ଅନିନ୍ଦିତାଙ୍କ ଇମ୍ଫାଲରୁ ବ୍ୟାଙ୍କକ ଯାତ୍ରା
ସେ କେବଳ ସ୍ବପ୍ନ ଦେଖନ୍ତିନି, ସ୍ବପ୍ନକୁ ସାକାର କରିବାରେ ବିଶ୍ୱାସ ରଖନ୍ତି। ପ୍ରତିବନ୍ଧକକୁ ଏଡ଼େଇ ଦେଇ କେମିତି ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିବେ ସେ ଭରସା ରଖନ୍ତି ନିଜ ଉପରେ। ସେଇଥିପାଇଁ ନିଜେ କାର୍ ଚଲେଇ ଇମ୍ଫାଲରୁ ଯାଇ ପହଞ୍ଚତ୍ପାରିଲେ ବ୍ୟାଙ୍କକ୍ରେ… ସେ...
ବିଶ୍ୱ ଇତିହାସର ରହସ୍ୟମୟ ତାଲିକାରେ ସାଇତା ନିଖୋଜ ମଣିଷଙ୍କ କଥା: କୁଆଡ଼େ ଗଲେ ନେତାଜୀ, ହୋଫା…
ଏଇଟା ସେଇ ସମୟ ନୁହେଁ, ଯେତେବେଳେ ଜଣେ ଆଖିପିଛୁଳାରେ ଉଭାନ ହୋଇଯିବ। ତନ୍ତ୍ର ବା ମନ୍ତ୍ରବଳରେ ନିଜକୁ ଦିନଦିନ ଧରି ଲୁଚେଇ ଦେଇପାରିବ। ଅଥବା ପୁଣିଥରେ ମନ୍ତ୍ରଶକ୍ତିକୁ ଉପଯୋଗ କରି ଆଖି ଆଗରେ ଆସି ପହଞ୍ଚତ୍ୟିବ। ସେସବୁ ଘଟୁଥିଲା ପୌରାଣିକ...
ଲିବିୟା ବିସ୍ଫୋରଣ: ୧୮ ଆହତ
ଡେରନା,୨।୬: ଲିବିୟାନ୍ ନ୍ୟାଶନାଲ୍ ଆର୍ମି(ଏଲ୍ଏନ୍ଏ)ର ହେଡ୍କ୍ୱାଟର ନିକଟରେ ରବିବାର ହୋଇଥିବା ୨ଟି ବିସ୍ଫୋରଣରେ ଅତିକମ୍ରେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖଲିଫା ହଫ୍ତାର ସେନା ଓ ଆମେରିକା ସେନା ମଧ୍ୟରେ ଲାଗିରହିଥିବା ଅସନ୍ତୋଷ ଯୋଗୁ ସେଠାରୁ ୯୦...
କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ
ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନ ପକ୍ଷରୁ ମିଶ୍ରଙ୍କ...
ପ୍ରଫୁଲ୍ଲ ପଟେଲଙ୍କୁ ଇଡି ସମନ
ନୂଆଦିଲ୍ଲୀ,୨।୬: କଂଗ୍ରେସ ନେତୃତ୍ୱାଧୀନ ଉପା ସରକାର ସମୟରେ ହୋଇଥିବା ବେସାମରିକ ବିମାନ ଚଳାଚଳ ବିଭାଗ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର ପୂର୍ବତନ ମନ୍ତ୍ରୀ ତଥା ଏନ୍ସିପି ନେତା ପ୍ରଫୁଲ୍ଲ ପଟେଲଙ୍କୁ ସମନ ଜାରି କରିଛି। ୨୦୦୮-୦୯ରେ ଏହି...
ରୁଷିଆ ପ୍ଲାଣ୍ଟରେ ବିସ୍ଫୋରଣ
ମସ୍କୋ,୨ା୬(ଏଏଫ୍ପି): କେନ୍ଦ୍ରୀୟ ରୁଷିଆର ଏକ ପ୍ଲାଣ୍ଟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪୨ ଆହତ ହୋଇଥିବାବେଳେ ଆଖପାଖର ୨୦୦ କୋଠା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଏହାସହ ୨ ଜଣ ନିଖୋଜ ହୋଇଯାଇଛନ୍ତି। ବିସ୍ଫୋରଣ ଯୋଗୁ ସମ୍ପୂର୍ଣ୍ଣ ଅଞ୍ଚଳ ଧୂଆଁରେ ଆଚ୍ଛାଦିତ...
୧୪ରେ ରିଲିଜ ହେବ ‘ଗେମ୍ ଓଭର’
ମୁମ୍ବାଇ: ଆଗାମୀ ବହୁଭାଷିକ ଥ୍ରିଲର ‘ଗେମ୍ ଓଭର’ ରିଲିଜ ଅପେକ୍ଷାରେ ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ। । ଏଥିରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ କରିଛନ୍ତି। ଏକ ହୁଇଲ୍ ଚେୟାରରେ ନିଜର ଜୀବନ ସଂଗ୍ରାମ ଜାରି ରଖିଛନ୍ତି। ଅଶ୍ୱିନ...
ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍ମାସ୍) ତଥା ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ଶନିବାର ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍ଘାଟିତ ହୋଇଛି। ରାଜ୍ୟ ଗ୍ରାମ୍ୟ...
୫ ଜୀବନ ବଞ୍ଚାଇ ଭାସିଗଲେ ଗାଇଡ୍
ଶ୍ରୀନଗର,୨ା୬(ପି.ଟି.): ଦୁଇ ବିଦେଶୀଙ୍କ ସମେତ ୫ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇବା ପରେ ଜଣେ ଟୁରିଷ୍ଟ ଗାଇଡ୍ ନଦୀରେ ଭାସିଯାଇ ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ଜମ୍ମୁ-କଶ୍ମୀରସ୍ଥିତ ଅନ୍ତନନାଗ ଜିଲା ପହଲ୍ଗାମର ଏକ ରିସର୍ଟରେ। ଦକ୍ଷିଣ କଶ୍ମୀରର ମାଓ୍ବୁରା...
୫ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ। ଆଲିଆନ୍ସ ଏୟାର ଏହି ସେବା ପ୍ରଦାନ କରିବ। ସକାଳ ୯ଟା ୫ରୁ ଭୁବନେଶ୍ୱର...
କୋରାପୁଟ ମେଡିକାଲ : ବିଜୁଳି ଗଲେ ଟର୍ଚ୍ଚ ଲାଇଟରେ ଚିକିତ୍ସା
କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ ବିଭାଗ ଥାଇ ମଧ୍ୟ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ରୋଗୀ ଉପଯୁକ୍ତ ସେବା...
ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ
ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ ଆତଙ୍କବାଦୀ ସଙ୍ଗଠନରେ ସାମିଲ ହୋଇଥିବା ୫ ଯୁବକଙ୍କୁ ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଲାଗି...
Archives


