପ୍ରିନ୍ସପାଲ୍‌ଙ୍କୁ ଗିରଫ କରିଛି ପୋଲିସ। ପ୍ରିନ୍ସପାଲ୍‌ ଏସଏସ ଗୌତମ କଲେଜ କ୍ୟାମ୍ପସ କିମ୍ବା ଶ୍ରେଣୀ ଗୃହରେ ସରସ୍ବତୀଙ୍କ ଫଟୋ ଲଗାଇବା ଉପରେ...

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଏହି ସୁନ୍ଦରୀ ଏମ୍‌ପି

ଚଳିତବର୍ଷ ସାଧାରଣ ନିର୍ବାଚନ ରଣାଙ୍ଗନରେ ବାଜି ମାରି ନେଇଥିବା ଜଣେ ଅଭିନେତ୍ରୀ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଅଭିନେତ୍ରୀରୁ ରାଜନେତ୍ରୀ ପାଲଟିଥିବା ସୁନ୍ଦରୀ ଅଭିନେତ୍ରୀ ଜଣକ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସରୁ ପଶ୍ଚିମବଙ୍ଗରୁ ବସିରହାଟ ଆସନରୁ ନିର୍ବାଚନ...

ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର,୨ା୬(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ପ୍ରଥମ ଏଭରେଷ୍ଟ ପର୍ବତ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀର ଏଠାରେ ପହଞ୍ଚିଛି। ଶନିବାର ତାଙ୍କ ମରଶରୀରକୁ କାଠମାଣ୍ଡୁରୁ ନୂଆଦିଲ୍ଲୀ ଅଣାଯାଇଥିଲା। ବିମାନ ବିଳମ୍ବ ଯୋଗୁ ରବିବାର ସକାଳେ ଭୁବନେଶ୍ୱରରେ ପହଞ୍ଚତ୍ଛି। ଗତ ୨୩ ତାରିଖରେ ଏଭରେଷ୍ଟ...

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର...

ନାଥୁରାମ ଗଡ୍‌ସେଙ୍କୁ ପ୍ରଶଂସା କରିଥିବା ଆଇଏଏସ୍‌ ଅଧିକାରୀଙ୍କ ଉପରେ ଖପ୍ପା ହେଲା କଂଗ୍ରେସ

ନୂଆଦିଲ୍ଲୀ,୨।୬: କଂଗ୍ରେସ ପ୍ରବକ୍ତା ରଣଦୀପ ସିଂ ସୁରଜଓ୍ବୋଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ଆଇଏଏସ୍‌ ଅଧିକାରୀ ନିଧି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ନୀଧିଙ୍କ ଭୁଲ୍‌ ହେଲା ସେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କର ପ୍ରଶଂସା...

ଡିଜିଟାଲ ଦୁନିଆ ଆଡେ ନଜର ପକାଇଛନ୍ତି ଟ୍ବିଙ୍କିଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ବେଶ୍‌ କିଛି ବର୍ଷ ହେବ ବଲିଉଡ୍‌ ଦୁନିଆରୁ ଦୂରେଇ ଯାଇଛନ୍ତି। ଦେଖିବାକୁ ଗଲେ ବିବାହ ପରଠାରୁ ବୋଧହୁଏ ସେ ଆଉ ବଲିଉଡ୍‌ରେ ଅଭିନେତ୍ରୀ ଭାବେ କାମ କରି ନାହାଁନ୍ତି। ତେବେ ନିକଟରେ ତାଙ୍କ...

ଆମେରିକାକୁ ଚାଇନା ଦେଖାଇଲା ନାଲି ଆଖି

ବେଜିଂ,୨।୬: ତାଇଓ୍ବାନ ସମ୍ପର୍କରେ ଆମେରିକା ଦେଇଥିବା ମନ୍ତବ୍ୟ ନେଇ ଚାଇନା ନାଲି ଆଖି ଦେଖାଇଛି। ଏଭଳି ମନ୍ତବ୍ୟ ଯୋଗୁ ଚାଇନା ଆମେରିକା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଚାଇନା ତାଗିଦ୍‌ କରିଛି। ତାଇଓ୍ବାନ ସମସ୍ୟାରେ କୌଣସି ବାହ୍ୟ...

ଗ୍ରୀଷ୍ମ ପ୍ରବାହକୁ ନେଇ ଟୁଇଟ୍‌ କଲେ ଅମିତାଭ

ମୁମ୍ବାଇ: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିଛି। ଏହାକୁ ନେଇ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏକ ଟୁଇଟ୍‌ କରିଛନ୍ତି। ଏହାକୁ ନେଇ ସେ ସାମାନ୍ୟ ଥଟ୍ଟା...

ଢେଙ୍କାନାଳ ମିନି ଷ୍ଟାଡିୟମରେ କଳ୍ପନାଙ୍କ ମରଶରୀର: ‘କଳ୍ପନା ଅମର ରହେ ’ଧ୍ୱନିରେ ପ୍ରକମ୍ପିତ ସାରା ସହର

ଢେଙ୍କାନାଳ ଅଫିସ,୨।୬: ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଥିଲା। ପରେ ତାଙ୍କ ଜନ୍ମମାଟି ଢେଙ୍କାନାଳକୁ ନିଆଯାଇଥିଲା। ଢେଙ୍କାନାଳ ମିନି ଷ୍ଟାଡିୟମରେ ମରଶରୀର ୧୧ଟା ୫୫ ମିନିଟ୍‌ରେ ପହଞ୍ଚିବା ପରେ ସେଠାରେ ଭାବବିହ୍ବଳ ପରିବେଶ ସୃଷ୍ଟି ହୋଇଥିଲା। କଳ୍ପନା...

ଭାରତରେ ୫-ଜି ସୁବିଧା ମିଳିବାରେ ହେବ ବିଳମ୍ବ !

ନୂଆଦିଲ୍ଲୀ,୨।୬: ଭାରତରେ ୫-ଜି ସୁବିଧା ମିଳିବାରେ ବିଳମ୍ବ ହେବାର ସମ୍ଭାବନା ରହିଛି। ଦେଶରେ ମୋବାଇଲ୍‌ ଇନଫ୍ରାଷ୍ଟକଚର କାର୍ଯ୍ୟ ଧୀରେ ଧୀରେ ହେଉଥିବାରୁ ୨୦୨୦ ସୁଦ୍ଧା ମଧ୍ୟ ଭାରତରେ ୫-ଜି ସୁବିଧା ମିଳି ପାରିବ ନାହିଁ ବୋଲି କୁହାଯାଉଛି। ମୋଦି ସରକାର...

୧୦ଲକ୍ଷ ପୋଷ୍ଟକାର୍ଡରେ ‘ଜୟ ଶ୍ରୀରାମ’ ଲେଖି ମମତାଙ୍କ ପାଖକୁ ପଠାଇବ ଭାଜପା

କୋଲକାତା,୨।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀରାମ’ ସ୍ଲୋଗନକୁ ନେଇ ବିବାଦ ଚରମ ସୀମାରେ ପହଞ୍ଚିଛି। ଶନିବାର ଉତ୍ତର ୨୪ ପ୍ରଗଣାଠାରେ ତ୍ରୁଣମୂଳ କଂଗ୍ରେସର ଏକ ସଭା ନିକଟରେ କେତେଜଣ ଭାଜପା କର୍ମୀ ‘ଜୟ ଶ୍ରୀରାମ’ ସ୍ଲୋଗନ ଦେବାରୁ ହିଂସା ପରିସ୍ଥିତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri