ହତ୍ୟାକାରୀଙ୍କୁ ଫାଶୀ ଦିଅ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ନର୍ସ ନୀହାରିକା ପାତ୍ର ଗତ ୮ତାରିଖରେ ନିଖୋଜ ହୋଇଯାଇଥିଲେ। ଏହାର ୯ଦିନ ପରେ ବିରିଡ଼ି ଥାନା ବିଲୁଆଖାଇ ନଦୀପଠାରୁ ତାଙ୍କ ଗଳିତ ମୃତଦେହ ମିଳିଥିଲା। ମୃତଦେହରୁ ମାଂସ ଝଡ଼ିଯାଇଥିବାରୁ ତାଙ୍କୁ ଚିହ୍ନିବା କଷ୍ଟକର ହୋଇପଡ଼ିିଥିଲା। ପରିବାର ଲୋକେ ପୋଷାକରୁ ମୃତଦେହ…
୨୫ରୁ ବନ୍ଦ ହେବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନସେବା
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆସନ୍ତା ୨୫ତାରିଖରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍କୁ ସିଧାସଳଖ ବିମାନ ସେବା ବନ୍ଦ ହେବ। ଏ ନେଇ ଏୟାର ଏସିଆ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ଚିଠି ଲେଖି ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ତେବେ ଏହା ସାମୟିକ ବୋଲି…
୨୬ ଯାଏ ହାଲୁକା ବର୍ଷା
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଘୂର୍ଣ୍ଣିବଳୟ ଯୋଗୁ କେତେକ ସ୍ଥାନରେ ଅସରାଏ କିମ୍ବା ଦି ଅସରା ବର୍ଷା ହୋଇଯାଉଛି। ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ରହିବ। ପାଗରେ ସେଭଳି କିଛି ପରିବର୍ତ୍ତନର ସମ୍ଭାବନା ନାହିଁ।…
ଅଜଣା ରୋଗରେ ପରିବାରର ଦୁଇ ଶିଶୁ ମୃତ
ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର ମୃତ୍ୟୁ ହୋଇଛି। ଚମାର ପଡ଼ାର ଫକିର ମିରିଗ ଓ ପୂର୍ଣ୍ଣିମା ମିରିଗଙ୍କ ବଡ଼ ଝିଅ…
ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ
ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ କରିଥିବା ଦେଖିବାକୁ ମିଳିଛି। ସକାଳ ୬ରୁ ସାଢେ ୭ଟା ପର୍ଯ୍ୟନ୍ତ ଅରଖକୁଦାଠାରୁ ଅସ୍ତରଙ୍ଗ…
ବ୍ରିଟେନ୍ରେ ସୋନୁଙ୍କୁ ଆଇକନ୍ ଆଓ୍ବାର୍ଡ
ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍ ଗାୟକ ସୋନୁ ନିଗମ୍ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍ ଗୁଲାଟି ଓ ପ୍ରୀତି ରାଣାଙ୍କ ଦ୍ୱାରା ଗତ ସପ୍ତାହରେ ଆୟୋଜିତ ଗାଲା ଆଓ୍ବାର୍ଡ ସେରିମନିରେ ତାଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା।…
କରିନାଙ୍କୁ ପସନ୍ଦ ନ ଥିଲେ ବିବାହିତ ପୁରୁଷ
ମୁମ୍ବାଇ: ବଲିଉଡ୍ ବେବୋ କରିନା କପୁର ଖାଁ ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୦ ସେପ୍ଟେମ୍ବର ୨୧ରେ ମାୟାନଗରୀରେ ଜନ୍ମନେଇଥିବା ଏହି ନାୟିକା ବେବୋ ନାଁରେ ବେଶ୍ ପରିଚିତ। କଳାକାର ପରିବାରରେ ଜନ୍ମ ହୋଇଥିବାରୁ ଏହି ନାୟିକାଙ୍କର ବଡ ପରଦାରେ ରହିଛି…
ଜାତିସଂଘରେ ପାକ୍ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ
ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି ଏହି ପ୍ରସଙ୍ଗ ଉଠାଏ ତେବେ ନୂଆଦିଲ୍ଲୀ ଏହାର ଦୃଢ଼ ଜବାବ ଦେବ ବୋଲି ଜାତିସଂଘରେ…
‘ପୁଲଓ୍ବାମା ଭଳି ଘଟଣା ହିଁ ମହାରାଷ୍ଟ୍ର ଭାବାବେଗ ବଦଳାଇପାରିବ’
ଔରଙ୍ଗାବାଦ,୨୧ା୯: ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ପ୍ରବଳ ଜନଅସନ୍ତୋଷ ଓ ଆକ୍ରୋଶ ରହିଛି। କେବଳ ପୁଲଓ୍ବାମା ଆକ୍ରମଣ ଭଳି ଘଟଣା ରାଜ୍ୟବାସୀଙ୍କ ଭାବାବେଗ ବଦଳାଇପାରେ ବୋଲି ଜାତୀୟବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି। ଔରଙ୍ଗାବାଦରେ ଏନ୍ସିପି…
ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ ଅକ୍ଟୋବର ୨ରୁ ୧୩ତାରିଖ ପର୍ଯ୍ୟନ୍ତ ଦେଶର ସବୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’ ଆରମ୍ଭ…
ଜେଲ୍ରେ ଅସୁସ୍ଥ: ଆଶୀର୍ବାଦଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗୁଡୁଛି। ତେଣୁ ଜେଲ୍ ପରିସରସ୍ଥ ଡାକ୍ତରଖାନାରେ ତାଙ୍କୁ ରଖାଯାଇ ଚିକିତ୍ସା କରାଯାଉଛି। ଡାକ୍ତରମାନେ ନିୟମିତ…
ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ
ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି ମାମଲାର…
Archives


